କଳାହାଣ୍ଡି

ଏକ ମୋବାଇଲ ଚୋରି ଖୋଲିଦେଲା ସବୁ ଗୁମର: ଧରାପଡ଼ିଲେ ପୁଣା ଗ୍ୟାଙ୍ଗ, ୩ କୋର୍ଟ ଚାଲାଣ

ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩ ଜଣକୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ...

ଜିଲାପାଳଙ୍କ ନିର୍ଦ୍ଦେଶକୁ ମାନିଲେନି ଶିକ୍ଷା କମିଟି: ଫେରିଗଲେ ପ୍ରଧାନ ଶିକ୍ଷକ

କେସିଙ୍ଗା,୧୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ସ୍ଥିତ ଜବାହାର ଉଚ୍ଚ ବିଦ୍ୟାପୀଠ ବାଲସି (କ) ର ପୂର୍ବତନ ପ୍ରଧାନ ଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରା ନ ଦେବାରୁ ନିରାଶ ରେ ଫେରି ଯାଇଛନ୍ତି।...

ଡାକ୍ତର ତୁଷାର ପାଇଲେ ଗ୍ଲୋବାଲ ହେଲ୍‌ଥ କେୟାର ଆୱାର୍ଡ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): ହାଇଦ୍ରାବାଦ ସୋଜାଇଗୁଡାରେ ଅବସ୍ଥିତ ପାର୍କ ହୋଟେଲରେ ରବିବାର ଗ୍ଲୋବାଲ ହେଲ୍‌ଥ କେୟାରଆୱାର୍ଡ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଡାଇଗ୍ନୋଷ୍ଟିକ ସେବାରେ ଉଲ୍ଲେଖନୀୟ ଅବଦାନ ପାଇଁ କଳାହାଣ୍ଡି ଜିଲାର ଡାକ୍ତର ତୁଷାର ମେହେରଙ୍କୁ ଚଳିତ ବର୍ଷ...

ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା...

ଛତର ଯାତ୍ରାରେ ରାସ୍ତା ଜାମ:ଅଟକିଲା ଆମ୍ବୁଲାନ୍ସ

ଭବାନୀପାଟଣା,୧୨। ୧୦ (ଉତ୍ତମ କୁମାର ଦାଶ): ମା’ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଉପଲକ୍ଷେ ଶୁକ୍ରବାର ଭବାନୀପାଟଣା ସହରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଏତେ ସଂଖ୍ୟକ ଲୋକ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ଜାମ ହୋଇଥିବା ଦେଖିବାକୁ ମିଳିଥିଲା। ବିଶେଷ କରି...

ମାନସିକଧାରୀଙ୍କ ଆଗରେ ହାର୍‌ ମାନିଲା ପ୍ରଶାସନ

ଭବାନୀପାଟଣା,୧୨ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ମା’ଙ୍କ ଛତରକୁ ଦର୍ଶନକରି ଭକ୍ତମାନେ ଆନନ୍ଦଲାଭ କରିଥିଲେ।...

ମା ‘ ମାଣିକେଶ୍ବରୀଙ୍କ ଛତର ଯାତ୍ରା: ରକ୍ତ ରଞ୍ଜିତ ହେଲା ୪ କିମି

ଭଵାନୀପାଟଣା,୧୧।୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଶୁକ୍ରବାର ମହାସମାରୋହରେ ପାଳିତ ହୋଇଯାଇଛି। ଜେନାଖାଲ ରେ ସମ୍ପୂର୍ଣ୍ଣ ଗୁପ୍ତବିଧୂରେ ପୂଜାର୍ଚ୍ଚନା ପରେ ଭୋର ୫.୪୦ ରେ ମା’ଙ୍କ ବିଜୟ ପ୍ରତିମା ଛତର...

ପୁଣି କୂଅରେ ପଡିଲା ଦନ୍ତା ହାତୀ: ଉଦ୍ଧାର ଜାରି

ଭବାନୀପାଟଣା/ନର୍ଲା ୧୦।୧୦(ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର):କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଜାମ ପଡା ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ଏକ ଦନ୍ତା ହାତୀ ପଡିଯାଇଛି। ଗୁରୁବାର ସକାଳରେ ସ୍ଥାନୀୟ ଲୋକେ ଏହା ଦେଖିବା ପରେ ବନବିଭାଗ ଅଧିକାରୀଙ୍କୁ ଖବର...

ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କୁ ମୁମ୍ବାଇ ଗୌରବ ସମ୍ମାନ

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): ଚଳିତ ମାସ ୬ ତାରିଖରେ ମୁମ୍ବାଇସ୍ଥିତ ଦାଦର ସ୍ବାତନ୍ତ୍ର୍ୟବୀର ସାବରକର ଅଡ଼ିଟୋରିୟମଠାରେ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଆରମ୍ଭରେ ଏଲ୍‌ଆଇସି ଇଡି ରତ୍ନାକର ପଟ୍ଟନାୟକ, ଆର୍‌ବିଆଇ ଇଡି ଚାରୁଲତା କର,...

୨୫ ହଜାରରୁ ଅଧିକ ସଭ୍ୟ ସଂଗ୍ରହ ଲକ୍ଷ୍ୟ

ଭବାନୀପାଟଣା,୯ା୧୦ (ଉତ୍ତମ କୁମାର ଦାଶ): ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବୁଧବାର ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀଠାରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବର ଶଙ୍ଖ ଭବନଠାରେ ଆୟୋଜିତ ସଭାରେ ନବୀନ...

ଟ୍ରକ୍‌ ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ, ଜଣେ ଗୁରୁତର

ଥୁଆମୂଳ ରାମପୁର,୯ା୧୦(ଦୁର୍ଗା କୀର୍ତ୍ତି): ପୋଲିସ ପ୍ରଶାସନର ଘନଘନ ରୋଡ୍‌ ସୁରକ୍ଷା ସଚେତନତା ସତ୍ତ୍ୱେ ଦିନକୁ ଦିନ ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଆଉ ବିଶେଷକରି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର କର୍ଲାପାଟ ଥାନା ଅଧୀନରେ ଗତ କିଛିଦିନ ହେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri