କଳାହାଣ୍ଡି

ବ୍ୟବସାୟୀଙ୍କ ଘରୁ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ ବାଣ

ରିଷିଡ଼ା,୨୮ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ତେରେସିଂହା ପଞ୍ଚାୟତ ବେଲପଡ଼ାର ଜନୈକ ବ୍ୟବସାୟୀ ରାକେଶ କେଡିଆଙ୍କ କଲୋନୀପଡ଼ାସ୍ଥିତ ଦୋକାନ ଗୋଦାମ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି।...

ନବରାତ୍ରିରେ ମା’ଙ୍କୁ ବି ଛାଡିଲେନି: ଡୋକରି ବୁଡିଙ୍କ ଦାନବାକ୍ସ ଭାଙ୍ଗି ନେଇଗଲେ..

ଜୟପାଟଣା,୨୮।୯(ଓମ ପ୍ରକାଶ ବୈଠାରୁ): ଭଗବାନଙ୍କଙ୍କୁ ବି ଛାଡୁ ନାହାନ୍ତି ଦର୍ବୃତ୍ତ। କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ତାଲଗୁଡ ମା’ ଡୋକରି ବୁଡିଙ୍କ ପୀଠରୁ ଶନିବାର ବିଳମ୍ବିତ ରାତିରେ କେହି ଦୃର୍ବୁତ୍ତ ଦାନବାକ୍ସ ଭାଙ୍ଗି ବାକ୍ସରେ ଥିବା ଟଙ୍କା ଏବଂ ସମସ୍ତ...

ମା’ ପାଟଖଣ୍ତାଙ୍କ ବଳିଯାତ୍ରାରେ ପଡ଼ିଲା ବଳି

ରିଷିଡ଼ା,୨୭ା୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ତେରେସିଂହାଠାରେ ମା’ ପାଟଖଣ୍ତାଙ୍କ ବଳିଯାତ୍ରା ଶନିବାର ସମ୍ପନ୍ନ ହୋଇଛି। ଭକ୍ତଙ୍କ ମାନସିକ ପୂରଣ ହୋଇଥିବାରୁ ଏଠାରେ ବୋଦା, କୁକୁଡ଼ା ଆଦି ବଳି ପଡ଼ିଥିଲା। ଏହି ଯାତ୍ରା ପୂର୍ବ ପାର୍ଶ୍ୱରେ ତେରେସିଂହା ଓ...

ରେତ ଡ୍ୟାମ୍‌ରେ ଘାଇ: ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଦେପୁର ନିକଟିସ୍ଥ ରେତ ଜଳ ସେଚନ ପ୍ରକଳ୍ପର ବାମ ମୁଖ୍ୟ କେନାଲରେ ଶନିବାର ସକାଳୁ ଘାଇ ସୃଷ୍ଟି ହୋଇଛି। ଯାହାଫଳରେ କେନାଲର ପାଣି ନିକଟିସ୍ଥ ଚାଷ ଜମିକୁ ମାଡି ଯାଇ...

ତୀରନ୍ଦାଜୀ ପ୍ରତିଯୋଗିତା: କଳାହାଣ୍ଡିର ଛାତ୍ରୀଛାତ୍ର ଜିତିଲେ ୮ ସ୍ବର୍ଣ୍ଣ ପଦକ

ଭବାନୀପାଟଣା,୨୮ା୯(ଉତ୍ତମ କୁମାର ଦାଶ):ସୁନ୍ଦରଗଡ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜୀ (୧୪ ଓ ୧୭ ବର୍ଷରୁ କମ୍‌ ବାଳିକା/ବାଳକ) ପ୍ରତିଯୋଗିତା ଉଦ୍‌ଯାପିତ ହୋଇଛି। ଏହି ପ୍ରତିଯୋଗିତାରେ କଳାହାଣ୍ଡି...

ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ! ସବୁ ଅଧିକାରୀଙ୍କ ଛୁଟି ବାତିଲ୍

କଳାହାଣ୍ଡି,୨୬।୯: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ ଏବଂ ଡିପ୍ରେସନ ସୃଷ୍ଟି ହେବ ଯେଉଁଥିପାଇଁ କଳାହାଣ୍ଡି ଜିଲ୍ଲା ପାଇଁ ରେଡ ଆଲର୍ଟ ଘୋଷଣା କରାଯାଇଛି। ତେଣୁ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ଝଡ଼ ବର୍ଷା ହେବାର...

ଚାଷୀଙ୍କ ମୁହଁରେ ହସ ଫୁଟାଇଲା ରେତ ଜଳସେଚନ ପ୍ରକଳ୍ପ: ମରୁଡ଼ି ଅଞ୍ଚଳ ହେଲା ଶସ୍ୟଶ୍ୟାମଳା

ଭବାନୀପାଟଣା,୨୬ା୯ (ଉତ୍ତମ କୁମାର ଦାଶ):ଜଳସେଚନ ଅଭାବରୁ ଦିନେ ଯେଉଁ ଅଞ୍ଚଳରେ ମରୁଡି ଭଳି ସ୍ଥିତି ଉପୁଜୁଥିଲା ଆଜି ସେହି ଅଞ୍ଚଳରେ ଜଳ ସେଚନ ପରେ ଚାଷ ଜମି ଶସ୍ୟଶ୍ୟାମଳା ହୋଇଛି। ଏହାର ଶ୍ରେୟ ନେଉଛି ରେତ ଜଳସେଚନ ପ୍ରକଳ୍ପ। ଏହି...

ପାଳିତ ହେଲା ଜାତୀୟ ସେବା ଯୋଜନା ଦିବସ

କେସିଙ୍ଗା,୨୫ା୯(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀ ମୁଖ୍ୟଅତିଥି ରୂପେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଶିକ୍ଷା ବିଭାଗର ମୁଖ୍ୟ ଅଧ୍ୟାପକ ଉମେଶ ଚନ୍ଦ୍ର ବାରିକ...

ଆଇପିଏଲ ନାଁରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ରେ ଅଭିଯୋଗ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ, ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛାଡୁଥିବା ଓ ନିଷ୍କାସିତ ହେଉଥିବା ଗ୍ୟାସ...

ସାର୍ବଜନୀନ ନବରାତ୍ର ଦୁର୍ଗା ପୂଜା ଆରମ୍ଭ

କର୍ଲାମୁଣ୍ଡା:୨୫।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାରଠାରୁ ସାର୍ବଜନୀନ ଦୁର୍ଗା ପୂଜା ନବରାତ୍ର ଆରମ୍ଭ ହୋଇଯାଇଛି। ମା’ଙ୍କ ପୂଜା ସୋମବାର ଆରମ୍ଭ ହୋଇ ଅକ୍ଟୋବର ୩...

ବ୍ୟବସାୟୀଙ୍କ ଘରୁ ଜବତ ହେଲା ଟ୍ରିପ୍‌ ଟ୍ରିପ୍‌ ବିସ୍ଫୋରକ ବାଣ

ଜୟପାଟଣା,୨୫ା୯(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ପୋଲିସ ଓ ଜୟପାଟଣା ପୋଲିସର ମିଳିତ ଅପରେଶନରେ ମିଳିଛି ବଡ଼ ସଫଳତା। ଜୟପାଟଣା ଜନୈକ ବ୍ୟବସାୟୀ ବଜରଙ୍ଗ ଅଗ୍ରଓ୍ବାଲଙ୍କ ଘରୁ ପୁଳାପୁଳା ବାଣ ଜବତ କରାଯାଇଛି। କଳାହାଣ୍ଡି ଏସ୍‌ପି ନାଗରାଜ ଦେବର କୋଣ୍ଡାଙ୍କ ସ୍ବତନ୍ତ୍ର...

ଦୀର୍ଘ ବର୍ଷର ସ୍ବପ୍ନ ହେବ ପୂରଣ: ଭଇଁରୀଗୁଡା-ବାଗଡୁଙ୍ଗରୀ ହାତୀ ନଦୀ ଉପରେ ହେବ ପୋଲ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡା-ବାଗଡୁଙ୍ଗରୀ ଗ୍ରାମବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହେବାକୁ ଯାଉଛି। କାରଣ ଏହି ୨ ଗାଁ ମଧ୍ୟରେ ଥିବା ହାତୀ ନଦୀରେ ଏକ ସୁଉଚ୍ଚ ପୋଲ ନିର୍ମାଣ କରିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri