କଳାହାଣ୍ଡି

ଜୁନାଗଡ ଓକିଲ ସଂଘ ବାଛିଲା ଅନ୍ତରୀଣ କମିଟି

ଜୁନାଗଡ,୧୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ଓକିଲ ସଂଘ କାର୍ଯ୍ୟନିର୍ବାହୀ କମିଟିର ଜରୁରୀକାଳୀନ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସର୍ବସମ୍ମତିକ୍ରମେ ଚଳିତ ବର୍ଷ ପାଇଁ ଏକ ଅନ୍ତରୀଣ କମିଟି ଗଠନ କରାଯାଇଛି। ଏହି କମିଟିରେ ପୂର୍ବତନ ଓକିଲ ସଂଘ ସଭାପତି ଅଶୋକ...

ଅନ୍ତଃନଳୀରେ ଘା, ଅପରେଶନ ପାଇଁ ଟଙ୍କା ନାହିଁ

ଜୁନାଗଡ଼,୧୩ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ(୪୨)। ବହୁଦିନ ହେବ ସେ ବିଛଣାରେ ପଡି ରହିଛନ୍ତି ା ଅନ୍ତଃନଳୀରେ ଘା ଯୋଗୁ ସେ ଉଠିବସି ପାରୁ ନାହାନ୍ତି। କେବଳ ଦିନରାତି ଶୋଇବା ଛଡ଼ା ତାଙ୍କ ପାଖରେ...

ରକ୍ତଅଭାବ ଦୂର ଲାଗି ପୋଲିସ ଆୟୋଜନ କଲା ରକ୍ତଦାନ ଶିବିର

ଜୁନାଗଡ,୧୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଆହ୍ବାନକ୍ରମେ ରବିବାର ଜୁନାଗଡ ବ୍ଲକ ଚିଲଗୁଡା ନୀଲମାଧବ ଉଚ୍ଚ ବିଦ୍ୟାଳୟରେ ଜିଲା ପୋଲିସ ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଚିଲଗୁଡା ଫାଣ୍ଡି ଅଞ୍ଚଳର ନଅ ପଞ୍ଚାୟତର ୪୬ଜଣ ରକ୍ତଦାନ...

ଲକ୍‌ଡାଉନ ପାଇଁ ଚିନ୍ତାରେ ଅଟୋ ଚାଳକ

କେଗାଁ,୧୦ା୫(ଡି.ଏନ.ଏ.): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଥିବା ଅଟୋ ଚାଳକ ଆର୍ଥିକ ଦୁର୍ଗତି ଦେଇ ଗତି କରୁଛନ୍ତି। ଅଟୋ ଚଳାଇ ପରିବାର ପ୍ରତିପୋଷଣ କରୁଥିବା ଏହି ଚାଳକମାନେ ଲକଡାଉନ ଯୋଗୁଁ ଘରେ ବସି ରହିଛନ୍ତି। ସେମାନଙ୍କ ପରିବାର...

ମହାରାଷ୍ଟ୍ରରୁ ପିକ୍‌ଅପ ଭ୍ୟାନରେ ଆସିଲେ ୧୭ ଶ୍ରମିକ

କେଗାଁ, ୧୦ା୫(ଡିଏନଏ): କରୋନା ପାଇଁ ପ୍ରବାସୀ ଶ୍ରମିକ ଘରମୁହାଁ ହୋଇଛନ୍ତି। ରବିବାର କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକକୁ ମହାରାଷ୍ଟ୍ରରୁ ୧୭ ଶ୍ରମିକ ଏକ ପିକଅପ ଭ୍ୟାନ ଯୋଗେ ଆସିଛନ୍ତି। ସେମାନେ ମୁମ୍ବାଇରୁ ଚାଲି ଚାଲି ନାଗପୁର ପର୍ଯ୍ୟନ୍ତ ଆସିବା ପରେ...

ନାଁ ପଞ୍ଜିକରଣ କରି ପାରି ନ ଥିବା ଚାଷୀଙ୍କୁ ଭେଟିଲେ ଉପଜିଲାପାଳ

ଜୁନାଗଡ,୮।୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୮୬ଜଣ ଚାଷୀ ଠିକ୍‌ ସମୟରେ ପ୍ୟାକ୍ସରେ ନିଜର କାଗଜପତ୍ର ଦେଇ ପାରି ନ ଥିବାରୁ ଚଳିତ ରବି (ଡାଳୁଅ)ଚାଷ ପାଇଁ ପଞ୍ଜୀକରଣ କରିପାରି ନାହାନ୍ତି। କିଛିଦିନ ତଳେ ଏହି ଚାଷୀମାନେ ଏ ନେଇ ଜିଲା...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରଣ ସମାଜର ସହାୟତା

କୋକସରା,୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଆଞ୍ଚଳିକ କରଣ ସମାଜ ପକ୍ଷରୁ ଡାକ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ୧୯ ସହାୟତା ପାଣ୍ଠିକୁ ୩୧ହଜାର ଟଙ୍କା ପ୍ରଦାନ କରାଯାଇଛି। ଆଞ୍ଚଳିକ କରଣ ସମାଜ ସଭାପତି ସହଦେବ ପଟ୍ଟନାୟକ ଓ ସାଧାରଣ ସମ୍ପାଦକ ନାରାୟଣ ପଟ୍ଟନାୟକଙ୍କ...

୨୭କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ରଣପୁର ପୋଡଚୁଆଁ ପାହାଡରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରେ ତଲାସୀ ପରେ ୨୭.୪୦ କୁଇଣ୍ଟାଲ ମହୁଲ ପୋଚ, ୩୫ଲିଟର ହାତରନ୍ଧା...

ସଙ୍ଗରୋଧ ଗୃହରେ ପ୍ରବାସୀ ଶ୍ରମିକଙ୍କୁ ଭେଟିଲେ, ମାସ୍କ ବାଣ୍ଟିଲେ ବିଧାୟକ

କୋକସରା,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ କୋକସରା ସହର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ମାସ୍କ ଓ ସାବୁନ ବଣ୍ଟନ କରିଛନ୍ତି। ପରେ ସ୍ଥାନୀୟ ଜବାହର ଉଚ୍ଚ ବିଦ୍ୟାପୀଠରେ କରାଯାଇଥିବା ଅସ୍ଥାୟୀ କୋଭିଡ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା...

ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ଜିଲାପାଳ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବୁଡିପଦର ଓ ତଳମଲାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ବୁଧବାର ଅପରାହ୍ନରେ ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ପରିଦର୍ଶନ କରିଥିଲେ। ସେଠାରେ ରହୁଥିବା ଶ୍ରମିକଙ୍କ ସେ ସ୍ଥିତି ବୁଝିବା ସହ କାର୍ଯ୍ୟର ସମୀକ୍ଷା...

ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୪୦ୟୁନିଟ୍‌ ରକ୍ତ ସଂଗ୍ରହ

ଜୁନାଗଡ,୬ା୫(ଡି.ଏନ୍‌.ଏ)-କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ ଏହି ଉଦ୍ଦେଶ୍ୟ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଭବାନୀପାଟଣା ରକ୍ତ ଭଣ୍ଡାରଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବେ ୪୦ ଜଣ ରକ୍ତଦାନ କରିଥିଲେ। ବିଜେଡି...

ରାଜକୁମରଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଭବାନୀପାଟଣା/କୋକସରା, ୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗଡ଼ା ପଞ୍ଚାୟତ ଡୋଙ୍ଗରିପଡ଼ାର ରାଜକୁମର ବାଗ (୫୭)। ଗୋଡ଼ ଭାଙ୍ଗିଯିବା ପରେ ବିଛଣାରେ ପଡ଼ି ରହିଛନ୍ତି। ଅର୍ଥାଭାବରୁ ଉନ୍ନତ ଡାକ୍ତରୀ ଚିକିତ୍ସା କରାଇବା ତାଙ୍କ ପକ୍ଷେ ସମ୍ଭବ ନ ହେବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri