କଳାହାଣ୍ଡି

କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତ ହେଲେ ଡ. ନୃପରାଜ ସାହୁ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ବରିଷ୍ଠ ଓଏଏସ୍‌ ଅଧିକାରୀ ଡ. ନୃପରାଜ ସାହୁଙ୍କୁ ରାଜ୍ୟ ସରକାର କେବିକେ ଯୁଗ୍ମ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି। କୋରାପୁଟଠାରେ ଥିବା କେବିକେ ପ୍ରଶାସକଙ୍କ କାର୍ଯ୍ୟାଳୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସେ ପୂର୍ବରୁ ଭୁବନେଶ୍ୱରଠାରେ...

ଛତିଶଗଡ଼, ଓଡ଼ିଶା ସୀମାନ୍ତରେ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ

ଭବାନୀପାଟଣା,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ଜାତୀୟ ନିରାପତ୍ତା ପରାର୍ମଶଦାତା କେ. ବିଜୟ କୁମାରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତିଶଗଡ଼ ଏବଂ ଓଡ଼ିଶାର ସୀମାନ୍ତରେ ସୁରକ୍ଷାକୁ ନେଇ ଏହି ବୈଠକ ହୋଇଥିବା ସୂଚନା ମିଳିଛି। ତେବେ...

ପାଏନ୍‌ ଲାଗି ଦହଗଁଜ୍‌ ୩୪ ପଁଚେତ୍‌ର ୧ ଲାଖ୍‌ ଲୋକ୍‌

ଭବାନୀପାଟଣା, ୪।୩ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ମଦନପୁର ରାମପୁର, ଲାଞ୍ଜିଗଡ଼ ଆର ଥୁଆମୂଳ ରାମପୁର ବ୍ଲକର ଅତଡ଼ିଆ ଅଂଚଲମାନକେ ଥିବାର ଗଁାଗଁଡ଼ାର ଲୋକ୍‌ ଏଭ୍‌ଠାନୁ ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ହେଲେନ। ଆଗ୍‌କେ ଖରାଦିନ ମାଡ଼ି ଆସୁଛେ। ପରଶାସନ ଏଭ୍‌ଠାନୁ...

୪ ମହଲା ଉପରୁ ଖସି ଶ୍ରମିକଙ୍କ ଜୀବନଗଲା

କୋକସରା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମର ହେମରାଜ ଦୁର୍ଗା (୨୬)ଙ୍କ ଶନିବାର ହାଇଦ୍ରାବାଦଠାରେ ସେଣ୍ଟ୍ରିଙ୍ଗ କାମ କରୁଥିବା ବେଳେ ୪ ମହଲା ଉପରୁ ଖସିପଡ଼ି ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ରୋଜଗାର କ୍ଷମ ପୁଅର ମୃତ୍ୟୁ ଖବର...

ନଳକୂପ ନାହିଁ, ନାଳରୁ ପାଣି ସଂଗ୍ରହ କରୁଛନ୍ତି ଲୋକେ

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): ଅନୁସୂଚିତ ଜନଜାତି କୁଟିଆ କନ୍ଧଙ୍କ ପାଇଁ ରାଜ୍ୟ ସରକାର ସ୍ଥାପନ କରିଛନ୍ତି କୁଟିଆ କନ୍ଧ ଉନ୍ନୟନ ସଂସ୍ଥା (କେକେଡିଏ)। କୁଟିଆ କନ୍ଧଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଏହି ସଂସ୍ଥା କାର୍ଯ୍ୟ କରୁଛି। ତଥାପି ଏମାନେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ,...

ଛିଡ଼ା ହୋଇଥିବା ଟ୍ରକ୍‌କୁ ସାମ୍ନାରୁ ପିଟିଲା ଟ୍ରକ୍‌

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା-ଜୁନାଗଡ଼ ଜାତୀୟ ରାଜପଥ ନଂ.୨୬ ରିଷିଗାଁ ରିଲାଏନ୍ସ ପେଟ୍ରୋଲପମ୍ଫ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ଏକ ୟୁକାଲିପଟାସ୍‌ ବୋଝେଇ ଟ୍ରକ ରାସ୍ତା କଡରେ ଛିଡ଼ା ହୋଇଥିବା ବେଳେ ଅନ୍ୟ ଏକ ମାଲ ବୋଝେଇ ଟ୍ରକ୍‌ ତାକୁ...

କଳାହାଣ୍ଡି ଜିଲାରେ କପିକରି ଧରାପଡ଼ିଲେ ୨୧ ପରୀକ୍ଷାର୍ଥୀ

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷାର ବିଜ୍ଞାନ ବିଷୟରେ କଳାହାଣ୍ଡି ଜିଲାର ୨୧ ପରୀକ୍ଷାର୍ଥୀ କପିକରି ଶୁକ୍ରବାର ଧରାପଡ଼ିଛନ୍ତି। ଡିଇଓ ସ୍କ୍ବାଡ୍‌ ପକ୍ଷରୁ ମୁସ୍କୁଟି ମିଳିତ ପଞ୍ଚାୟତ ହାଇସ୍କୁଲରେ ଜଣେ, ଜୟପାଟଣା ଉମାଶଙ୍କର ହାଇସ୍କୁଲରେ ୫, ଉତ୍କଳ ଆଶ୍ରମ ହାଇସ୍କୁଲରେ ୨ ଜଣଙ୍କ...

କଳାହାଣ୍ଡି ଜିଲା କୋର୍ଟ ପରିସରରେ ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟିତ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋର୍ଟ ପରିସରରେ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ପେଶାଲ କୋର୍ଟ ‘ପୋକ୍ସୋ’ ଉଦ୍‌ଘାଟନ ହୋଇଯାଇଛି। ସୁପ୍ରିମ କୋର୍ଟ ଓ ଓଡ଼ଶା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟର ସବୁ ଜିଲାରେ ଅତିରିକ୍ତ ଜିଲା ଓ...

କଳାହାଣ୍ଡି ଜିଲା ଯୋଜନା କମିଟି ବୈଠକ: କୃଷି, ଉଦ୍ୟାନ ବିଭାଗ ଉପରେ ଗୁରୁତ୍ୱ

ଭବାନୀପାଟଣା,୨୮।୨ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ଲାନିଂ ୱିଙ୍ଗ୍‌ କନ୍‌ଫେରେନି୍ଂସ ହଲ୍‌ଠାରେ ଜିଲା ଯୋଜନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟିର ଅଧ୍ୟକ୍ଷ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବକିଶୋର ଦାସ, ଗୃହ, ଶକ୍ତି,...

ବିବାହ ଭୋଜ ଖାଇ ଫେରୁଥିଲେ, ଚାଲିଗଲା ୩ ଯୁବକଙ୍କ ଜୀବନ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ବିବାହ ଉତ୍ସବରେ ମଉଜମସ୍ତି କରି ଭୋଜି ଖାଇ ନିଜ ଘରକୁ ଫେରିବା ସମୟରେ ଦୁର୍ଘଟଣା ଘଟି ୩ ଯୁବକଙ୍କ ଜୀବନ ଚାଲିଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି କଳାହାଣ୍ଡି ଜିଲା ମଦନପୁର ରାମପୁର ଥାନା ଅନ୍ତର୍ଗତ ଫପ୍‌ସି ରାସ୍ତାରେ।...

ଶୁକ୍ରବାରରୁ ଡଙ୍ଗରିଆଙ୍କ ନିୟମରାଜା ପର୍ବ: ସିଏଏ, ଏନ୍‌ଆର୍‌ସିକୁ କରିବେ ବିରୋଧ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ୨୮ ଶୁକ୍ରବାରରୁ ତିନିଦିନ ବ୍ୟାପୀ କଳାହାଣ୍ଡି ରାୟଗଡ଼ା ସୀମାନ୍ତ ନିୟମଗିରି ପର୍ବତ ଶିଖର ଉପରେ ନିୟମରାଜା ପର୍ବ ପାଳିତ ହେବ। କଳାହାଣ୍ଡି ରାୟଗଡ଼ା ସୀମାନ୍ତ ମୁନିଖୋଲ ପଞ୍ଚାୟତର ଗରଟାଗ୍ରାମରେ ନିୟମଗିରି ସୁରକ୍ଷା...

ଡିଏଲ୍‌ ପାଇଁ ୩ ଗୁଣା ଫି’ ନେଇ ଦଲାଲ ଗିରଫ

ଭବାନୀପାଟଣା,୨୭।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଆର୍‌ଟିଓରୁ ଜଣେ ଦଲାଲଙ୍କୁ ଗିରଫ କରାଯାଇଛି। ଦଲାଲ ଜଣକ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) କରାଇବାକୁ ପ୍ରକୃତ ମୂଲ୍ୟଠାରୁ ୩ଗୁଣା ଅଧିକ ଫି’ ନେଉଥିବା ବେଳେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସୂଚନାନୁଯାୟୀ, ଡିଏଲ ପାଇବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri