କଳାହାଣ୍ଡି

୧ଲକ୍ଷ ବ୍ୟାଙ୍କରୁ ଉଠାଇ ଫେରୁଥିଲେ ଚାଷୀ: ଝାମ୍ପିନେଲେ ଦୁର୍ବୃତ୍ତ

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉକେତ୍ଲା ଏନ୍‌ଏଚ୍‌ ୨୬ରେ ଦୁର୍ବୃତ୍ତମାନେ ଜଣେ ଚାଷୀଙ୍କଠାରୁ ଲକ୍ଷେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଉକେତ୍ଲାର ରୁପଚନ୍ଦ ଜୈନ ଧାନ ବିକା ୧ ଲକ୍ଷ ଟଙ୍କା ବ୍ୟାଙ୍କରୁ ଉଠାଇ ଘରକୁ ଆସୁଥିବା...

ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଟଙ୍କା, ସୁନା ନେଇଗଲେ ଦୁର୍ବୃତ୍ତ

ଭବାନୀପାଟଣା,୧୩।୧୨(ଡି.ଏନ୍‌ଏ.): କଳାହାଣ୍ଡି ଜିଲା ଥୁ.ରାମପୁର ଥାନା ଅନ୍ତର୍ଗତ ଫଟକିମହୁଲ ଗ୍ରାମରେ ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଆକ୍ରମଣ କରିବା ସହ ଟଙ୍କା, ସୁନା ଓ ଟିଭି ନେଇ ଯାଇଛନ୍ତି। ସେମାନଙ୍କ ଆକ୍ରମଣରେ ମହିଳାଜଣକ ଗୁରୁତର ହୋଇଛନ୍ତି। ତାଙ୍କୁ...

ମହାରାଷ୍ଟ୍ରରେ ବନ୍ଧା ପଡ଼ିଛନ୍ତି ଦୁଇ ଦାଦନ, ଫେରାଇ ଆଣିବାକୁ ପ୍ରଶାସନ ନିକଟରେ ପରିବାର ଲୋକଙ୍କ ନିବେଦନ

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ୨ ଜଣ ଦାଦନ ମହାରାଷ୍ଟ୍ରରେ ବନ୍ଧା ପଡ଼ିଥିବା ଅଭିଯୋଗ ହୋଇଛି। ଦାଦନଙ୍କ ମୁକ୍ତି ପାଇଁ ତାଙ୍କ ପରିବାର ଲୋକେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ପ୍ରକାଶ ଯେ, କାମଧନ୍ଦା ଅନ୍ବେଷଣ ଏବଂ ଅଧିକ ଆୟ ଲୋଭରେ ଦଲାଲଙ୍କ...

ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଜୀବନଗଲା

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): ସଡ଼କ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସାଧୀନ ଥିବା କଳାହାଣ୍ଡି ଜିଲା ଥୁ.ରାମପୁର ଥାନା ଅନ୍ତର୍ଗତ ଟେଭାକଲମ ଗାଁର ସିଗେସନ୍‌ ନାଏକ (୨୨) ନାମକ ଜଣେ ଯୁବକଙ୍କ ମୃତ୍ୟୁଘଟିଛି। ସିଗେସନ ଗତ ବୁଧବାର ସନ୍ଧ୍ୟାରେ ବାଇକ୍‌ରେ ଫେରୁଥିବା ବେଳେ ପାଲଯୋରଠାରେ...

ତେଜିଲା ମଦ ବିରୋଧୀ ଆନ୍ଦୋଳନ: ମଦଦୋକାନ ଉଚ୍ଛେଦ ଦାବିରେ ଜିଲା ଅବକାରୀ ନିରୀକ୍ଷକଙ୍କୁ ଦାବିପତ୍ର

ଭବାନୀପାଟଣା,୧୩।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ମଦ ବିରୋଧୀ ଆନ୍ଦୋଳନ ଜୋର ଧରିଛି। ମଦଦେକାନ ଉଚ୍ଛେଦ ଦାବିରେ କଳାହାଣ୍ଡି ଅବକାରୀ ନିରୀକ୍ଷକଙ୍କୁ ବାହାଦୁର ବଗିଚାପଡ଼ା ମହିଳା ସଂଗଠନ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସହରର ମାଣିକେଶ୍ୱରୀ ହାଇସ୍କୁଲ ଛକଠାରୁ...

ବିକାଶନୁ ବହୁତ୍‌ ଦୂରେ କଛାରପଡ଼ାବାସୀ

କୋକସରା, ୧୩ା୧୨(ଡି.ଏନ୍‌.ଏ.)- ଝାର ଜଂଗଲ, ପାହାଡ଼ ପରବତ୍‌ ଘେରା କଳାହାଣ୍ଡି ଜିଲାରେ ଆଏଜ୍‌ ବି ଅନେକ ଗଁାଗଁଡ଼ାର ଲୋକ୍‌ ସାଧାରନ ମଉଲିକ ସୁବିଧାରୁ ବଁଚିତ୍‌ ହେଇ ରହିଛନ୍‌। ଦେଶ ସୁଆଧୀନ ହେବାର ସାତ୍‌ ଦଶକନୁ ଅଧ୍‌କା ବିତିଯାଇଥିଲେ ବି ଅନେକ...

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଚନାମୁଣ୍ଡାବାସୀ

ପର୍ଲା, ୧୩।୧୨(ଡି.ଏନ.ଏ.)- ଖାସ୍‌କରି ଖରାଦିନେ ଲୋକ୍‌ ପାଏନ୍‌ ଲାଗି ଗୁଲ୍‌ଗୁଲା ହେବାର ଦେଖ୍‌ବାକେ ମିଲ୍‌ସି। ହେଲେ ଆଏଜ୍‌ ବି ଏନ୍‌ତା କେତେ ଗଁା ଅଛେ ଯେନ୍‌ଠାନେ ଲୋକ୍‌ ବରଷା ୪ ମାସକ ଛାଡ଼ିଦେଲେ ବଛରକୁତା ପିଇଲା ପାଏନ୍‌ ଲାଗି ଦହଗଁଜ୍‌...

ସାତ୍‌ସପନ ହେଇଛେ ସରକାରୀ ଯୋଜନା: ୩ ଛୁଆକର ଭବିଷତ୍‌ ଚିନ୍‌ତାରେ ଲଛମି

ଲାଞ୍ଜିଗଡ଼, ୧୧।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ଆମ୍ବଗୁଡ଼ା ଗଁାର ବିଧବା ମହିଲା ଲଛମି ମାଝି। ସରକାରୀ ସୁବିଧା ସୁଯୋଗ ଅଭାବୁ ସେ ନିଜର ୩ ଛୁଆକୁ ଧରି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌। ଅନେକ ସମିଆରେ...

ରେଞ୍ଜ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କେସିଙ୍ଗା,୧୦।୧୨(ଡି.ଏନ.ଏ): ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ରେଞ୍ଜ ଅଫିସର ଦୀନବନ୍ଧୁ ମେହେରଙ୍କ ବଲାଙ୍ଗୀର ସହର ତୁଳସୀନଗରସ୍ଥିତ ବାସଭବନରେ ମଙ୍ଗଳବାର ଭୋର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଏହା ସହିତ ଭିଜିଲାନ୍ସ ଟିମ୍‌...

ନିସାହା ତୁଳସାକୁଁ ସାହାଯ୍‌ କଲା ଓଁଶ୍ରୀ ଯୁବକ ସଂଘ

  ମୋହନଗିରି,୧୦।୧୨(ଡି.ଏନ.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୋହନଗିରି ୨ ନମ୍ବର ଓ୍ବାର୍ଡର ତୁଳସା ନନ୍ଦ(୪୮)। ଆଏଜ୍‌କେ ୧୮ ଦିନ୍‌ ହେଲା ଘରର ପିଁଢ଼ାରୁ ପଡ଼ି ତାକର ଡେବରି ଗୋଡ଼ ଭାଂଗି ଯାଇଛେ। ଇଆଡ଼େ ତାକର ଆପ୍‌ନେ ସୀତାରାମ ନନ୍ଦ...

ମୁଖ୍ୟମନ୍ତ୍ରୀକଁର ଦପ୍‌ତରରୁ ଆସିଥିଲା ନିରଦେଶ: ୧୯ ବଛର ଉତାରୁ ସାକାର ହେଲା ସପନ୍‌

କେସିଙ୍ଗା, ୯।୧୨ (ଡି.ଏନ.ଏ.)-  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ପଁଚେତ୍‌ ଅଧୀନ ଗୋଟିପଡ଼ାର କପିଳେଶ୍ୱର ସାହୁ(୬୫) ଆର ମାଏକିନା ମଥୁରା ସାହୁ(୬୨)। ଇ ବୁରୁଧ୍‌ ଦମ୍ପତି ଅଭାବ ଅନାଟନ ଲାଗି ୩୦ ବଛର ହେଲା ଗୁଟେ ଭଂଗା ଦଦ୍‌ରା...

ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

କେସିଙ୍ଗା,୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଅନ୍ତର୍ଗତ କୁଣ୍ଡାବନ୍ଦ ପଞ୍ଚାୟତ ହରିଜନପଡ଼ାରେ ରବିବାର ଜଣେ ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ମଦନା ଦୀପ (୪୫)। ସୂଚନାଯୋଗ୍ୟ, ମଦନାଙ୍କ ସ୍ବାମୀ ମହନ ଦୀପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri