କଳାହାଣ୍ଡି

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ପଞ୍ଚମ ଦିବସ: ଗୁଡ୍‌ମର୍ନିଂ କ୍ଲବ ୬-୧ରେ ବିଜୟୀ

ଭବାନୀପାଟଣା,୨୦।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ଗୁରୁବାର ପଞ୍ଚମ ଦିବସରେ ଗୁଡ୍‌ମର୍ନିଂ କ୍ଲବ ବନାମ ଏନ୍‌ଡିସିସି ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଗୁଡ୍‌ ମର୍ନିଂ କ୍ଲବ ୬-୧ ଗୋଲରେ...

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସରେ ଭାଜପା ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ

ଜୁନାଗଡ,୨୦।୯(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଉପଲକ୍ଷେ ଗୁରବାର ଜୁନାଗଡ ଭାଜପା ପକ୍ଷରୁ ସେବା ସପ୍ତାହ ଦିବସ ପାଳନ କରାଯାଇଛି। ଏହି ଅବସରରେ ଦଳୀୟ କର୍ମକର୍ତ୍ତମାନେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ରୋଗୀଙ୍କୁ ଫଳ ଓ ବିସ୍କୁଟ ବଣ୍ଟନ କରିଥିଲେ।...

ପିଲାଙ୍କ ସହ ମଧ୍ୟାହ୍ନ ଭୋଜନ ଖାଇଲେ ବିଧାୟକ

କୋକସରା,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ ଗୁରୁବାର କୋକସରା ବ୍ଲକର କେତେକ ସ୍କୁଲ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ପିଲାମାନଙ୍କୁ ପାଠ ପଢାଇବା ସହ ପିଲାଙ୍କ ସାଙ୍ଗରେ ମିଶି ମଧ୍ୟାହ୍ନ ଭୋଜନ ମଧ୍ୟ ଖାଇଛନ୍ତି । ବିଧାୟକ...

ଲାଞ୍ଜିଗଡର ଅନନ୍ୟ ପରମ୍ପରା, ବିଶ୍ୱାସର ପ୍ରତୀକ: ଭୈରବ ଦେବଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଳିତ

ଲାଞ୍ଜିଗଡ,୨୦।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡସ୍ଥିତ ପ୍ରସିଦ୍ଧ ଭୈରବଦେବ ପୀଠରେ ଝାମୁଯାତ୍ରା ଗୁରୁବାର ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଥା ଅନୁଯାୟୀ ଲାଞ୍ଜିଗଡର ଦଶମୀ ନୂଅଁାଖାଇ ପରେ ତ୍ରୟୋଦଶୀ ଦିନ ଭୈରବ ମନ୍ଦିରରୁ ଭୈରବ ଦେବଙ୍କ ଖଣ୍ଡା ବାହାର କରାଯାଇ ସ୍ଥାନୀୟ ରାଜ ଉଆସକୁ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଚତୁର୍ଥ ଦିବସ: ମର୍ନିଂ କ୍ଲବ ୨-୧ ବିଜୟୀ

ଭବାନୀପାଟଣା,୧୯।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ର ବୁଧବାର ଥିଲା ଚତୁର୍ଥ ଦିବସ । ସ୍ପୋଟର୍‌ସ ହଷ୍ଟେଲ ବନାମ ମର୍ନିଂ କ୍ଲବ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ମର୍ନିଂ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ ପାଇଁ ହିତାଧିକାରୀଙ୍କ ସାମୂହିକ ଶପଥ

କର୍ଲାମୁଣ୍ଡା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀମାନେ ମଙ୍ଗଳବାର ଏକାଠି ହୋଇ ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ଶପଥ ନେଇ ଥିବା ଜଣାପଡିଛି। ଏହି ପଞ୍ଚାୟତର ୧୯ ଜଣ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ ମେଳା

କେସିଙ୍ଗା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ପାଷ୍ଟିକୁଡି ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳା ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଭବାନୀପାଟଣା ବିଧାୟକ ତଥା ବିରୋଧୀ ଦଳର ନେତା ପ୍ରଦୀପ୍ତ କୁମାର...

ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍‌ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁନଷ୍ଠିତ ହୋଇଥିଲା। ଏଥିରେ ରାସ୍ତାରେ ଯାଉଥିବା ବାଇକ୍‌ ଚାଳକଙ୍କୁ ମୋଟରସାଇକେଲ ଚଳାଇବା ବେଳେ...

ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ

ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲାପାଳ ଡା. ଗାଭିଲ ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ...

ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଭବାନୀପାଟଣା,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ଏବଂ ଅଭିଭାବକ ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ। ଖବରପାଇ ବିଭାଗୀୟ ଅଧିକାରୀ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌: ତୃତୀୟ ଦିବସ ଷ୍ଟାର ଇଲେଭେନ୍‌ ୨-୦ ବିଜୟୀ

ଭବାନୀପାଟଣା,୧୮।୯(ଡି.ଏନ.ଏ.)-ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ମଙ୍ଗଳବାର ଏନ୍‌ଡିସିସି ବନାମ ଷ୍ଟାର ଇଲେଭେନ୍‌ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଷ୍ଟାର ଇଲେଭେନ୍‌ ୨-୦ ଗୋଲରେ ବିଜୟୀ ହୋଇଥିଲା। ଷ୍ଟାର...

ଉଚ ଚିକିଛା ଲାଗି ଟଁକା ଅଭାବ୍‌: ଦିହି ସାରା ଆବୁ, ଦୁଖ୍‌ ପାଉଛନ୍‌ ପୁତୁନି

ପଲମ, ୧୮।୯ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ମୁଡ଼ିଙ୍ଗ ପଁଚେତ୍‌ ଅଧୀନ ମସ୍କାଦାଣ୍ଡି ଗଁାର ଡମ ମାଝିକଁର ମାଏକିନା ପୁତୁନି ମାଝି(୫୧)। ତାକର ଦିହିସାରା ଆବୁ ବାହାରିଛେ, ଯେନ୍‌ଥିରଲାଗି ସେ ବହୁତ୍‌ ଦୁଖ୍‌ ପାଉଛନ୍‌। ହେଲେ ଟଁକା ପଏସା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri