କଳାହାଣ୍ଡି

ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରତିବାଦରେ ଏଆଇଏସଏଫ୍‌ ବିକ୍ଷୋଭ କଲେଜ ସମ୍ମୁଖରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କୁଶପୁତ୍ତଲିକା ଦାହ

ଜୁନାଗଡ,୨୯।୮(ଡି.ଏନ.ଏ.) ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯିବା ପ୍ରତିବାଦରେ ଅଖିଳ ଭାରତୀୟ ଛାତ୍ର ସଂସଦ (ଏଆଇଏସଏଫ୍‌) ପକ୍ଷରୁ ବୁଧବାର କଳାହାଣ୍ଡି ଜିଲା ଜୁନାଗଡ ସହର ପ୍ରିୟଦର୍ଶିନୀ ଇନ୍ଦିରା ମହାବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ କଲେଜ ସମ୍ମୁଖରେ...

କେନ୍ଦ୍ରୀୟ ରିଜର୍ଭ ପୋଲିସ ୬୪ ବାଟାଲିୟନ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ

ମୋହନଗିରି,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରିଠାରେ ଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ୬୪ ବାଟାଲିୟନ ପକ୍ଷରୁ ବୁଧବାର ଏକ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମାଓବାଦୀମାନଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଫେରାଇ ଅଣିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ...

ଧର୍ମଗଡ଼ଠାରେ ବୌଦ୍ଧିକ ସମାବେଶ: ଧର୍ମଗଡ ଅଞ୍ଚଳର ବିକାଶ ପାଇଁ ମୁଁ ସର୍ବଦା ସଙ୍କଳ୍ପ ବଦ୍ଧ: ଶକ୍ତିମନ୍ତ୍ରୀ

ଧର୍ମଗଡ,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡଠାରେ ଜୀବନ ବିନ୍ଦୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ତରଫରୁ ବୁଧବାର ସ୍ଥାନୀୟ ଅଞ୍ଚଳର ଉନ୍ନତି ସହିତ ଏକ ବିକଶିତ ଧର୍ମଗଡ କିଭଳି କରାଯାଇପାରି ସେ ଉଦ୍ଦେଶ୍ୟରେ ବୌଦ୍ଧିକ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଶକ୍ତିମନ୍ତ୍ରୀ...

ପ୍ରଧାନ ଶିକ୍ଷକ ନିୟମିତ ସ୍କୁଲ ନ ଆସିବା ଘଟଣା: ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ ମାଗିଲେ ବିଇଓ; ଧରିତ୍ରୀ ପ୍ରଭାବ

ଭବାନୀପାଟଣା,୨୮।୮(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ସିନ୍ଦିପଦର ପଞ୍ଚାୟତ ବାର୍ଷିକୋଣା ନୂତନ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ରୋହିତ ମାଝି ନିୟମିତ ସ୍କୁଲ ଆସୁ ନ ଥିବା ନେଇ ସ୍କୁଲ ସହକାରୀ ଶିକ୍ଷୟିତ୍ରୀ, ପାଚିକା ତଥା ପରିଚାଳନା କମିଟି ସଭାପତି...

ଜୁନାଗଡରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ପଞ୍ଜୀକରଣ କଲେ ୩୯୩ ଦିବ୍ୟାଙ୍ଗ

ଜୁନାଗଡ,୨୮।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜୁନାଗଡ ବ୍ଲକର ୩୪ଟି ପଞ୍ଚାୟତର ୩୯୩ ଜଣ ଦିବ୍ୟାଙ୍ଗ ନାମ ପଞ୍ଜୀକରଣ କରିଥିଲେ। ସେଥିମଧ୍ୟରୁ ମୁକ ବଧିର ୬୯, ଦୃଷ୍ଟିହୀନ...

ନୂଆଁଖାଇ ପୂର୍ବରୁ ଦେବୀଦେବ ଉପାସନା

ରିଷିଡା,୨୭।୮(ଡି.ଏନ.ଏ.): ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଆଉ ୬ ଦିନ ରହିଲା । ନୂଆଁଖାଇ ପର୍ବ ପାଳନ କରିବା ପାଇଁ ଏବେଠୁ ଲୋକେ ନିଜକୁ ପ୍ରସ୍ତୁତ ଆରମ୍ଭ କରିଦେଇଥିବା ବେଳେ ବିଭିନ୍ନ ଗ୍ରାମରେ ଗ୍ରାମ ଦେବୀଦେବଙ୍କ ଉପାସନା ମଙ୍ଗଳବାର ଅନୁଷ୍ଠିତ...

ବନ୍ୟାଞ୍ଚଳ ପରିଦର୍ଶନ କଲେ ଷ୍ଟେଟ୍‌ ୟୁଥ୍‌ ଓ୍ବେଲ୍‌ଫେୟାର ବୋର୍ଡର ସଭାପତି

କେଶିଙ୍ଗା, ୨୭।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେଶିଙ୍ଗା ବ୍ଲକର ୫ ପଞ୍ଚାୟତ ଗତ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଷ୍ଟେଟ୍‌ ୟୁଥ୍‌ ଓ୍ବେଲ୍‌ଫେୟାର ବୋର୍ଡର ସଭାପତି ବିଜୟ କୁମାର ନାଏକ, କଳାହାଣ୍ଡି ଜିଲା ପ୍ରକଳ୍ପ ଅଧିକାରୀ, କେଶିଙ୍ଗା ବିଡିଓ...

ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ରାତିରେ ତ୍ରିରଙ୍ଗା ଉଡିବା ଘଟଣା

ଜୁନାଗଡ,୨୭।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅର୍ନ୍ତଲା ପ୍ରାଥମିକ ବିଦ୍ୟାଳୟରେ ଗତ ୧୫ ତାରିଖ ସ୍ବାଧୀନତା ଦିବସରେ ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି। ଉକ୍ତ ଘଟଣାରେ ସମ୍ପୃକ୍ତା ପ୍ରଧାନଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ସୋମବାର ଅନ୍ତର୍ଲା ଗ୍ରାମବାସୀ କଳାହାଣ୍ଡି...

କଳାହାଣ୍ଡିରେ ସ୍ଥାୟୀ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି: କୋର୍ଟ, କଚେରୀ, ସରକାରଙ୍କ ସମସ୍ତ ଅଫିସ ବନ୍ଦ

ଭବାନୀପାଟଣା,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲାରେ ସ୍ଥାୟୀ ହାଇକୋର୍ଟ ପ୍ରତିଷ୍ଠା ଦାବି ନେଇ ଜିଲା ଓକିଲ ସଂଘ ଆହ୍ବାନକ୍ରମେ ସୋମବାର ଭବାନୀପାଟଣାରେ ସମସ୍ତ କୋର୍ଟ, କଚେରୀ, ତହସିଲ ସମେତ ସମସ୍ତ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସ ୧୨ ଘଣ୍ଟିଆ ବନ୍ଦ ରହିଛି ।...

ଚାଷୀଙ୍କ ବିଭିନ୍ନ ସମସ୍ୟା ସମାଧାନ ଦାବି: ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ଦାବିପତ୍ର

ଜୁନାଗଡ,୨୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ନାଗରିକ ବିକାଶ ସଙ୍ଗଠନ ପକ୍ଷରୁ ସୋମବାର ଜୁନାଗଡ ସହକାରୀ କୃଷି ଅଧିକାରୀ ନୌକେଶ୍ୱର ନାଗଙ୍କ ଜରିଆରେ ଜିଲା ଉପକୃଷି ନିର୍ଦ୍ଦେଶକଙ୍କୁ ଏକ ୩ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଜୁନାଗଡ ବ୍ଲକରେ ୩୪ଟି ପଞ୍ଚାୟତରେ ବାସ...

ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ

ଧର୍ମଗଡ଼,୨୬।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରାଠାରେ ସୋମବାର ଜେଏମ୍‌ଏଫ୍‌ସି କୋର୍ଟ ଉଦ୍‌ଘାଟିତ ହୋଇଯାଇଛି। ଦୀର୍ଘଦିନର ଦାବି ପୂରଣ ହୋଇଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କଳାହାଣ୍ଡି ସେସନ ଜଜ୍‌ ଶିଶିର କୁମାର ରଥ...

ଆଦିବାସୀ ମନ୍ତ୍ରୀଙ୍କ ଲାଞ୍ଜିଗଡ଼ ବ୍ଲକ ଗସ୍ତ; ଉଦ୍‌ଘାଟନୀ ସମାରୋହରେ ଯୋଗଦେଲେ

ଲାଞ୍ଜିଗଡ଼, ୨୬।୮ (ଡି.ଏନ.ଏ.) ଅନୁସୂଚିତ ଜାତି, ଜନଜାତି କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ବିଭିନ୍ନ ସ୍କୁଲ ପରିଦର୍ଶନ କରି ଉଦ୍‌ଘାଟନୀ ସମାରୋହରେ ଯୋଗଦେଇଛନ୍ତି । ମନ୍ତ୍ରୀ ରବିବାର ଭବାନୀପାଟଣା ଦେଇ କାଉଗୁଡାସ୍ଥିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri