କଳାହାଣ୍ଡି

କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ବୁଢୀପଦରଠାରେ ଇଣ୍ଡୋଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଧଅଁରାଖମନ, ବୁଢୀପଦର, ସିରାବାହାଲ ଗଁ।ର ଅଗ୍ରଣୀ ଚାଷୀମାନଙ୍କୁ ନେଇ କୃଷକ ଉତ୍ପାଦକ ଦଳ ଗଠନ ଉପରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

କଳାହାଣ୍ଡି ଏମ୍‌ପିଙ୍କ ଗୋଲାମୁଣ୍ଡା ବ୍ଲକ ଗସ୍ତ

ଗୋଲାମୁଣ୍ଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ତଥା ରାଜ୍ୟ ଭାଜପା ସଭାପତି ବସନ୍ତ ପଣ୍ଡା ବୁଧବାର ଗୋଲାମୁଣ୍ଡା ବ୍ଲକ ଗସ୍ତ କରିଛନ୍ତି । ଏହି ଅବସରରେ ଗୋଲାମୁଣ୍ଡା ସଭା ଗୃହରେ ଭାଜପା କର୍ମୀ ସମ୍ମିଳନି କରି ଗୋଲାମୁଣ୍ଡା ବ୍ଲକର ବିଭିନ୍ନ ସମସ୍ୟା ଉପରେ...

କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ, ମନ୍ତ୍ରୀ

କେସିଙ୍ଗା,୨୧।୮(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳକୁ ପୂର୍ତ୍ତ ଓ ଗୃହମନ୍ତ୍ରୀ ପ୍ରଫୁଲ କୁମାର ମଲିକ ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟକ ଭୂପିନ୍ଦର ସିଂହ ବୁଧବାର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଓ ବିଧାୟକଙ୍କୁ କେସିଙ୍ଗାସ୍ଥିତ ବୋରିଙ୍ଗପଦର...

ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍‌ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା

କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ...

ଜିଲା ମୁଖ୍ୟ ଚିକିତ୍ସାଳୟକୁ ଜାତୀୟ କ୍ୱାଲିଟି ପ୍ରମାଣପତ୍ର

ଭବାନୀପାଟଣା,୨୧।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମସ୍ୟା ଏବଂ ଅଧାରୁ ଅଧିକ ଡାକ୍ତର ପଦବୀ ଖାଲିଥିବା ସତ୍ତ୍ୱେ ଜାତୀୟସ୍ତରରେ ଡାକ୍ତରଖାନାକୁ କ୍ୱାଲିଟି ପ୍ରମାଣପତ୍ର ମିଳିଛି। ଏ ସମ୍ପର୍କରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଅତିରିକ୍ତ ସଚିବ ମନୋଜ...

ସମ୍ଭାବ୍ୟ ମରୁଡି ପରିସ୍ଥିତିକୁ ନେଇ କୃଷି ବିଭାଗର ପ୍ରସ୍ତୁତି: ମାଓବାଦୀ ପ୍ରବଣ ଅଞ୍ଚଳରେ ଧାଡ଼ିରୁଆ ପାଇଁ ପଦକ୍ଷେପ

ଲାଞ୍ଜିଗଡ଼,୨୧।୮(ଡି.ଏନ.ଏ.)-ଚଳିତବର୍ଷ ଖରିଫ ଋତୁରେ ବିଳମ୍ବିତ ବର୍ଷା ଯୋଗୁ ସମ୍ଭାବ୍ୟ ମରୁଡି ପରିସ୍ଥିତି ଦେଖାଦେଇଥିବା ବେଳେ ବୁଣାବୁଣି, ରୁଆରୁଇ ମଧ୍ୟ ପଛେଇଯାଇଛି । ବିଳମ୍ବରେ ବର୍ଷା ଯୋଗୁ ଚାଷୀ ଥଳକୁଳ ପାଉ ନ ଥିବାବେଳେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୃଷି...

ସନ୍ତାନ ପ୍ରସବ କରି ମହିଳାଙ୍କ ମୃତ୍ୟୁ: ଉତ୍ତେଜନା, ଡାକ୍ତରଖାନା ସମ୍ମୁଖରେ ଧାରଣା

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରି ମୃତ୍ୟୁ ବରଣ କରିବା ପରେ ଉତ୍ତେଜନା ଦେଖାଦେଇଛି। କେଉଁ କାରଣରୁ ତାଙ୍କର ମୃତ୍ୟୁ ଘଟିଲା ଏହାର ତଦନ୍ତ ଦାବିରେ ରେଗେଡା ସମିତି ସଭ୍ୟ ଅରବିନ୍ଦ...

ବିଜ୍ଞାନ ମେଳାରେ ୩୧୬ ପ୍ରକଳ୍ପ ପ୍ରଦର୍ଶିତ

ଜୁନାଗଡ,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହରସ୍ଥିତ ସରସ୍ବତୀ ଶିଶୁ ମନ୍ଦିରଠାରେ ମଙ୍ଗଳବାର ଏକ ବିଜ୍ଞାନ ମେଳା ପ୍ରଦର୍ଶିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନଚାର୍ଯ୍ୟ ନିରଞ୍ଜନ ପାଢୀଙ୍କ ଅଧ୍ୟକ୍ଷତାରେ ଉଦ୍‌ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ସାମାଜିକ କର୍ମୀ...

ଶିକ୍ଷକ ଦାବିରେ ୧୧ ଦିନ ହେଲା ସ୍କୁଲରେ ପଡିଛି ତାଲା: ତୁରନ୍ତ ସମସ୍ୟା ସମାଧାନ ନ ହେଲେ ରାସ୍ତା ଅବରୋଧ ନେଇ ଚେତାବନୀ

ଭବାନୀପାଟଣା,୨୦।୮(ଡି.ଏନ୍‌.ଏ.): ଶିକ୍ଷକ ଦାବିରେ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ କର୍ଲାପଡା କ୍ଲଷ୍ଟର ଅନ୍ତର୍ଗତ ପରିଆ ୟୁପି ସ୍କୁଲରେ ୧୧ ଦିନ ହେଲା ତାଲା ଝୁଲୁଛି । ଏ ନେଇ ପାଠପଢା ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ପିଲାଙ୍କ ଭବିଷ୍ୟତ ନେଇ ଅଭିଭାବକଙ୍କ...

ବ୍ଲକସ୍ତରୀୟ ଫଲ ଆର୍ମି ୱାର୍ମ ତାଲିମ ଶିବିର

କର୍ଲାମୁଣ୍ଡା,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକସ୍ଥିତ ଆମତ୍ାଗୃହଠାରେ କର୍ଲାମୁଣ୍ଡା କୃଷି ବିଭାଗ ପକ୍ଷରୁ ସୋମବାର ବ୍ଲକସ୍ତରୀୟ (ଫଲ ଆର୍ମି ୱାର୍ମ) ଚିହ୍ନଟ କ୍ଷତିର ଲକ୍ଷଣ ଓ ପରିଚାଳନା ପଦ୍ଧତି ଉପରେ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସରକାରୀ କୃଷି...

ଜୁନାଗଡରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର

ଜୁନାଗଡ,୨୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର କଳାହାଣ୍ଡି ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ଯୋଗଦେଇ ୧୫୩ ଜଣ ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଏହି ସମୟରେ ଉପସ୍ଥିତ ବିଭିନ୍ନ...

କଳାହାଣ୍ଡି ଏମ୍‌ପିଙ୍କ କୋକସରା ବ୍ଲକ ଗସ୍ତ

କୋକସରା,୧୯।୮(ଡି.ଏନ.ଏ.): କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ଗସ୍ତ କରିଛନ୍ତି। ସେ ବ୍ଲକ୍‌ର ଲଡ଼ୁଗାଁ ମାମୋଦେବୀ ଧର୍ମଶାଳାଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେଠାରେ ତାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତାମାନେ ସ୍ବାଗତ ଓ ସମ୍ବର୍ଦ୍ଧନା ଦେଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri