କଳାହାଣ୍ଡି

ଜୁନାଗଡ ଅବକାରୀ ବିଭାଗର ଚଢ଼ାଉ: ୪୧ ଲିଟର ଚୋରାମଦ ଜବତ, ୩ କୋର୍ଟ ଚାଲାଣ

ଜୁନାଗଡ,୧୫।୮(ଡି.ଏନ.ଏ.)  ଜିଲା ଅବକାରୀ ଅଧୀକ୍ଷକ ବିଶ୍ୱନାଥ ଶତପଥୀଙ୍କ ନିର୍ଦ୍ଦେଶକ୍ରମେ ଜୁନାଗଡ ଅବକାରୀ ବିଭାଗ ଓ ଜିଲା ଭ୍ରାମ୍ୟମାଣ କର୍ମଚାରୀଙ୍କ ମିଳିତି ଉଦ୍ୟମରେ ବୁଧବାର ଜୁନାଗଡ ବ୍ଲକର ଚାରମହୁଲ ଓ ଏକନାଗୁଡା ଗ୍ରାମରେ ଅତର୍କିତ ଚଢାଉ କରାଯାଇଥିଲା। ଏହି ସମୟରେ ଚାରମହୁଲ...

ଏସ୍‌ଓଜି ଯବାନ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ

ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଗୁଣ୍ଡରି ରିର୍ଜଭ ଫରେଷ୍ଟରେ ବୁଧବାର ସନ୍ଧ୍ୟା ୬ଟାରେ ଏସ୍‌ଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି। ଏସ୍‌ଓଜି ଜବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଉକ୍ତ...

ବର୍ଷା ଛାଡିଲା, ବଡୁଛି ଦୁର୍ଦଶା; ୧୮ ଗାଁର ୮୯୨ ସ୍ଥାନାନ୍ତରିତ ଲୋକେ ଫେରିଲେ

ଭବାନୀପାଟଣା,୧୫।୮(ଡି.ଏନ.ଏ.) କଳାହାଣ୍ଡି ଜିଲାରେ ଗତ ୭ ତାରିଖ ଲଘୁଚାପଜନିତ ବନ୍ୟାସ୍ଥିତିରୁ ଜନଜୀବନ ସ୍ବାଭାବିକ ହୋଇ ଆସୁଥିବା ବେଳେ ଗତ ୧୧ରୁ ୧୩ ତାରିଖ ଲଗାଣ ଭର୍ଷା ପୁଣି ବେହାଲ କରିଦେଇଛି। ବର୍ତ୍ତମାନ ବନ୍ୟା ପରିସ୍ଥିତି ଧୀରେ ଧୀରେ ସୁଧାର ଆସିବାରେ...

ବିଧାୟକଙ୍କ ବନ୍ୟାଞ୍ଚଳ ପରିଦର୍ଶନ

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡରେ ଆଜକୁ ୩ ଦିନ ହେଲା ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀରେ ଜଳସ୍ରୋତ ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଶହ ଶହ ଏକର ଚାଷଜମି ବାଲିଚର ହେବା ସହ...

ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ବ୍ଲକର ୨୬ଟି ପଞ୍ଚାୟତରୁ ସରପଞ୍ଚ ଏବଂ ସମିତି ସଭ୍ୟମାନେ ଯୋଗଦେଇଥିଲେ।...

ବିରୋଧୀଦଳ ନେତା ହେବା ନେଇ ପ୍ରଦୀପ୍ତଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): ଭବାନୀପାଟଣା ଭାଜପା ବିଧାୟକ ପ୍ରଦୀପ୍ତ କୁମାର ନାଏକ ବିରୋଧୀ ଦଳର ନେତା ହେବା ପରେ ପ୍ରଥମକରି କଳାହାଣ୍ଡି ଗସ୍ତରେ ଆସିଛନ୍ତି। ଏ ନେଇ କେସିଙ୍ଗା ବ୍ଲକର ଅମାଠଠାରୁ ଭବାନୀପାଟଣା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଭାଜପା କର୍ମୀ ଓ ନେତାଙ୍କ...

ଜାତୀୟସ୍ତରରେ ଜୟଦୁର୍ଗା ହାଇସ୍କୁଲ ବିଜ୍ଞାନ କ୍ଲବ ସମ୍ମାନିତ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ନର୍ଲା ରୋଡରେ ଥିବା ଜୟଦୁର୍ଗା ହାଇସ୍କୁଲର ପଠାଣୀ ସାମନ୍ତ ବିଜ୍ଞାନ କ୍ଲବ ଜାତୀୟସ୍ତରରେ ସମ୍ମାନିତ ହୋଇଛି। ୨୦୧୮ ବର୍ଷ ପାଇଁ ଓଡ଼ିଶାର ଆଠଟି ବିଜ୍ଞାନ କ୍ଲବ ସହ ନର୍ଲା ରୋଡ ଜୟଦୁର୍ଗା ହାଇସ୍କୁଲକୁ ଏପରି ସମ୍ମାନ...

ରେଳଧାରଣାରେ କଟି ଦାଦନ ମୃତ : ପରିବାରକୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ। ତେବେ ୫ ତାରିଖ ସକାଳେ ବରଦଲି ଷ୍ଟେଶନରେ ଟ୍ରେନରୁ ପଡି ତାଙ୍କର ମୃତ୍ୟୁ...

ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ରାଖୀ ପଠାଇଲେ ଛାତ୍ରୀଛାତ୍ର

ଭବାନୀପାଟଣା,୧୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସ୍ବାମୀ ବିବେକାନନ୍ଦ ପବ୍ଲିକ୍‌ ସ୍କୁଲର ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ନୂଆଦିଲ୍ଲୀସ୍ଥିତ ଭାରତୀୟ ଆର୍ମି ହେଡକ୍ୱାର୍ଟରକୁ ୧୫୦ ରୁ ଅଧିକ ରାଖୀ ପଠାଇଛନ୍ତି। ସ୍କୁଲର ଅଧ୍ୟକ୍ଷ ଶିବରାମ ନାଏକଙ୍କ ସହଯୋଗରେ ଡାକ ଯୋଗେ ଏହି ରାଖୀ...

ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ, ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ...

ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଡଙ୍ଗା ଅଚଳ: ଅଳ୍ପକେ ବର୍ତ୍ତିଲେ ୧୫ ଯାତ୍ରୀ

କଲମପୁର/ଭବାନୀପାଟଣା,୧୪।୮(ଡି.ଏନ.ଏ.)କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କଣାସୁକୁଲି ଡଙ୍ଗାଘାଟରୁ ୧୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ଇନ୍ଦ୍ରାବତୀ ଜଳଭଣ୍ଡାର ମଝିରେ ଫସି ରହିଥିଲେ। ଡଙ୍ଗା ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଅଳ୍ପକେ...

କର୍ଲାମୁଣ୍ଡା ବ୍ଲକ ସର୍ବାଧିକ ୬୦୮ ମି.ମି. ବର୍ଷା ରେକର୍ଡ: ଶତାଧିକ ଲୋକେ ବିଭିନ୍ନ ସ୍ଥାନରେ ଆଶ୍ରୟ

କର୍ଲାମୁଣ୍ଡା,୧୪।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ସୋମବାରଠାରୁ ମଙ୍ଗଳବାର ୧୨ଟା ସୁଦ୍ଧା ପ୍ରବଳ ବର୍ଷା ହୋଇଛି। ଏହି ବ୍ଲକରେ ସର୍ବମୋଟ ୬୦୮ ମି.ମି. ବର୍ଷା ରେକର୍ଡ ହୋଇଛି । ବର୍ଷା ଯୋଗୁ ବ୍ଲକର ବିଭିନ୍ନ ସ୍ଥାନରେ ୧୦୦ରୁ ଊର୍ଦ୍ଧ୍ୱ ଲୋକ ଆଶ୍ରୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri