ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ
କଲମପୁର,୧୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନୁସୂଚିତ ଜାତି ବିକାଶ ପରିଷଦ ତରଫରୁ କଲମପୁର ମଣ୍ଡିଠାରେ ନୂଆଁଖାଇ ଭେଟ୍ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜାତି ବିକାଶ ପରିଷଦ ସଭାପତି କୃଷ୍ଣଚନ୍ଦ୍ର ନିଆଲଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି...