କଳାହାଣ୍ଡି

ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୧୦।୩: ନାବାଳିକା ବଳାତ୍କାର ମାମଲାରେ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର ଅଭିଯୁକ୍ତ ଚୌବନ ଜାନି(୩୦)ଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା...

ମଦ ପିଇବାକୁ ଟଙ୍କା ନ ଦେବାରୁ ବୃଦ୍ଧଙ୍କୁ ହତ୍ୟା

ଜୁନାଗଡ଼,୮।୩: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ମାଟିଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବାକୁ ଟଙ୍କା ନ ଦେବାରୁ ଉତ୍ତ୍ୟକ୍ତ ହୋଇ ଜଣେ ଯୁବକ ବୃଦ୍ଧଙ୍କୁ କଚାଡି ମାରିବା ସାଧାରଣରେ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ ସୂଚନା ମୁତାବକ,...

ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ: ଯୁବତୀ ମା’ଙ୍କ ଜୀବନ ଗଲା

କେସିଙ୍ଗା, ୮।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ଏକତରଫା ପ୍ରେମକୁ ନେଇ ହତ୍ୟାକାଣ୍ଡ ଘଟିଛି। କୌଣସି କାରଣକୁ ନେଇ ସୋମବାର ପୂର୍ବାହ୍ନରେ ପ୍ରେମିକ ଉକ୍ତ ଯୁବତୀଙ୍କୁ ଏକ ଛୁରିରେ ଆକ୍ରମଣ କରିଥିଲା। ଯୁବତୀଙ୍କ ମା’ ଝିଅକୁ ବଞ୍ଚାଇବାକୁ ଯାଇ...

ବସ୍‌-ବାଇକ୍‌ ମୁହାଁମୁହିଁ ଧକ୍କା: ଏକା ସାଙ୍ଗରେ ଚାଲିଗଲା ପରିବାରର ୩ ଜୀବନ

ଗୋଲାମୁଣ୍ଡା,୪।୩: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଡୁଙ୍ଗୁରିଗୁଡ଼ାଠାରେ ଗୁରୁବାର ବସ୍‌ ସହିତ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ୨ଜଣ ମୃତ୍ୟୁବରଣ କରିଥିବା ବେଳେ ଝିଅକୁ ଡାକ୍ତରଖାନା ନିଆଯାଉଥିବା ସମୟରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକମାନେ ସ୍ଥାନୀୟ ତୁରେଛଡ଼ା ଗ୍ରାମର...

ବିଧବା ମହିଳାଙ୍କୁ ଗାଁରୁ ତଡିଦେଲେ

ଜୁନାଗଡ଼,୪।୩: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ତାଳପଦର ଗାଁରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅନ୍ୟ ଜାତିର ଜଣେ ଯୁବକ ବିଧବା ମହିଳାଙ୍କୁ ଚାପୁଡ଼ା ମାରିବା ନେଇ ପଡାରେ ପ୍ରଜାକୋର୍ଟ କରି ମହିଳାଙ୍କୁ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଅଞ୍ଚଳରୁ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ ଆସିଛି। ଏହି ଘଟଣାରେ କୋକସରା ପୋଲିସ ସୋମବାର ଲଟାପଡ଼ା ଗାଁର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ଦେଇଥିବା...

୪୦ ଭରି ସୁନା ଅଳଙ୍କାର ଲୁଟେରା ଗ୍ୟାଙ୍ଗକୁ ଧରିଲା ପୋଲିସ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଫାଣ୍ଡି ଅଧୀନ ମୋଟେର ଗ୍ରାମର ଶାନ୍ତିନଗରପଡାରେ ରହୁଥିବା ଶିକ୍ଷକ ଯଯାତି ପାଟ୍ଟଯୋଷୀଙ୍କ ଘରୁ ଗତ ଡିସେମ୍ବର ୨୫ ତାରିଖ ବିଳମ୍ବିତ ରାତିରେ ଡକାୟତମାନେ ବନ୍ଧୁକ ଦେଖାଇ ୪୦ ଭରି ସୁନା ଅଳଙ୍କାର...

ନିଆଁରେ ଜଳିଗଲେ ଯୁକ୍ତ ୨ କଲେଜ ଛାତ୍ରୀ

କୋକସରା,୧।୩: କଳାହାଣ୍ଡି ଜିଲା କୋକସରା ଥାନା ଖପ୍ରାମାଲ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର କାମେଶ୍ୱର କନ୍ଦପାନଙ୍କ ଯୁକ୍ତ ୨ରେ ପଢୁଥିବା ଝିଅ ଟିଙ୍କଲ ନିଆଁରେ ପୋଡି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏନେଇ ଗାଁରେ ଶୋକର ଛାୟା...

୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଧରାପଡ଼ିଲେ ନକଲି ମାଓବାଦୀ

ଭବାନୀପାଟଣା,୨୮।୨: ଭବାନୀପାଟଣା ସହରର ଜଣେ ବ୍ୟବସାୟୀଙ୍କୁ ୧ ଲକ୍ଷ ଟଙ୍କା ଚାନ୍ଦା ମାଗି ଜଣେ ନକଲି ମାଓବାଦୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ରାୟଗଡ଼ା ଜିଲା ବିଷମକଟକ ଥାନା ଝିଗିରି ଗ୍ରାମର...

ସ୍ମାର୍ଟ ହାଇସ୍କୁଲକୁ ପୋଷ୍ୟ ସ୍କୁଲ ଗ୍ରହଣ କଲେ ମନ୍ତ୍ରୀ

ଜୁନାଗଡ଼,୨୬।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଲା ବାଲାଜୀ ସରକାରୀ ଉଚ୍ଚ ବିଦ୍ୟାଳୟକୁ କଳାହାଣ୍ଡି ଜିଲାପାଳ ଡ. ପରାଗ ହର୍ଷଦ ଗାଭାଲି ସ୍ମାର୍ଟ ହାଇସ୍କୁଲ କରିବା ପାଇଁ ଘୋଷଣା କରିଥିଲେ। ଜିଲାପାଳଙ୍କ ଘୋଷଣା ପରେ ଉନ୍ନୟନ କାମ ଆରମ୍ଭ ହୋଇଯାଇଛି।...

କୋଭିଡ୍‌ ଯୋଦ୍ଧାଙ୍କ ମୃତ୍ୟୁ ପରେ ପୁଅ ହେଲେ ସରପଞ୍ଚ

ଜୁନାଗଡ଼,୨୫।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତ ଉପନିର୍ବାଚନର ଗୁରୁବାର ଫଳାଫଳ ଘୋଷଣା ହୋଇଛି। ଭଇଁରୀଗୁଡ଼ାର ନୂତନ ସରପଞ୍ଚ ଭାବେ ମୃତ କୋଭିଡ୍‌ ଯୋଦ୍ଧା ସରପଞ୍ଚ ଲକ୍ଷ୍ମୀଧର ପାତ୍ରଙ୍କ ପୁଅ ପଞ୍ଚାନନ ପାତ୍ର ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ...

ପଞ୍ଚାୟତ ଉପନିର୍ବାଚନ: ଭୋଟ ବାକ୍ସରେ ୨ ପ୍ରାର୍ଥୀଙ୍କ ଭାଗ୍ୟ

ଜୁନାଗଡ଼,୨୪।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତରେ ବୁଧବାର ଉପନିର୍ବାଚନ ସମ୍ପନ୍ନ ହୋଇଛି। ୨ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଭୋଟ ବାକ୍ସରେ ସିଲ୍‌ ହୋଇଛି। ଗୁରୁବାର ଜୁନାଗଡ଼ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି ହେବ। ଉପନିର୍ବାଚନରେ ପଞ୍ଚାୟତର ଭଇଁରୀଗୁଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri