ଜୁନାଗଡରେ ପୋଲିସର ସମନ୍ବୟ ବୈଠକ
ଜୁନାଗଡ,୭।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସହର ସଂସ୍କୃତି ଭବନଠାରେ ମଙ୍ଗଳବାର ଜୁନାଗଡ ପୋଲିସର ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ଆଇଆଇସି ପ୍ରଭାତ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଧର୍ମଗଡ ଏସ୍ଡିପିଓ ଲକ୍ଷ୍ମୀ ନାରାୟଣ ପଣ୍ଡା, ପୂର୍ବତନ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ...