ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ
କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି କରିବାର ଦୀର୍ଘ ଦିନ ପରେ ମଧ୍ୟ ପ୍ରାପ୍ୟ ମିଳୁ ନ ଥିବା ଅଭିଯୋଗ...