କଳାହାଣ୍ଡି

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ...

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା ଚାଷୀ ମୁଣ୍ଡରେ ହାତଦେଇ ବସିଛି। ଗୁରୁବାର ସକାଳେ ବର୍ଷା ଛାଡିଥିଲେ ମଧ୍ୟ ଚାଷୀଙ୍କ...

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା ଗ୍ରାମର ଚାଷୀ ତୋଷନ ପ୍ରଧାନୀ, ଧର୍ମେନ୍ଦ୍ର ପ୍ରଧାନୀ, ଚିତ୍ତେଶ୍ୱରୀ ଶବର, ଭଜ ଶବର,...

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି ଘରେ ବୃଦ୍ଧ ପିତା ଇନ୍ଦ୍ର ଧରୁଆ, ସ୍ତ୍ରୀ ସରସ୍ବତୀ, ଦୁଇ ଝିଅ ବୈଦେହି...

୪ ମଣ୍ଡିରେ ଶୀତ-ବର୍ଷାରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ଚାଷୀଙ୍କ ନିଦ ହଜିଛି

କେସିଙ୍ଗା,୨୬ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଚଳିତବର୍ଷ ଭଲ ଧାନ ଫସଲ ହୋଇଥିବା ବେଳେ ଫସଲ ପାକଳ ହେବା ବେଳକୁ ବର୍ଷାର ଅଭାବ ଯୋଗୁ କିଛି ଧାନ ଫସଲ ନଷ୍ଟ ହୋଇଥିଲା। ଏବେ ଅମଳ ବେଳକୁ ଅଦିନିଆ...

ଭିଜିଲା ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା/କୋକସରା/କର୍ଲାମୁଣ୍ଡା/ରୁପ୍ରାରୋଡ, ୨୬।୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ପ୍ରଦୀପ କୁମାର ସାହୁ/ ସଞ୍ଜିବ ଦାସ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାଠାରୁ ଲାଗି ରହିଛି ଲଘୁଚାପ ବର୍ଷା। ଯାହାର ପ୍ରଭାବରେ ବେଶ୍‌ ପ୍ରଭାବିତ ହୋଇଛନ୍ତି ଚାଷୀ। ବର୍ତ୍ତମାନ ଧାନ ଅମଳ ସହିତ...

୪୭୭ ଜଣ ମାଡି ବସିଛନ୍ତି ୩୯ ଏକର ସରକାରୀ ଜମି

ଭବାନୀପାଟଣା, ୨୬।୧୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ ସହରରେ ଦିନକୁ ଦିନ ଜବର ଦାଖଲକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ସରକାରୀ ଜାଗାକୁ ଜବରଦଖଲକାରୀମାନେ ମାଡି ବସିଥିବାରୁ ରାସ୍ତା ସଙ୍କୁଚ ହେବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଗତ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ୬୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୦...

ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ ଶତପଥୀଙ୍କ ବୁଧବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। କିଛି ଦିନ ତଳେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ୱରସ୍ଥିତ...

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛି କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଭବାନୀପାଟଣାରେ ଦଳ ପକ୍ଷରୁ ଏକ...

ଦାଉ ସାଧୁଛି ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ଭିଜୁଛି ଧାନ

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କାରଣରୁ ଗତ ୨ଦିନ ହେଲା କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି। ବର୍ତ୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବାବେଳେ ବର୍ଷା...

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ନେତୃତ୍ବରେ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image