ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ରବୀଚାଷ ପାଇଁ ଜଳ ସେଚନ ଆରମ୍ଭ...
ମଣ୍ଡିରେ ମାଣ୍ଡିଆ ବିକନ୍ତୁ ଚାଷୀ କର୍ଲାମୁଣ୍ଡା୬।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି ପକ୍ଷରୁ ଓଡ଼ିଶା ସରକାରଙ୍କ ଶ୍ରୀଅନ୍ନ ଅଭିଯାନ ସଚେତନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ଜିତେନ୍ଦ୍ର...
ଭତ୍ରାଡ୍ୟାମ୍ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡିର ଜୁନାଗଡ଼ ବ୍ଲକ ଭତ୍ରାଡ୍ୟାମ୍। ଏବେ ଉକ୍ତ ଡ୍ୟାମ୍...
ଦକ୍ଷଅଧିକାରୀ ଭାବେ ଧିରେନ୍ଦ୍ର ନାଏକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼,୫।୧(ଜୟ ନାରାୟଣ ମେଣ୍ଡୁଳି): ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରବିବାର ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍ଯାପନୀ ସମାରୋହରେ ଦକ୍ଷଅଧିକାରୀ ଭାବେ ସୁନ୍ଦରଗଡ କ୍ଷୁଦ୍ର ଜଳ ସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଧିରେନ୍ଦ୍ର କୁମାର ନାଏକ ସମ୍ବର୍ଦ୍ଧିତ ହୋଇଛନ୍ତି। ସର୍ବଶ୍ରେଷ୍ଠ ଜଳ...
ଜିଲା ସ୍ତରୀୟ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜର ଅଷ୍ଟମ ସାମାଜିକ ମହୋତ୍ସବ କେସିଙ୍ଗା, ୫।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ସ୍ଥିତ ଗୋବର୍ଦ୍ଧନ ପୀଠ ପରିସରରେ ତୈଲିକ ବୈଶ୍ୟ ହଳଦିଆ ସାହୁ ସମାଜ ପକ୍ଷରୁ ଜିଲା ସ୍ତରୀୟ ଅଷ୍ଟମ ସାମାଜିକ ମହୋତ୍ସବ ଜିଲା ସଭାପତି ନୀଳମଣି ସାହୁଙ୍କ ସଭାପତିତ୍ୱରେ...
କୃଷି ଓଡ଼ିଶାରେ ଯୋଗ ଦେବାକୁ ୬୦ ଚାଷୀ ଗଲେ ଭୁବନେଶ୍ୱର ଜୁନାଗଡ଼,୫ା୧(ସୁନୀଲ କୁମାର ସିଂହ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ ଗତ ୩ ତାରିଖଠାରୁ କୃଷି ଓଡିଶା କାର୍ଯ୍ୟକ୍ରମ ଚାଲୁଛି। ଏହି ପରିପ୍ରେକ୍ଷୀରେ ରବିବାର ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଜୁନାଗଡ଼ ବ୍ଲକର ୬୦ ଜଣ ଚାଷୀ (ଉଭୟ...
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୱାର୍ଡସଭ୍ୟ ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଗଣ୍ଡ ବାରୋଝୋଲା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ସ୍ଥାନୀୟ ନାଏବ ସରପଞ୍ଚ ଓ ୱାର୍ଡମେମ୍ବର। ଏ ନେଇ ଶୁକ୍ରବାର ସେମାନେ ଜିଲାପାଳଙ୍କୁ ଏକ ଲିଖିତ ଅଭିଯୋଗପତ୍ର ଦେଇଛନ୍ତି। ସ୍ଥାନୀୟ ସରପଞ୍ଚ...
ମନରେଗାରେ ମହାଦୁର୍ନୀତି: କାମ ନ କରି ଟଙ୍କା ହଡ଼ପ ଅଭିଯୋଗ ଥୁଆମୂଳ ରାମପୁର,୪ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡ଼େପଦର ପଞ୍ଚାୟତରେ ମନରେଗା ଯୋଜନା ଅର୍ଥ ହଡ଼ପ ହୋଇଥିବା ଭଳି ଏକ ସଂଗୀନ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଏହି ପଞ୍ଚାୟତର ଖମାରପଦର ଗ୍ରାମରେ ମନରେଗା ଯୋଜନାରେ...
ଭବାନୀପାଟଣାରେ ମାଙ୍କଡ଼ ଆତଙ୍କ ଜାରି ଭବାନୀପାଟଣା,୪ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ପୁଣି ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି। ଗୁରୁବାର ସହରର ଗୋଦାମପଡ଼ାରେ ଗୋଟିଏ ମାଙ୍କଡ଼ ପ୍ରାୟ ୧୫ ଜଣଙ୍କୁ ଆକ୍ରମଣ କରିଥିଲା। ଏଥିରେ ସମସ୍ତ ଆହତଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...
ରାଜକୋଟରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ କର୍ଲାମୁଣ୍ଡା/ରିଷିଡ଼ା,୩।୧(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କାମଧନ୍ଦା ନ ପାଇ ରାଜକୋଟକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ଅଭିଯୋଗ ହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜାହାଲ ପଞ୍ଚାୟତ ଗଜାହାଲ...
ଅସହାୟ ଅବସ୍ଥାରେ ୩ ଅନାଥ ବାଳିକା ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): ମା’ବାପାଙ୍କ ମୃତ୍ୟୁ ପରେ ଗୋଟିଏ ପରିବାରର ୨ ଭଉଣୀଙ୍କ ସମେତ ଅନ୍ୟ ଏକ ପରିବାର ଜଣେ ବାଳିକା ଅସହାୟ ହୋଇପଡିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଗଣ୍ଡବାରଝୋଲା ପଞ୍ଚାୟତ କରାଟିକିଲି...
ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ...