କଳାହାଣ୍ଡି

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ। ବିଜେଡି ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଏବଂ ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ବିଧାୟିକା...

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମପ୍ରବାହ ଲାଗି ରହିଥିବା ସତ୍ତ୍ୱେ...

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର ଧର୍ମଗଡ଼, ଜୁନାଗଡ଼, ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି।...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨ ଘଣ୍ଟା ୧୫ ମିନିଟ୍‌ ବିଳମ୍ବରେ ଆସି...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର ପ୍ରବଳ ଗ୍ରୀଷ୍ମପ୍ରବାହରେ ପଦଯାତ୍ରା କରି ଭୋଟ ଭିକ୍ଷା କରିଛନ୍ତି। ବାଲସି ଗ୍ରାମ ପଞ୍ଚାୟତର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ ଖଟିବାକୁ ଅନ୍ୟ ରାଜ୍ୟକୁ ଯାଉଛନ୍ତି। ସେଠାରେ କାମ କରୁଥିବା ସମୟରେ ଅନେକ ଶ୍ରମିକଙ୍କ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଭବାନୀପାଟଣା ବିଧାନସଭା ଆସନରୁ ଭାଜପା ତା’ର ସିଟିଂ ବିଧାୟକ ପ୍ରଦୀପ୍ତ କୁମାର ନାଏକଙ୍କୁ...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ ପୂର୍ବରୁ ଗ୍ରାମରୁ ୮ କିମି ଦୂରରେ ଥିବା ବଙ୍ଗୋମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ମତଦାନ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ ସମନ୍ବୟ ନ ରହିବା ଯୋଗୁ ଅଧିକାଂଶ ରୋଗୀ ଅନ୍ୟ ମେଡ଼ିକାଲ କଲେଜକୁ ରେଫର...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ଭାଜପାରୁ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ ଇସ୍ତଫା ଦେଇଛନ୍ତି। ସେ ଦଳର ରାଜ୍ୟ ସମ୍ପାଦକ ସହିତ କଳାହାଣ୍ଡି ଜିଲା ନର୍ଲା...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା ସାମିଲ ହୋଇଛନ୍ତି। କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳ ସମ୍ପାଦିକା ଶର୍ମିଷ୍ଠା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri