କଳାହାଣ୍ଡି

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନେ ଅବସର ନେବାର ଦୀର୍ଘଦିନ ପରେ ବି...

ହାଇଦ୍ରାବାଦରେ ପୁଣି ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୫ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)- କଳାହାଣ୍ଡି ଜିଲାରେ ଦାଦନ ସମସ୍ୟା ଥମିବାର ନାଁ ଧରିନି। ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ହେଲେ କୋକସରା ଥାନା ଚିଲିଗୁଡା ଗ୍ରାମର ମନଧର ଛାତ୍ରିଆ (୪୮)।...

କଇଁଛ ଚାଲାଣବେଳେ ୪ଗିରଫ, ୧୭୬ କଇଁଛ ଉଦ୍ଧାର

ଝରିଗାଁ,୧୫।୬(କିଶୋର ଚନ୍ଦ୍ର ମଣ୍ଡଳ): କଳାହାଣ୍ଡି ଜିଲାରୁ ନବରଙ୍ଗପୁର ଜିଲାକୁ କଇଁଛ ଚୋରା ଚାଲାଣ ବେଳେ ଝରିଗାଁ ବନ ବିଭାଗ ଦ୍ୱାରା ୧୭୬ କଇଁଛ ଉଦ୍ଧାର ହୋଇଛି। ଏଥିରେ ୪ଜଣ ଯୁବକଙ୍କୁ ଗିରଫ କରିବା ସହ ଦୁଇଟି ମୋଟର ସାଇକେଲ ଜବତ...

ଗଛରେ ପିଟି ହୋଇଗଲା ବାଇକ୍‌: ଚାଲିଗଲା ଜୀବନ

ଥୁଆମୂଳ ରାମପୁର,୧୩ା୬(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତା ପୁରୁଣାଗୁମା କରଡାପଦର ନିକଟରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା ସହର ନୂଆପଡ଼ାର ପ୍ରମୋଦ ସ୍ବାଇଁ। କର୍ଲାପାଟ ପୋଲିସ ସୂଚନା ଅନୁଯାୟୀ...

ମୌସୁମୀ ଅପେକ୍ଷାରେ ଇନ୍ଦ୍ରାବତୀ

ଭବାନୀପାଟଣା,୧୧ା୬(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ଲାଇଫଲାଇନ ତଥା ଅନ୍ନଦାତ୍ରୀ ମା’ ଭାବେ ପରିଚିତ ଉପର ଇନ୍ଦ୍ରାବତୀ ବିଦ୍ୟୁତ୍‌ ପ୍ରକଳ୍ପ। ଏହି ପ୍ରକଳ୍ପ ହେବା ଦ୍ୱାରା ଶହ ଶହ ହେକ୍ଟର ଚାଷଜମି ଜଳସେଚନ ହେବା ସହ ୬୦୦ ମେଗାୱାଟ ପର୍ଯ୍ୟନ୍ତ ବିଦ୍ୟୁତ୍‌...

ବଦଳିବ କି ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଭାଗ୍ୟ

ଭବାନୀପାଟଣା, ୯ା୬(ଉତ୍ତମ କୁମାର ଦାଶ)ଭିନ୍ନକ୍ଷମମାନଙ୍କ ପାଇଁ ପ୍ରତିବନ୍ଧକ ଶୂନ୍ୟ ପରିବେଶ ସୃଷ୍ଟି କ୍ଷେତ୍ରରେ ସରକାର ବିଭିନ୍ନ ସ୍ତରରେ ପ୍ରୟାସ କରିଆସିଛନ୍ତି। ଯେମିତି କି ସେମାନେ ଏକ ସୁସ୍ଥ, ସ୍ବାଧୀନ ଓ ସୁରକ୍ଷିତ ଜୀବନ ଜିଇଁପାରିବେ। କଳାହାଣ୍ଡି ଜିଲା ଭିନ୍ନକ୍ଷମ ପୁନର୍ବାସ...

ବଜ୍ରପାତରେ ପୋଡ଼ିଗଲା ଟ୍ରାନ୍ସଫର୍ମର: ଗରମ ଗୁଳଗୁଳିରେ ୧୦ ଦିନ ହେଲା ଅନ୍ଧାରରେ ଗାଁ

କୋକସରା,୮ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କିଛିଦିନ ତଳେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ମାରିବାରୁ କଳାହାଣ୍ଡି ଜିଲା କୋକସରା ବ୍ଲକ ପୋଡ଼ାଗୁଡା ଗ୍ରାମର ମେହେରପଡ଼ା ଓ ଧରୁଆପଡ଼ା ପାଇଁ ରହିଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ପୋଡି ଅଚଳ ହୋଇଯାଇଛି। ଫଳରେ ଉକ୍ତ ପଡାବାସୀ...

ସାପ କାମୁଡ଼ାରେ ମେଧାବୀ ଛାତ୍ରୀଙ୍କ ଜୀବନ ଗଲା

କୋକସରା,୮ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ବେହେରା କଲେଜରେ ଯୁକ୍ତ ୨ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରୀ ଝାନ୍‌ସୀ ନାଏକ(୧୭) ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ଝାନ୍‌ସୀ ଗୁରୁବାର ରାତିରେ ଘରେ ଶୋଇଥିବା ସମୟରେ ଏକ...

ବାଇକ୍‌କୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌: ଦୁଇ ବିଆର୍‌ସି ଗୁରୁତର

ରୁପ୍ରାରୋଡ,୭।୬(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ଥାନା ବୁଢିପଦର-ଶବରପଡ଼ା ତାରିଣୀ ମନ୍ଦିର ଛକ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଅଣ୍ଡା ବୋଝେଇ ପିକଅପ୍‌ ଭ୍ୟାନ୍‌ ବାଇକ୍‌କୁ ଧକ୍କା ଦେବା ଫଳରେ ଗୁଲଭେଲା ବିଆର୍‌ସି ପ୍ରଦ୍ୟୁମ୍ନ ଭୋଇ ଏବଂ ଟିଟିଲାଗଡ଼...

କେବେ ଶେଷ ହେବ ଜନନୀ ଯନ୍ତ୍ରଣା: ପୁଣି ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୬।୬(ଦୁର୍ଗା କୀର୍ତ୍ତି): କେବେ ଶେଷ ହେବ ଦୁର୍ଗମ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳର ଜନନୀ ଯନ୍ତ୍ରଣାର ଦୁଃଖ। ପୁଣି ଗର୍ଭବତୀଙ୍କୁ ଖଟିରେ ବୁହା ହେବା ଭଳି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଦୁର୍ଗମ ଅଞ୍ଚଳରେ ଭଲ ରାସ୍ତାଘାଟ...

ଉତ୍‌କେଲାରୁ ରାୟପୁରକୁ ଉଡ଼ିଲା ବିମାନ

କେସିଙ୍ଗା,୬ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ ଉତ୍‌କେଲା ଏୟାରପୋର୍ଟରୁ ସାବିତ୍ରୀ ଆମାବାସ୍ୟା ଉପଲକ୍ଷେ ରାୟପୁରକୁ ଉଡ଼ିଛି ବିମାନ। ଗୁରୁବାର ଏୟାର ଓ୍ବାନ ଇଣ୍ଡିଆ ପକ୍ଷରୁ ରାୟପୁରକୁ ଏହି ବିମାନ ଯାତ୍ରା କରିଛି। ଉକ୍ତ କାର୍ଯ୍ୟକ୍ରମରେ ଜୁନାଗଡ଼ ବିଧାୟକ ତଥା...

ଅଭିଶପ୍ତ ଜୀବନ ବିତାଉଛନ୍ତି ଜାକମ୍‌ ଗ୍ରାମବାସୀ

ଭବାନୀପାଟଣା,୬ା୬(ଉତ୍ତମ କୁମାର ଦାଶ)ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ସୁବିଧା ପାଇଁ ଅନେକ ଯୋଜନା କରୁଛନ୍ତି। ହେଲେ କଳାହାଣ୍ଡି ଜିଲାର ଅନେକ ଅଞ୍ଚଳରେ ଲୋକଙ୍କ ପାଇଁ ସରକାରଙ୍କ ଯୋଜନା ପହଞ୍ଚତ୍ ପାରିନାହଁି। ଫଳରେ ସେମାନେ ଅଭିଶପ୍ତ ଜୀବନ ବିତାଉଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri