କଳାହାଣ୍ଡି

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା ଅନୁଯାୟୀ, ପୂଜକମାନେ ସାତଟି ନୂଆ ଚାଙ୍ଗୁଡ଼ିରେ ଖଣ୍ଡାବସା ନଦୀରୁ ବାଲି ଆଣି ବିଭିନ୍ନ...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା କରାଯାଇଛି। ଏଥିରେ କଳାହାଣ୍ଡି ଜିଲାର ନର୍ଲାକୁ ଛାଡି ୪ଟି ବିଧାନସଭା ମଣ୍ଡଳୀରେ ବିଧାୟକ...

ଟ୍ରେନ୍‌ରେ କଟି ବୃଦ୍ଧଙ୍କ ଜୀବନ ଗଲା

କେସିଙ୍ଗା,୨୭ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମର ପାଳେଶ୍ୱର କୁମାର(୬୫)ଙ୍କ ଟ୍ରେନ୍‌ ଧକ୍କାରେ ବୁଧବାର ମୃତ୍ୟୁ ଘଟିଛି। ପାଳେଶ୍ୱର କୁମାରଙ୍କ ଝିଅ ନାତିର ମୁଣ୍ଡନ କରିବାକୁ ରାୟଗଡ଼ାର ମାଝି ଗୌରୀ ମନ୍ଦିରକୁ ଯାଇଥିଲେ। ବିଶାଖାପାଟଣା -ରାୟପୁର ଟ୍ରେନ୍‌ରେ...

ପୂର୍ବତନ ବିଜେଡି ବିଧାୟକ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କର୍ଲାମୁଣ୍ଡା,୨୭।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନରେ ଏବେ ନୂଆମୋଡ଼ ନେଇଛି। ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଜେଡି ବିଧାୟକ ଧନେଶ୍ୱର ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେବା ପରେ ବିଜେଡି...

ଅବଧି ସରିଲା, ପୋଲ ନିର୍ମାଣ ସରିଲାନି

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକର ଇନ୍ଦ୍ରାବତୀ ଜଳଭଣ୍ଡାର ଜଳବନ୍ଦୀ ଭାବେ ବାସ କରୁଥିବା ପୋଡାପଦର ଗ୍ରାମପଞ୍ଚାୟତର ୧୬ ଏବଂ ମାଳିଗାଁ ପଞ୍ଚାୟତର ଗୋଟିଏ ଏଭଳି ୧୭ଖଣ୍ଡ ଗ୍ରାମବାସୀଙ୍କ ଜୀବନ ଏବେ ଅଭିଶପ୍ତ...

୫-ଟି ବିଲ୍‌ କରାଇ ଦେବା ପାଇଁ ନେଉଥିଲେ ଲାଞ୍ଚ, ଧରାପଡ଼ିଲେ ପ୍ରଧାନଶିକ୍ଷକ

ଭବାନୀପାଟଣା,୨୧ା୩(ଉତ୍ତର କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଲେତେର ତ୍ରିଶକ୍ତି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦ୍ରୋଣ ତାଣ୍ଡି। ସ୍କୁଲରେ ହୋଇଥିବା ୫-ଟି କାମର ବିଲ୍‌ କରିଦେବା ପାଇଁ ପ୍ରଧାନଶିକ୍ଷକ ଠିକାଦାର ଜୟରାମ ସାହୁଙ୍କଠାରୁ ୪୦...

ପାରିବାରିକ କଳହର କରୁଣ ପରିଣତି:ସାନଭାଇଙ୍କ ଛୁରାମାଡରେ ବଡ଼ଭାଇ ମୃତ

ଭବାନୀପାଟଣା,୧୭।୩ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଏମ.ରାମପୁର ବ୍ଳକ ଅନ୍ତର୍ଗତ ଦେଢଶୁଲି ପଞ୍ଚାୟତର ଗସକା ପଡାଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ସାନ ଭାଇ ବିମ୍ବାଧର ମାଝୀ (୨୫)ର ଛୁରା ମାଡରେ ବଡ଼ଭାଇ ଦାସ ମାଝୀ(୨୮)ଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି।...

ତେଲଙ୍ଗାନା, ଝାଡ଼ଖଣ୍ଡରେ ୨ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ବେହେରା,୧୭।୩(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଅଞ୍ଚଳରୁ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ୨ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଖବର ଗାଁରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୋମବାର ସେମାନଙ୍କ ମୃତଦେହ...

ମାଓବାଦୀ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣର ସାମଗ୍ରୀ ଜବତ

ଭବାନୀପାଟଣା,୧୬ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସର ବଡ଼ ସଫଳତା। ମାଓବାଦୀ କ୍ୟାମ୍ପରେ ଚଢ଼ାଉ କରି ବିପୁଳ ପରିମାଣରେ ମାଓବାଦୀ ସାମଗ୍ରୀ ଜବତ କରିଛି ପୋଲିସ। କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଯୁଗସାଇପାଟଣା ମନସ୍କା ଗାଁ ନିକଟ ଜଙ୍ଗଲରେ...

ଭାଜପାରେ ସାମିଲ ହେଲେ ପୂର୍ବତନ ବିଜେଡି ବିଧାୟକ

ଭବାନୀପାଟଣା,୧୪।୩ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକ ବିଜେଡି ଛାଡି ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ ଓ...

ରୂପ୍ରାରୋଡ୍‌ ରେଳ ଷ୍ଟେଶନରେ ମିଳୁନି ପାନୀୟ ଜଳ, ଯାତ୍ରୀ ହନ୍ତସନ୍ତ

ନର୍ଲା,୧୪ା୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୂପାରୋଡ୍‌ ରେଳଷ୍ଟେଶନ ପ୍ଲାଟ୍‌ଫର୍ମରେ ପାନୀୟ ଜଳର ବ୍ୟବସ୍ଥା ନ ଥିବାରୁ ଯାତ୍ରୀମାନେ ଶୋଷରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ପ୍ରାପ୍ତ ସୂଚନାନୁଯାୟୀ, ଏହି ପ୍ଲାଟ୍‌ଫର୍ମରେ ପାଣି...

ରୋଜଗାର ଦେଉଛି ମିଠା ମକା ଚାଷ

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ)ପରିବାର ଗୁଜୁରାଣ ମେଣ୍ଟାଇବାରେ ସହାୟକ ହୋଇଛି ମିଠା ମକା ଚାଷ (ସୁଇଟକର୍ଣ୍ଣ)। ସକାଳ ହେଉ କି ସନ୍ଧ୍ୟା ଛୋଟପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ୀ ଏହାକୁ ଖାଇବାକୁ ସମସ୍ତେ ପସନ୍ଦ କରୁଛନ୍ତି। ତେବେ ଏହି ସୁଇଟକର୍ଣ୍ଣ ବା ମିଠାମକା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri