ଭିତ୍ତିଭୂମି ନାହିଁ, ୟୁଏଏସ ନାହିଁ: ବିଇଓ ଅଫିସ ଆଗରେ ଗର୍ଜିଲା ପ୍ରାଥମିକ ଶିକ୍ଷକ ସଂଘ
ଥୁଆମୂଳ ରାମପୁର,୧।୮(ଦୁର୍ଗା କୀର୍ତ୍ତି): ବିଦ୍ୟାଳୟରେ ଆବଶ୍ୟକୀୟ ଭିତ୍ତିଭୂମି ନ ଥାଇ ୟୁ.ଏ.ଏସ ଲାଗୁ କରିବା ବିଭାଗୀୟ ଦୂରଦୃଷ୍ଟି ଅଭାବ ବୋଲି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ କୁହାଯାଇଛି। ୟୁ.ଏ.ଏସ ପ୍ରଚଳନକୁ ବିରୋଧ କରି...
ଯୌନ ନିର୍ଯାତନା ବିରୋଧରେ ସଚେତନତା ଜରୁରୀ
ଥୁଆମୂଳ ରାମପୁର,୧ା୮ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦରସ୍ଥିତ ମା’ ମାଣିକେଶ୍ୱରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟଠାରେ ଗୁରୁବାର ତାଲୁକ ଆଇନସେବା କମିଟି ଅଧ୍ୟକ୍ଷ ତଥା ଜେଏମ୍ଏଫ୍ସି କୋର୍ଟର ବିଚାରପତି ଡ. ତାରିଣୀ ପ୍ରସାଦ ସାହୁଙ୍କ ତତ୍ତ୍ୱାବଧାନରେ ଯୌନ ନିର୍ଯାତନା...
ପାଣିଘେରରେ ତେରେସିଂହା ବସ୍ତି ସ୍କୁଲ
କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପଣିଘେରରେ ରହିଛି। ଏହି ସମସ୍ୟା ପ୍ରତିବର୍ଷ ଦେଖାଦେଉଥିଲେ ମଧ୍ୟ ଏହାର ସମାଧାନ ହୋଇପାରିନାହିଁ। ଫଳରେ ଅସୁରକ୍ଷିତ ତଥା ଅସ୍ବାସ୍ଥ୍ୟକର ପରିବେଶ ମଧ୍ୟରେ...
ଦିଗମ୍ବର ଠେଲାଙ୍କ ସ୍ବପ୍ନ ସାକାର: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୪ ମାସରେ କଲେ ଗୃହ ନିର୍ମାଣ
ଭବାନୀପାଟଣା,୧ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବୋରବୋର୍ଡା ପଞ୍ଚାୟତ ଅନ୍ତର୍ଗତ ଫପସୀ ଗ୍ରାମର ଦିଗମ୍ବର ଠେଲା ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ପାଇ ୪ ମାସ ମଧ୍ୟରେ ଗୃହ ନିର୍ମାଣ ସମ୍ପୂର୍ଣ୍ଣ କରିଛନ୍ତି। ସେ ଶତପ୍ରତିଶତ ଦିବ୍ୟାଙ୍ଗ (ଦୃଷ୍ଟିବାଧିତ)...
ସାର, କୀଟ ନାଶକ ଔଷଧର କଳାବଜାରୀ ରୋକିବା ପାଇଁ ଅଚାନକ ଚଢାଉ କଲା କୃଷି ବିଭାଗ
କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ସାର ଓ କୀଟ ନାଶକ ଔଷଧର କଳାବଜାରୀ ରୋକିବା ଉଦ୍ୟମରେ କୃଷି ବିଭାଗ ପକ୍ଷରୁ ଗୁରୁବାର ଅଚାନକ ଚଢ଼ାଉ ହୋଇଛି। ଏଥିରେ ନର୍ଲା ଜିଲା କୃଷି ଅଧିକାରୀ...
ଖେଳ ସାମଗ୍ରୀ କ୍ରୟରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସର ତଦନ୍ତ ଆରମ୍ଭ
ଭବାନୀପାଟଣା,୧୨ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକରେ ୨୦୨୩-୨୪ ଆର୍ଥିକ ବର୍ଷରେ ପ୍ରତି ପଞ୍ଚାୟତକୁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଯୋଗାଯାଇଥିବା ଖେଳ ସାମଗ୍ରୀରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ନିମ୍ନମାନର ସାମଗ୍ରୀ ବଣ୍ଟନ...
ବ୍ଲକ ଶିକ୍ଷକ ସଂଘର ଦାବିପତ୍ର ପ୍ରଦାନ, ବିଦ୍ୟାଳୟରେ ଆବଶ୍ୟକ ଭିତ୍ତିଭୂମି, ୟୁଏଏସ୍ ପ୍ରଚଳନ କରିବାକୁ…
କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ବୁଧବାର ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସରକାରଙ୍କ ପକ୍ଷରୁ ବିଦ୍ୟାଳୟ ମାନଙ୍କରେ ଶିକ୍ଷକ ନିଯୁକ୍ତି, ଶିକ୍ଷକଙ୍କୁ ମୋବାଇଲ ଫୋନ ପ୍ରଦାନ,...
ନିମ୍ନମାନର କାମ: ଧୋଇଗଲା ପୋଲ, ସ୍କୁଲ ଛାତ ଟିଣ ଉଡ଼ିଗଲା
ଥୁଆମୂଳ ରାମପୁର,୩୦ା୭ (ଦୁର୍ଗା କୀର୍ତ୍ତି):ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ବିକାଶ ପାଇଁ ସରକାର ବିଭିନ୍ନ ପ୍ରକଳ୍ପ ନିର୍ମାଣକରି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ନିମ୍ନମାନର କାମ ଯୋଗୁ ତାହା ଅତି କମ୍ ଦିନ ମଧ୍ୟରେ ନଷ୍ଟ...
ନାବାଳକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା: ଜେଲ ଗଲେ ୩ ଅଭିଯୁକ୍ତ
ଥୁଆମୂଳ ରାମପୁର, ୨୯।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମର ସୁନି ସାହୁଙ୍କ ୧୫ ବର୍ଷିଆ ନାବାଳକ ପୁଅ ନରେଶ ସାହୁଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପୋଲିସ...
କଳାହାଣ୍ଡି ଜିଲାର ୬୦ ଆର୍ଆଇଙ୍କ ବଦଳି: ଖାଲିପଡ଼ିଛି ୩୦ ପଦବୀ
ଭବାନୀପାଟଣା,୨୯ା୭ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଗତ ଜୁନ ୧୩ରେ ବିଭିନ୍ନ ପଦବୀରେ କାର୍ଯ୍ୟରତ ରାଜସ୍ବ କର୍ମଚାରୀଙ୍କ ବଦଳି ହୋଇଛି। ଏଥିରେ ଜିଲାର ୧୩ ତହସିଲର ୬୦ଜଣ ରାଜସ୍ବ ନିରୀକ୍ଷକ (ଆର୍ଆଇ)ଙ୍କୁ ବଦଳି କରାଯାଇଛି। ଏକସଙ୍ଗେ ଏତେ ସଂଖ୍ୟକ ଆର୍ଆଇଙ୍କ...
ଦୁର୍ନୀତି କରି ଯନ୍ତ୍ରୀ ଠିକାଦାର ମାଲାମାଲ, ୧୫ ଦିନରେ ଧୋଇଗଲା ୧୦ ଲକ୍ଷ ଟଙ୍କାର ପୋଲ
ଥୁଆମୂଳ ରାମପୁର,୨୮।୭(ଦୁର୍ଗା କୀର୍ତ୍ତି): ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀମାନଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ କାମ ଯୋଗୁ ତାହା ଅତି କମ୍ ଦିନ ମଧ୍ୟରେ ନଷ୍ଟ ହୋଇଯାଉଛି । ଟଙ୍କା...
ଭାଜପା ନଗର ସଭାନେତ୍ରୀଙ୍କ ପରଲୋକ: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଶୋକର ଛାୟା
ଭବାନୀପାଟଣା,୨୮।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଭାଜପା ନଗର ମହିଳା ମୋର୍ଚ୍ଚା ସଭାନେତ୍ରୀ ଗୀତାଞ୍ଜଳୀ ସାହୁ(୪୮)ଙ୍କ ରବିବାର ବିଳମ୍ବିତ ରାତ୍ରିରେ ପରଲୋକ ହୋଇଯାଇଛି। ଗତ କିଛି ମାସ ହେଲା ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ରବିବାର...
Archives


