ଅନାସ୍ଥା ପ୍ରସ୍ତାବରେ ହାରିଗଲେ ସରପଞ୍ଚ
କେସିଙ୍ଗା,୨୮ା୧୧: କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅନ୍ତର୍ଗତ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ବାଲସି ସରପଞ୍ଚଙ୍କ ବିଷୟରେ ଆଲୋଚନା ଓ ଅନାସ୍ଥା ପ୍ରସ୍ତାବ ଗୃହୀତ କରିବା ପାଇଁ...