ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମରେ ଭାଗ ନେବେ ୬ଶହ କଳାକାର
ଭବାନୀପାଟଣା,୨୯।୧୧(ଉତ୍ତମ କୁମାର ଦାଶ): ପ୍ରତିଭା ଅନୁଷ୍ଠାନ ପକ୍ଷରୁ ଶୁକ୍ରବାରଠାରୁ ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମ ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ତାରିଖ ଯାଏଁ ଚାଲିବ। ଚଳିତ ବର୍ଷ ଏହାକୁ ଜାତୀୟ ଉତ୍ସବ...