ବନ ସୁରକ୍ଷା ସମିତି ପୁରସ୍କୃତ: ୨ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ କେସିଙ୍ଗା ରେଞ୍ଜ ଅଧିନସ୍ଥ ତୁଲାଙ୍ଗପଦର ଗ୍ରାମର ବନ ସୁରକ୍ଷା ସମିତି( ଭିଏସଏସ)କୁ ଜଙ୍ଗଲର ସୁରକ୍ଷା ଓ ନିଆଁ ଦାଉରୁ ରକ୍ଷା କରିଥିବାରୁ ବନ ସୁରକ୍ଷା ସମିତିକୁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଓ ମାନପତ୍ର...
ସ୍କୁଲରେ ପଶିଲା ବର୍ଷାପାଣି: ଡ୍ରେନ୍ ନିର୍ମାଣ ଦାବି
ଥୁଆମୂଳ ରାମପୁର,୮ା୭ (ଦୁର୍ଗା କୀର୍ତ୍ତି)- ସାରା ରାଜ୍ୟରେ କିଛିଦିନ ହେଲା ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ଏହାର ପ୍ରଭାବ ଥୁଆମୂଳ ରାମପୁର ବ୍ଲକରେ ଦେଖିବାକୁ ମିଳିଛି। ଲଗାଣ ବର୍ଷା ଯୋଗୁ ବ୍ଲକ ଅଧୀନ ଓଡ୍ରି ଗ୍ରାମପଞ୍ଚାୟତ ଅନ୍ତର୍ଗତ ଟାଙ୍ଗରୀ...
ଅଷ୍ଟ୍ରେଲିଆରେ ଗବେଷଣାତ୍ମକ ତଥ୍ୟ ରଖି ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ
ଭବାନୀପାଟଣା,୮ା୭(ଉତ୍ତମ କୁମାର ଦାଶ): ଚଳିତଥର ବିଶ୍ବ ପ୍ରତ୍ନତତ୍ତ୍ବ କଂଗ୍ରେସର ଦଶମ ଅଧିବେଶନ ଅଷ୍ଟ୍ରେଲିଆର ଡରଓ୍ବିନଠାରେ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ ରୁପ୍ରାରୋଡ ପଞ୍ଚାୟତ ବିରାଟ ଗାଁର ବୀରକିଶୋର ରଣାଙ୍କ କନିଷ୍ଠ ପୁତ୍ର ତଥା କଳାହାଣ୍ଡି ମା’...
ପାରା ବ୍ୟାଡ୍ମିଣ୍ଟନରେ ବ୍ରୋଞ୍ଜ ଜିତିଲେ ଆକାଶ
ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ)- ଉଗାଣ୍ଡାଠାରେ ଗତ ଜୁଲାଇ ପହିଲାରୁ ଚାଲିଥିବା ଆନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଯାଇଛି। ଏଥିରେ ୧୦ ଦେଶର ଶହେ ଜଣ ଖେଳାଳି ଭାଗ ନେଇଥିଲେ। ସେଥିମଧ୍ୟରୁ ଭାରତ ପାଇଁ ପ୍ରତିନିଧିତ୍ୱ କରି କଳାହାଣ୍ଡିର ଯୁବ...
ଶୋଚନୀୟ ହୋଇପଡ଼ିଛି ରାସ୍ତା: ମରାମତି ପାଇଁ ବିଡ଼ିଓଙ୍କୁ ଅଭିଯୋଗ କଲେ ଗ୍ରାମବାସୀ
କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କସୃପଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କସୃପଡା ଗ୍ରାମରୁ ସିଂଝରଣ ଗ୍ରାମ୍ୟ ରାସ୍ତାଟି ଦୀର୍ଘ ପାଞ୍ଚ ବର୍ଷ ଧରି ଅତି ଶୋଚନୀୟ ହୋଇ ପଡ଼ିରହିଛି। ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ହେବାରୁ...
ଖୁବଶୀଘ୍ର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗାମୀ ଦିନରେ କଳାହାଣ୍ଡି ଜିଲାର ଭବାନୀପାଟଣାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଓ...
ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି: ମିଳିତ ସ୍ବଚ୍ଛତା ଅଭିଯାନ ଆରମ୍ଭ
କେସିଙ୍ଗା,୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ସାମୂହିକ ସ୍ବଚ୍ଛ ଭାରତ ଅଭିଯାନ ଅନୁଷ୍ଠିତ ହୋଇ ଯାଇଛି। ସ୍ବଚ୍ଛ ରୁହ ସୁସ୍ଥ ରୁହ, ସ୍ବଚ୍ଛତା ହିଁ ଉତ୍ତମ ସ୍ବାସ୍ଥ୍ୟର ଚାବିକାଠି ସେଥିପାଇଁ କଳାହାଣ୍ଡି ଜିଲା କେସିଙ୍ଗା...
ସାହୁ ସମାଜର ସଭାପତି ହେଲେ ତୁମେଶ୍ୱର, ମୁରଲୀଧର ସମ୍ପାଦକ
କର୍ଲାମୁଣ୍ଡା,୭ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଇଁଲାପାଲି ରାଧାକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ମ.ରାମପୁର ବ୍ଲକ ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ବ୍ଲକ ସ୍ତରୀୟ ନିର୍ବାଚନ ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାର ସଭାପତି...
ସାମାନ୍ୟ ବର୍ଷାରେ କୃତ୍ରିମ ବନ୍ୟା: ରାସ୍ତା ମରାମତି ଦାବି
କର୍ଲାମୁଣ୍ଡା,୭ା୭(ପ୍ରଦୀପ ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜର ଜାନିପଡ଼ା ପିଚୁ ରାସ୍ତାରେ ବର୍ଷା ପାଣି ଜମି ରହିଛି। ଫଳରେ ଲୋକଙ୍କୁ ଯିବା ଆସିବା କରିବାରେ ସମସ୍ୟା ସୃଷ୍ଟି ହେଉଛି। ଗତ କିଛି ମାସ ତଳେ କର୍ଲାମୁଣ୍ଡା ବ୍ଲକ ସଦର...
ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା
କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସଚେତନ ନାଗରିକ ମଞ୍ଚ ପକ୍ଷରୁ ୧୦ଦଫା ଦାବି ନେଇ ଗତ ମାସ ୧୮ ତାରିଖରୁ ସଭାପତି ଉତ୍ତର କୁମାର ମହଲାଙ୍କ ନେତୃତ୍ୱରେ ଗଣଧାରଣା ଆରମ୍ଭ ହୋଇଥିଲା। ଜିଲାପାଳ ସଚିନ ପାୱାର ଘଟଣାସ୍ଥଳରେ ପହଞ୍ଚି...
ଧରିତ୍ରୀ ପ୍ରଭାବ: ସ୍କୁଲ ଛାତରୁ ପାଣି ଗଳୁଥିବା ଖବର ପ୍ରକାଶ ପ୍ରକାଶ ପରେ ନୂତନ ଗୃହ ନିର୍ମାଣ ନେଇ…
କେସିଙ୍ଗା,୫।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ବାଲସି ପଞ୍ଚାୟତର କୋକୋଡ଼ମାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତରୁ ବର୍ଷା ପାଣି ଗଳୁଥିବାରୁ ଛାତ୍ରୀଛାତ୍ର ଗୁରୁବାର ସ୍କୁଲ ବାରଣ୍ଡାରେ ବସି ପାଠପଢ଼ୁଥିବା ଖବର ଧରିତ୍ରୀ ଖବରକାଗଜରେ...
କେସିଙ୍ଗା ମହାବିଦ୍ୟାଳୟରେ ନୂଆ ପ୍ରକୋଷ୍ଠ ଉଦ୍ଘାଟିତ
କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟ ପରିସରରେ ଅନେକ ଉଦ୍ଘାଟନୀ କାର୍ଯ୍ୟକ୍ରମ ମହାସମାରୋହରେ ଶୁକ୍ରବାର ଆୟୋଜିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗର ଆର୍ଥିକ ଅନୁଦାନରେ ନିର୍ମିତ ବାଳକ ସାଧାରଣ ପ୍ରକୋଷ୍ଠ, ଲୋକ ସଭା ସଦସ୍ୟଙ୍କ ପଶ୍ଚିମ ଓଡିଶା ବିକାଶ ପରିଷଦର...
Archives


