କଳାହାଣ୍ଡି

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌ ଡି ପରେଡ ଚୟନ ଶିବିରରେ ଅଂଶ ଗ୍ରହଣ କରିବା ପାଇଁ ମଙ୍ଗଳବାର ଆସାମ...

ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି, ଡିଇଓଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀଶିକ୍ଷକ

ଲାଞ୍ଜିଗଡ,୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି କାର୍ଯ୍ୟକଳାପକୁ ନେଇ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀ ଶିକ୍ଷକ। ସ୍କୁଲ ପିଲାଙ୍କ ପାଇଁ...

ନୂତନ ଡେଲି ମାର୍କେଟର ଶିଳାନ୍ୟାସ: ଉପକୃତ ହେବେ ୫ ଶହରୁ ଅଧିକ ବ୍ୟବସାୟୀ

ଭବାନୀପାଟଣା,୪ା୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ପକ୍ଷରୁ ସୋମବାର ସ୍ଥାନୀୟ ୨୦ ନଂ ୱାର୍ଡରେ ନୂତନ ଡେଲି (ଦୈନିକ) ମାର୍କେଟର ଶିଳାନ୍ୟାସ କରାଯାଇଛି। ଏଥିପାଇଁ ପ୍ରାୟ ୨.୯୭ କୋଟି ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ୫ ଶହରୁ ଅଧିକ...

ଓଡ଼ିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘର ବୈଠକ ୩ ସ୍ବର୍ଣ୍ଣ ପଦକ ହାସଲକାରୀ ସମ୍ମାନିତ

ଭବାନୀପାଟଣା,୫।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଅମଲା ଭବନଠାରେ ରବିବାର ଓଡିଶା ବନ ଓ ପରିବେଶ ବିଭାଗ ଅବସରପ୍ରାପ୍ତ କର୍ମଚାରୀ ସଂଘ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଶରତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆର୍‌ସିସିଏଫ୍‌ ସନ୍ତୋଷ...

ଇନ୍ଦିରା ଆବାସ କାର୍ଯ୍ୟାଦେଶ ଠକେଇ: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

କୋକସରା,୪ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୦୦୩ରେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ନକଲି ଇନ୍ଦିରା ଆବାସ କାର୍ଯ୍ୟାଦେଶ ବଣ୍ଟନ କରି ହିତାଧିକାରୀଙ୍କଠାରୁ ୩ ହଜାର ଟଙ୍କା ନେଇଥିବା ମାମଲାର ରାୟ ସୋମବାର ପ୍ରକାଶ ପାଇଛି। କୋକସରା ଜେଏମ୍‌ଏଫ୍‌ସି କୋର୍ଟ ମାଜିଷ୍ଟ୍ରେଟ...

ସ୍କୁଲ ସଭାପତିରୁ ମନ୍ତ୍ରୀ ହୋଇଛି: ଗଣଶିକ୍ଷା ମନ୍ତ୍ରୀ

କୋକସରା/ଜୟପାଟଣା, ୪ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜୟପାଟଣା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପରମାନନ୍ଦ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ପୁରାତନ ଛାତ୍ର ସମାବେଶ ଆୟୋଜିତ ହୋଇଯାଇଛି। ବିଦ୍ୟାଳୟର ସଭାପତି ବଜେନ୍ଦ୍ର ପାଟ୍ଟଯୋଷୀଙ୍କ ସଭାପତିତ୍ୱରେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ...

୨ବର୍ଷ ହେଲା ସୋଲାର ଜଳ ପ୍ରକଳ୍ପ ଅଚଳ: ଅସୁବିଧାରେ ୭୫ ପରିବାର

ଥୁଆମୂଳ ରାମପୁର, ୪।୧୧(ଦୁର୍ଗା କୀର୍ତ୍ତି): ଦୀର୍ଘ ଦୁଇ ବର୍ଷ ହେବ ଅଚଳ ହୋଇପଡିଛି ସୋଲାର ଜଳ ଅମଳ ପ୍ରକଳ୍ପ। ବର୍ତ୍ତମାନ ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସୋଲାର ପ୍ରକଳ୍ପରୁ ପାଣି ପାଉଥିବା ଗ୍ରାମବାସୀ। ଏମିତି ଏକ ପ୍ରକଳ୍ପ ଦେଖିବାକୁ...

ଗୁଣିଗାରେଡ଼ି ସନ୍ଦେହ: ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ

କୋକସରା,୩।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଧଅଁରପୁର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ସେମାନେ ଗୁରୁତର ଅବସ୍ଥାରେ ପର୍ଲା ଡାକ୍ତରଖାନାରେ ଚିକିତ୍ସିତ ହୋଇଛନ୍ତି। ଏନେଇ ଦମ୍ପତି...

ସ୍କୁଲ ଭିତରେ ମଦ୍ୟପାନ କରି ନିଲମ୍ବିତ ହେଲେ କିରାଣି, ଭିଡିଓ ଭାଇରାଲ

ରିଷିଡ଼ା,୩ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲସ୍ଥିତ ପୁରୁଷୋତ୍ତମ ସରକାରୀ ହାଇସ୍କୁଲ ପରିସର ମଧ୍ୟରେ ସ୍କୁଲର ବରିଷ୍ଠ କିରାଣି ଭୋପାଳ ଚନ୍ଦ୍ର ବେହେରା ସ୍କୁଲ ଭିତରେ କିଛି ଶିକ୍ଷକଙ୍କ ସହ ମିଶି ଦେଶୀ ମହୁଲି ପାଉଚ୍‌ ମଦ ପିଉଥିବାର...

ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ, ଜେଲ ଗଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ଭବାନୀପାଟଣା, ୧।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଲ ରାମପୁର ବ୍ଲକ କାଣୀଗୁମା ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ସନ୍ୟାସୀ ନାୟକଙ୍କୁ ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ଗିରଫ କରିବା ପରେ ତାଙ୍କୁ କୋର୍ଟ...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ସ୍ଥଗିତ, ଫେରିଗଲେ ଅଭିଯୋଗକାରୀ

କେସିଙ୍ଗା,୧ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ନାମରେ ଦୀର୍ଘ ୨୮ ଦିନ ଉପାଧ୍ୟକ୍ଷା ରାଜଲକ୍ଷ୍ମୀ ପଟ୍ଟନାୟକ, ସରପଞ୍ଚ ଓ ସମିତିସଭ୍ୟା/ସଭ୍ୟ ଗୁପ୍ତାବାସରେ ଥିଲେ। ଶୁକ୍ରବାର ଅନାସ୍ଥା ପ୍ରସ୍ତାବ ପାଇଁ ବ୍ଲକର ୧୮ ଜଣ ସରପଞ୍ଚ...

ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟରେ ଲୋକପାଳ ନିଯୁକ୍ତ

ଭବାନୀପାଟଣା,୩୧।୧୦( ଉତ୍ତମ କୁମାର ଦାଶ)- ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟର ଲୋକପାଳ ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ସୁଧାଂଶୁ ଶେଖର ରଥଙ୍କୁ ନିଯୁକ୍ତି ଦିଆଯାଇଛି। ବିଶ୍ବବିଦ୍ୟାଳୟ କୂଳସଚିବଙ୍କ ପତ୍ରସଂଖ୍ୟା ୨୫୧୦/୩୦.୧୦.୨୪ ଅନୁଯାୟୀ ସମ୍ବଲପୁର ବିଶବିଦ୍ୟାଳୟ ଅର୍ଥନୀତି ଅନୁଯାୟୀ ବିଭାଗର ଅବସରପ୍ରାପ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image