ଅବ୍ୟବସ୍ଥାରେ ଲୋକାର୍ପଣ ହେଲା ଏକଲବ୍ୟ ଆଦର୍ଶ ବିଦ୍ୟାଳୟ
ଥୁଆମୂଳ ରାମପୁର,୨।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜଲା ଥୁଆମୁଳ ରାମପୁର ବ୍ଳକ ଅଧିନସ୍ଥ ଗୁଣୁପୁର ପଞ୍ଚାୟତ ସ୍ଥିତ ସାଇସୁରୁଣୀ ଗ୍ରାମରେ ହୋଇଥିବା ନୂତନ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଆଭାସୀ ମାଧ୍ୟମରେ ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ...