କଳାହାଣ୍ଡି

୪ ଦଫା ଦାବି ନେଇ ତହସିଲ କାର୍ଯ୍ୟାଳୟ ଘେରାଉ, ଭୂମିହୀନଙ୍କୁ ଚିହ୍ନଟ କରି…

ଥୁଆମୂଳ ରାମପୁର,୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ କର୍ଲାପାଟ ଅଭୟାରଣ୍ୟ ଖଣ୍ଡୁଆଳମାଳି ସ୍ଥାୟୀ ସୁରକ୍ଷା ସମିତି ପକ୍ଷରୁ ବୁଧବାର କଳାହାଣ୍ଡି ଜିଲାପାଳଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କ ଜରିଆରେ ୪ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ଦାବିପତ୍ରରେ ଉଲ୍ଲେଖ କରାଯାଇଛି...

ଟ୍ରକକୁ ପିଟିଲା ବସ୍‌, କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ ନମ୍ବର ଜାତୀୟ ରାଜପଥର ଚାରବାହାଲ ନିକଟରେ ଗୁରୁବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ନବରଙ୍ଗପୁର ଜିଲା ଉମର କୋଟକୁ ଯାଉଥିବା ରଘୁନାଥ ନାମକ ଏକ...

୧୦ ଲକ୍ଷ ବ୍ୟୟ ଅଟକଳରେ ଶିଶୁ ଉଦ୍ୟାନର ଭୂମିପୂଜନ

କେସିଙ୍ଗା,୪ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପରଲସିଙ୍ଗା ଗ୍ରାମପଞ୍ଚାୟର ପଥର୍ଲା ଗ୍ରାମସ୍ଥିତ ଶ୍ରୀ ଶ୍ରୀ ବିଶ୍ୱନାଥ ଶୈବପୀଠ ପରିସରରେ ମନରେଗା ଯୋଜନାରୁ ୧୦ଲକ୍ଷ ବ୍ୟୟ ଅଟକଳରେ ଶିଶୁ ଉଦ୍ୟାନ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଦ୍ୱାରା ଭୂମି...

ଗାଁ’ସାଥିଙ୍କ ଲାଳସା, ଗାଁରେ କରୁଛି ସମସ୍ୟା: ଘଣ୍ଟ ଘୋଡାଉଛି ପ୍ରଶାସନ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): ମନରେଗା ଯୋଜନାର କାର୍ଯ୍ୟ ତଦାରଖ ବା ଲୋକଙ୍କୁ ୧୦୦ଦିନ ନିଜ ଗ୍ରାମରେ କାମ ଯୋଗାଇବାରେ ସହଯୋଗ କରିବା ପାଇଁ ନିୟୋଜିତ ଗାଁସାଥିଙ୍କ ମନମୁଖି କାର୍ଯ୍ୟକଳାପକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏନେଇ ବାରମ୍ବାର ବ୍ଲକ...

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କ ଜୀବନ ୨ ଗୁରୁତର

ଥୁଆମୂଳ ରାମପୁର,୩ା୬ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ କର୍ଲାପାଟ ଥାନା ଅଞ୍ଚଳରେ ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ପୂର୍ବାହ୍ନରେ...

ବର୍ଷାରେ ବେହାଲ ସିର୍ଲିଗୁଡ଼ା-ତେଣ୍ଡାପାଳି ରାସ୍ତା

କୋକସରା,୨ା୬ (ଦୁଷ୍ମନ୍ତ କୁମାର ପାଟ୍ଟଜୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତର ସିର୍ଲିଗୁଡ଼ାଠାରୁ ତେଣ୍ଡାପାଳି ରାସ୍ତା ଶୋଚନୀୟ ହୋଇପଡିଛି। ଖାଲଖମାପୂର୍ଣ୍ଣ ରାସ୍ତାରେ ବର୍ଷାପାଣି ଜମି ରହିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହେଉଛି। ସ୍ଥାନୀୟ ଲୋକେ ରାସ୍ତା ମରାମତି କିମ୍ବା...

ଧାନ ଚୋରାଚାଲାଣ: ୨ ଧାନ ଗାଡ଼ି ଜବତ

ରିଷିଡ଼ା,୨ା୬(ସୁଶାନ୍ତ ମଲ୍ଲିକ): ବଲାଙ୍ଗୀର ପଟୁ କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକ ଅଞ୍ଚଳକୁ ଆସୁଥିବା ଦୁଇଟି ଧାନ ବୋଝେଇ ଗାଡ଼ିକୁ ଜିଲା ସ୍କାଡ୍‌ ଟିମ୍‌ ଜବତ କରିଥିବା ଜଣାଯାଇଛି। କୌଣସି ସୂତ୍ରରୁ ଖବର ପାଇ କଳାହାଣ୍ଡି ଏସିଏସ୍‌ଓ ବିଘ୍ନରାଜ ମହାପାତ୍ର, କର୍ଲାମୁଣ୍ଡା...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ବନ୍ଧା ହେଲେ ସ୍ବାମୀ-ଶ୍ୱଶୁର

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି):ଗତ ମେ ମାସ ୨୯ରେ ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ଗ୍ରାମଠାରେ ଜଣେ ବିବାହିତ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ପରଦା ହଟିଛି l ଏନେଇ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କୋର୍ଟ ଚାଲାଣ କରିଛି।...

ରାସ୍ତାରେ ପଡିଥିଲା ଦରପୋଡ଼ା ମୃତଦେହ, ଏବେ ଜଣାପଡ଼ିଲା ତାହା ଏଏସଆଇ ଗୋଲାପୀଙ୍କର

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼-ଭବାନୀପାଟଣା ଯାଉଥିବା ୨୬ ନମ୍ବର ଜାତୀୟ ରାଜପଥର ବନମାଳିିପୁର ଛକ ନିକଟରେ ରବିବାର ସକାଳୁ ବାଇକ ସହ ଜଣେ ପୋଲିସ ଏଏସଆଇଙ୍କ ଜଳନ୍ତା ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ମୃତ ପୋଲିସ ଏଏସଆଇଙ୍କ...

ଭବାନୀପାଟଣାରେ ଚାଞ୍ଚଲ୍ୟ: ରାସ୍ତାରେ ପଡିଛି ବାଇକ ସହ ଯୁବକଙ୍କ ଜଳନ୍ତା ମୃତଦେହ

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼-ଭବାନୀପାଟଣା ଯାଉଥିବା ୨୬ ନମ୍ବର ଜାତୀୟ ରାଜପଥର ବନମାଳିପୁର ଛକ ନିକଟରେ ରବିବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ବାଇକ ସହ ଜଣେ ଯୁବକଙ୍କ ଜଳନ୍ତା ମୃତଦେହ ପଡିଥିବା ଦେଖିବାକୁ ମିଳିଛି।...

କଳାହାଣ୍ଡିରେ ଲଜ୍ଜା: ନାବାଳିକା ୬ ମାସର ଗର୍ଭବତୀ

କଲମପୁର,୩୧ା୫(ଗଣେଶରାମ ବାଗ): କଳାହାଣ୍ଡିରେ ଲଜ୍ଜା। କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଶନିବାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ କୁବେର ବାଗ (୩୯)। ଅଭିଯୋଗ ଅନୁସାରେ ବଡ଼କୁଟରୁ ଫାଣ୍ଡି ଅଞ୍ଚଳର ଜଣେ...

ଏଣିକି ସରକାରୀ ଯୋଜନାର ଲାଭ ଉଠାଇପାରିବେ ଚାଷୀ

କର୍ଲାମୁଣ୍ଡା,୩୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କୃଷି ବିଭାଗ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ଆତ୍ମା ଅଧ୍ୟକ୍ଷ ଗୌର କିଶୋର ରଣା, କର୍ଲାମୁଣ୍ଡା ସରପଞ୍ଚ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri