କଳାହାଣ୍ଡି

ରାଜସ୍ବ ଗ୍ରାମ ଭାବେ ସ୍ବୀକୃତି ପାଇଲା ବୁଢ଼ୀପଦର

କେସିଙ୍ଗା,୧୭ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର ବୁଢ଼ୀପଦର ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ଗୁରୁବାର ସ୍ବୀକୃତି ପ୍ରଦାନ କରିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆନନ୍ଦ ଓ ଉଲ୍ଲାସ ଖେଳିଯାଇଛି। ବୁଢ଼ୀପଦର ଗ୍ରାମର ପ୍ରହରୀ ମଣ୍ଡପରେ...

ବସ୍‌ରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ, ବାଇକ୍‌ରେ ମୃତଦେହ ନେଲେ ସମ୍ପର୍କୀୟ

କୋକସରା,୧୬ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦାଦନ ଖଟିବାକୁ ହାଇଦ୍ରାବାଦକୁ ଦୁଇ ମାସ ତଳେ ଯାଇଥିଲେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ କାଦୋପଦର ଗାଁର ଯୁବକ ଗିରିଧାରୀ ବାଗ। କିଛିଦିନ ତଳେ ତାଙ୍କ ଦେହ ଅସୁସ୍ଥ ହେବାରୁ ହାଇଦ୍ରାବାଦରୁ ମଙ୍ଗଳବାର ଦୁଇ ଜଣ...

କୋଣାର୍କ ସୂତାକଳରେ ନୂତନ ଏମ୍‌ଡି ନିଯୁକ୍ତି ଓ ରୂପାନ୍ତରୀକରଣ ନେଇ ଦାବିପତ୍ର

କେସିଙ୍ଗା,୧୬ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କୋଣାର୍କ ସୂତାକଳରେ ନୂତନ ପରିଚାଳକ ନିର୍ଦ୍ଦେଶକଙ୍କ ନିଯୁକ୍ତି ଓ ସୂତାକଳକୁ ରୂପାନ୍ତରିତ କରିବା ପାଇଁ ରାଜ୍ୟ ସଭା ଏମ୍‌ପି ସୁଜିତ କୁମାର ଓ ଜିଲାପାଳଙ୍କୁ କୋଣାର୍କ ସୂତାକଳର କର୍ମଚାରୀ ଓ ଶ୍ରମିକ ସଂଘର...

କେସିଙ୍ଗାରେ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ଏନ ଏ ସିରେ ନାଗରିକ କମିଟି ଓ ଏନ ଏ ସିର ମିଳିତ ଉଦ୍ୟମରେ ୭୭ତମ ସ୍ବାଧୀନତା ଦିବସ ମଙ୍ଗଳବାର ବିଦ୍ୟାପୀଠର ଖେଳ ପଡ଼ିଆଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେରେ ମୁଖ୍ୟ...

ଶ୍ରାବଣରେ ବୈଶାଖ ତାତି, ଜମି ଫାଟି ଆଁ

ଗୋଲାମୁଣ୍ଡା,୧୪।୮(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ଏବେ ଶ୍ରାବଣ ମାସରେ ବୈଶାଖ ତାତି। ଏହାର ପ୍ରଭାବରେ ଜମି ଫାଟି ଥିବା ବେଳେ ମରୁଡି ପରିସ୍ଥିତି ସୃଷ୍ଟି ହୋଇଥିବାରୁ ବ୍ଲକର ଚାଷୀ ଆଉ ଏକ ମରୁଡି ଚିନ୍ତାରେ ଅଛନ୍ତି। ଗୋଲାମୁଣ୍ଡା...

୬ ବର୍ଷ ହେଲା ଅନ୍ଧାରରେ ଦାନିକାପେଲ ଗାଁ

ଲାଞ୍ଜିଗଡ଼,୧୪।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବେଗାଁ ଗ୍ରାମପଞ୍ଚାୟତ ଉପାନ୍ତ ଦାନିକାପେଲ ଗ୍ରାମବାସୀ ଦୀର୍ଘ ୬ ବର୍ଷ ହେଲା ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ। କିନ୍ତୁ ଉପଭକ୍ତାଙ୍କ ନାଁରେ ମୋଟା ଅଙ୍କର ବିଲ ଗଡୁଛି। ଗାଁକୁ ଯେବେ...

କଳାହାଣ୍ଡି ଜିଲାରେ ଚହଟିବ କଫି ଚାଷ

ଭବାନୀପାଟଣା,୧୩।୮(ଉତ୍ତମ କୁମାର ଦାଶ)କଫି ମହକରେ ପୁଣି ମହକିବ କଳାହାଣ୍ଡି। ଆଦିବାସୀ ଅଧ୍ୟୁଷିତ ଅଞ୍ଚଳବାସୀଙ୍କ ସାମାଜିକ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି କଫି ଚାଷ। ଜିଲାରେ ପୁଣି ଥରେ ଚହଟିବ କଫି ଚାଷ । ୧୯୮୦...

୫୦ଏକର ଜମିରେ ଚାଷ ନଷ୍ଟ

କେସିଙ୍ଗା,୧୩।୮(ତୁମେଶ୍ୱର ସାହୁ)ଓଡ଼ିଶା ଉଠାଜଳସେଚନ କର୍ପୋରେସନ କଳାହାଣ୍ଡି ପକ୍ଷରୁ କେସିଙ୍ଗା ବ୍ଲକର ଭମରମାଲ ଗ୍ରାମରେ ଗତ ୨୦୨୦-୨୧ ଆର୍ଥିକ ବର୍ଷରେ ଏକ ଉଠାଜଳସେଚନ ପ୍ରକଳ୍ପ କାମ ଚାଲିଛି। ନିର୍ମାଣ କରିବା ପାଇଁ ୨୬ଲକ୍ଷ ୮୦ହଜାର ବ୍ୟୟ ଅଟକଳରେ ଦିବ୍ୟରଞ୍ଜନ ପଣ୍ଡା ନାମକ...

ସ୍ତ୍ରୀ ହତ୍ୟା ଅଭିଯୋଗରେ ସ୍ବାମୀ କୋର୍ଟ ଚାଲାଣ

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବେହେରା ଗ୍ରାମର ଭାସ୍କର ଗୋପାଳଙ୍କ ସ୍ତ୍ରୀ ପ୍ରେମଲତାଙ୍କ ଗତ ଗୁରୁବାର ଘର ମଧ୍ୟରେ ବେକରେ ରଶି ଲଗାଇ ମୃତ୍ୟୁ ଘଟିଥିଲା। ଶାଶୁଘର ଲୋକେ ପ୍ରେମଲତାଙ୍କ ପରିବାର ଲୋକଙ୍କୁ ନ...

ବାର୍ଦ୍ଧକ୍ୟ ଭତ୍ତା ଦୁର୍ନୀତି ଅଭିଯୋଗ ଭିତ୍ତିହୀନ, ତଦନ୍ତ ପରେ ପଡ଼ିଲା ଜଣା

କେସିଙ୍ଗା,୧୨ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଉତକେଲା ପଞ୍ଚାୟତର କୋକୋଡ଼ମାଲ ଗ୍ରାମର ସୁଲୋଚନା ବାଗ୍‌ (୮୦) ଓ ସୁମିତ୍ରା ପଟ୍ଟନାୟକ ଏକ ବର୍ଷ ହେଲା ଭତ୍ତା ପାଇ ନ ଥିବାର କେସିଙ୍ଗା ବିଡିଓ କୌଣସି ସୂତ୍ରରୁ ଖବର ପାଇ...

ଯୁବକଙ୍କୁ ଘେରିଗଲେ ୩ ଭାଲୁ: ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଧର୍ମଗଡ଼ ବ୍ଲକ ଅଧୀନ ବଡ଼ଘୁମର ଗ୍ରାମର ଭୋଦେ ଗୋପାଳ(୩୦)। ତାଙ୍କୁ ଚିକିତ୍ସା ପାଇଁ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।...

ଯୋଗାଉ ଥିଲେ ନକଲି ସାର୍ଟିଫିକେଟ: ବନ୍ଧା ହେଲେ ବାପ-ପୁଅ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ନକଲି ସାର୍ଟିଫିକେଟ ଯୋଗାଇବା ଅଭିଯୋଗରେ ଭବାନୀପାଟଣା ଟାଉନ ଥାନା ପୋଲିସ ଶନିବାର ଅଭିଯୁକ୍ତ ଡାକ ମାଷ୍ଟର ପ୍ରଭାତ ମହାନନ୍ଦ ଏବଂ ସ୍କୁଲ ଶିକ୍ଷକ ପଦ୍ମନାଭ ମହାନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri