କିଡ୍ନୀ ନଷ୍ଟରୁ ସ୍ବାମୀଙ୍କ ମୃତ୍ୟୁ ପରେ ମମତାଙ୍କ କାନ୍ଧରେ ୨ ସନ୍ତାନଙ୍କ ବୋଝ
କର୍ଲାମୁଣ୍ଡା,୨୫ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଧରାଖମନ ଗାଁରେ କିଡ୍ନୀ ଜନିତ ସମସ୍ୟା ଯୋଗୁ ୧୪ରୁ ଊଦ୍ଧର୍ବ ବ୍ୟକ୍ତି ମୃତ୍ୟୁବରଣ କରିସାରିଥିବାବେଳେ ଏବେ ବି ୧୯ରୁ ଊଦ୍ଧର୍ବ ମହିଳା ପୁରୁଷ ମୃତ୍ୟୁ ସହ ସଂଗ୍ରାମ...
ଭାରତୀୟ ସେନାର ପରାକ୍ରମକୁ ସମ୍ମାନ ଜଣାଇ ଭାଜପାର ତ୍ରିରଙ୍ଗା ଶୋଭାଯାତ୍ରା
କେସିଙ୍ଗା,୨୫ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମସ୍ଥିତ ଶ୍ରୀଜଗନ୍ନାଥମନ୍ଦିର ପରିସରରେ ଭାଜପା ବୋରିଆ ମଣ୍ଡଳ ପକ୍ଷରୁ ଏକ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଲସି ଗ୍ରାମର ଅବସର ସୁବେଦାର ସେନାକର୍ମଚାରୀ କ୍ଷମାସାଗର ସାହୁ ଙ୍କୁ...
ପୋତିହୋଇଛି ଡ୍ରେନ୍, ରାସ୍ତାରେ ଜମୁଛି ମଇଳାପାଣି
ରିଷିଡ଼ା,୨୪ା୫(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ରିଷିଡ଼ା ପଞ୍ଚାୟତର ରାମମନ୍ଦିର ଛକଠାରୁ ମିଲନ ଛକ କନ୍ଧପଡ଼ା କନାରପଡ଼ା ପର୍ଯ୍ୟନ୍ତ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। କେତେକ ସ୍ଥାନରେ ଡ୍ରେନ୍ ସଫା ହେଉ ନ ଥିବାବେଳେ ଆଉ କେଉଁଠି ଅନାବନା...
ଦୋକାନକୁ ଆସୁଥିବାବେଳେ ବୃଦ୍ଧଙ୍କୁ ଚାପିଦେଲା ଟ୍ରକ୍
ଜୁନାଗଡ଼,୨୪ା୫(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଛକ ଠାରେ ଶନିବାର ସକାଳେ ଟ୍ରକ୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତ ବୃଦ୍ଧଙ୍କ ନାମ କଳ୍ପେଶ୍ୱର ମେହେର (୭୦) ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,...
୨୮ ବର୍ଷ ପରେ ମିଳୁନି ଜମିପଟ୍ଟା, ଘରଡିହ
ଭବାନୀପାଟଣା,୨୪ା୫(ଉତ୍ତମ କୁମାର ଦାଶ): ସରକାର ଗରିବ ଆଦିବାସୀମାନଙ୍କ ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା କରିଛନ୍ତି। ହେଲେ ସେହି ଯୋଜନା ଅଦ୍ୟାବଧି ସେମାନଙ୍କ ପାଖରେ ଅପହଞ୍ଚ ହୋଇରହିଛି। ତିନି ଦଶନ୍ଧି ଧରି ବସବାସ ପରେ ମଧ୍ୟ ସେମାନଙ୍କୁ ଜମିପଟ୍ଟା କିମ୍ବା ଘରଡିହ...
ସ୍ବାବଲମ୍ବୀ କରିଛି ମାଣ୍ଡିଆ ଚାଷ
କୋକସରା,୨୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପୂର୍ବ ବିଜେଡି ସରକାର ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଲେଟ ମିଶନ ଯୋଜନା ଆରମ୍ଭ କରିଥିଲେ। ସରକାର ପରିବର୍ତ୍ତନ ହେବା ପରେ ମିଲେଟ ମିଶନ ଶ୍ରୀ ଅନ୍ନ ଅଭିଯାନ ଯୋଜନାରେ ରୂପାନ୍ତରିତ ହୋଇଛି। ଏହି...
ମରଣଯନ୍ତା ପାଲଟିଛି ସିଙ୍ଗାରି ଘାଟି ରାସ୍ତା
ଥୁଆମୂଳ ରାମପୁର, ୨୩ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କଲମପୁର-ଥୁଆମୂଳ ରାମପୁର ମୁଖ୍ୟରାସ୍ତାର ସିଙ୍ଗାରି ଘାଟି ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ଥୁଆମୂଳ ରାମପୁର ବ୍ଲକବାସୀଙ୍କ ପାଇଁ ଜୀବନରେଖା ସାଜିଥିବା ଏହି ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟିଛି। ରାସ୍ତାର ଉନ୍ନତୀକରଣ...
ବାଲୁକା କଳାରେ ଆତଙ୍କବାଦ ବନ୍ଦ ବାର୍ତ୍ତା
କର୍ଲାମୁଣ୍ଡା,୨୩ା୫(ପ୍ରଦୀପ କୁମାର ସାହୁ): ସମାଜର ଶୋଷକ ଗୋଷ୍ଠୀ ସୁରକ୍ଷିତ ଥିବାବେଳେ ପହଲଗାମ ହିଂସା ଭଳି ଘଟଣାରେ ଦେଶର ନିରୀହ ଜନତା ଆତଙ୍କବାଦର ଶିକାର ହେଉଛନ୍ତି। ଏହି ଆତଙ୍କବାଦକୁ ଏକ ପାଶବିକ ପ୍ରକୃତି ଭାବରେ ବାଲୁକା କଳା ମାଧ୍ୟମରେ ଚିତ୍ରଣ କରିଛନ୍ତି...
ରାଜୀବ ଗାନ୍ଧୀଙ୍କ ନୀତି, ଆଦର୍ଶକୁ ଅନୁସରଣ କରାଯାଉ
କେସିଙ୍ଗା,୨୨ା୫(ତୁମେଶ୍ବର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କଂଗ୍ରେସ ଭବନରେ ଗୁରୁବାର ଟାଉନ ସଭାପତି ସୁଭାଷ ଜୈନଙ୍କ ସଭାପତିତ୍ୱରେ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ସୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି। ରାଜୀବ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ କାଳରେ ହୋଇଥିବା ବିଭିନ୍ନ ଦୃଷ୍ଟାନ୍ତମୂଳକ କାର୍ଯ୍ୟକ୍ରମ ବିଷୟରେ...
ଟ୍ରେନ୍ରେ କଟି ଅଜଣା ବ୍ୟକ୍ତିଙ୍କ ଜୀବନ ଗଲା, ୭ ଘଣ୍ଟା ପରେ ବି…
କେସିଙ୍ଗା,୨୨ା୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନଠାରୁ ୫୦୦ ମିଟର ଦୂରରେ ଏକ ଅଜଣା ବ୍ୟକ୍ତି ଟ୍ରେନରେ ଗୁରୁବାର ସକାଳେ କଟି ରେଳ ଧାରଣା ପାର୍ଶ୍ୱରେ ପଡ଼ିଥିବାର ଜଣା ପଡ଼ିଛି। କାର୍ଯ୍ୟରତ କିମ୍ୟାନ୍ ଦେଖିଲା ପରେ...
ଜିଲା ପ୍ରଶାସନର ତତ୍ପରତା: ଲୋକଙ୍କ ସମସ୍ୟା ହେବ ଦୂର
ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି):ଥୁଆମୁଳ ରାମପୁର ବ୍ଲକ ଓ କାଶିପୁର ବ୍ଲକ ସୀମାନ୍ତରେ ଥିବା ବଫଲା ମାଳି ଖଣି ଖନନ ପାଇଁ ସରକାରଙ୍କ ତରଫରୁ ଉତ୍କଳ ଆଲୁମିନା କମ୍ପାନୀକୁ ଅନୁମତି ମିଳିବା ପରେ କମ୍ପାନୀ ପକ୍ଷରୁ ୨୦୦୭ ମସିହାରେ ଯେଉଁ ସବୁ...
ରାତିରେ ପରିତ୍ୟକ୍ତ କୂଅରେ ଖସି ପଡ଼ିଲେ ଯୁବକ, ଅଗ୍ନିଶମ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ…
କୋକସରା,୨୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣିର ପୁରୁଣା ଫରେଷ୍ଟ କ୍ବାଟର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରେ ଖସି ପଡ଼ିଥିଲେ ଜଣେ ଯୁବକ। ମଙ୍ଗଳବାର ବିଳମ୍ବିତ ରାତିରେ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀମାନେ ଅକ୍ଲାନ୍ତ ଉଦ୍ୟମ...
Archives


