କଳାହାଣ୍ଡି

ଅଟୋ-ଟ୍ରକ୍‌ ଧକ୍କା: ପରିବାରର ୩ ମୃତ

ଭବାନୀପାଟଣା/ଜୁନାଗଡ଼,୨୦।୯(ଉତ୍ତମ କୁମାର ଦାଶ/ଅଂଶୁମାନ ଯୋଶୀ):  କଳାହାଣ୍ଡି ଜିଲାରେ ବୁଧବାର ଗଣପର୍ବ ନୂଆଁଖାଇ ପାଳନ ହେବ। ଏହାପୂର୍ବରୁ ମଙ୍ଗଳବାର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଜିଲାର ଜୁନାଗଡ ଥାନା ଅଧୀନ ଚିକିଲି ଛକ ବୁଲାଣି ନିକଟରେ ଅଟୋ ଓ ଟ୍ରକ୍‌...

ଅଫିସ ଖୋଲା, କର୍ମଚାରୀ ବେଫିକର

ଭବାନୀପାଟଣା,୧୯।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଲାଇସେନ୍ସପ୍ରାପ୍ତ ବିଦେଶୀ ମଦ ଦୋକାନରେ ପ୍ରିଣ୍ଟ ଦରଠାରୁ ଅଧିକରେ ମଦ ମଧ୍ୟ ବିକ୍ରି ହେଉଥିବା ଅଭିଯୋଗ ହେଉଛି।...

ଗାଁଠୁ ସହର ସବୁଆଡ଼େ ଉତ୍ସବର ମାହୋଲ

ଭବାନୀପାଟଣା,୧୯।୯(ଉତ୍ତମ କୁମାର ଦାଶ): ଦିନକ ପରେ ଅର୍ଥାତ୍‌ ବୁଧବାର ପଶ୍ଚିମ ଓଡିଶାର କୃଷିଭିତ୍ତିକ ତଥା ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡିଶାର ସମସ୍ତ ଜିଲାରେ ନୂଆଁଖାଇ ବେଶ ଆଡମ୍ବର ଭାବେ ପାଳନ କରାଯାଉଥିବାବେଳେ କଳାହାଣ୍ଡି ଜିଲାରେ ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି।...

ଲୋପ ପାଇବାକୁ ବସିଲାଣି ହାବସପୁରୀ ଶାଢ଼ି

ଭବାନୀପାଟଣା,୧୮।୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଶାଢ଼ି ପ୍ରସ୍ତୁତ କରାଯାଏ। ସେଗୁଡିକ ହେଲା ବରପାଲି ଶାଢ଼ି, ସୋନପୁରୀ ଶାଢ଼ି, ବାନ୍ଧ ଶାଢ଼ି, ବଉଦ ଶାଢ଼ି, ସମ୍ବଲପୁରୀ ଶାଢ଼ି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ସେଥି ମଧ୍ୟରୁ...

ବିଭିନ୍ନ ସ୍ଥାନରେ ବିଶ୍ୱକର୍ମା ପୂଜା: ଜମିଲା ସାଂସ୍କୃତିକ କାର୍ଯ୍ୟକ୍ରମ

କର୍ଲାମୁଣ୍ଡା,୧୭।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ବିଶ୍ୱକର୍ମା ପୂଜା ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ସଦରସ୍ଥିତ ମାର୍କେଟ କମ୍ପ୍ଲେକ୍ସଠାରେ ଆୟୋଜିତ ବିଶ୍ୱକର୍ମା ପୂଜାରେ କର୍ତ୍ତା ଭାବେ ରାମଚନ୍ଦ୍ର ଚୌଧୁରୀ ଓ ତାଙ୍କ...

କମାଲ ଦେଖାଇଲେ କଳାହାଣ୍ଡି କଳାକାର

ଭବାନୀପାଟଣା,୧୭।୯(ଉତ୍ତମ କୁମାର ଦାଶ)ରାଜ୍ୟ ବାହାରେ କଳାହାଣ୍ଡିର କଳାକାରମାନଙ୍କ କମାଲ ଦେଖିବାକୁ ମିଳିଛି। ମହାରାଷ୍ଟ୍ରର ନାଗପୁରଠାରେ ସଂସ୍କାର ଭାରତୀ ପକ୍ଷରୁ ‘କ୍ରାନ୍ତିଗାଥା’ ଶୀର୍ଷକରେ ଅଖିଳ ଭାରତୀୟ ବହୁଭାଷୀ ନାଟ୍ୟ ମହୋତ୍ସବରେ କଳାହାଣ୍ଡିର ନାଟକ ‘ରିନ୍ଦୋ-୧୮୫୫’ ମଞ୍ଚସ୍ଥ ହୋଇଯାଇଛି। ଓଡ଼ିଶାରୁ ମନୋନୀତ ଏକମାତ୍ର...

ନୂଆଖାଇର ତିହାରି ହାଟ, ୫୦ ଲକ୍ଷରୁ ଊର୍ଦ୍ଧ୍ୱ କାରବାର

କର୍ଲାମୁଣ୍ଡା,୧୬ା୯(ପ୍ରଦୀପ କୁମାର ସାହୁ): ଆସନ୍ତା ବୁଧବାର ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଧୂମ୍‌ଧାମରେ ପାଳିତ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇସାରିଥିବା ବେଳେ ଶନିବାର ହେଉଛି ନୂଆଖାଇର ତିହାରି ହାଟ। କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ାଠାରେ...

କଳାହାଣ୍ଡିର ୧୫୬୭ ସ୍କୁଲରେ ତାଲା

ଭବାନୀପାଟଣା,୧୬।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକର କାର୍ଯ୍ୟରତ ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନେ ୩ ଦଫା ଦାବି ନେଇ ଗତ ବୁଧବାରଠାରୁ ଆନ୍ଦୋଳନ ଜାରି ରଖିଛନ୍ତି। ଏଥିପାଇଁ ବିଦ୍ୟାଳୟରେ ତାଲା ପଡ଼ିଥିବା ବେଳେ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହୋଇଛନ୍ତି।...

ନୂଆଁ ଖାଇଲେ ୩ ଗ୍ରାମବାସୀ

କେସିଙ୍ଗା,୧୫।୯(ତୁମେଶ୍ୱର ସାହୁ): ଆଉ କିଛି ଦିନ ପରେ ପଶ୍ଚିମ ଓଡ଼ିଶାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଳନ କରାଯିବ। ଏନେଇ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ହେଲେ ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ପଥର୍ଲା, ବହାଦୁରପଦର ସମେତ ପଲକାପଡ଼ା...

ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

କେସିଙ୍ଗା,୧୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଚିକା ସହାୟିକା ସଂଘ ଏବଂ ଭାରତୀୟ ମଜଦୂର ସଂଘର ନେତୃତ୍ୱରେ ବ୍ଲକର ୨୬ ପଞ୍ଚାୟତରେ କାର୍ଯ୍ୟରତ ପ୍ରାୟ ୮୦ ସ୍କୁଲ ପାଚିକା ସହାୟିକାମାନେ ୬ ଦଫା ଦାବି କରିଛନ୍ତି। ଏହି ଅବସରରେ...

ବ୍ରିଜ ଉପରେ ୪ ଫୁଟ୍‌ ବନ୍ୟା ପାଣି

କର୍ଲାମୁଣ୍ଡା,୧୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ ବୁଧବାର ରାତିରୁ ଲଗାଣ ବର୍ଷା ହେବା ଫଳରେ ରିଞ୍ଜା-କର୍ଲାମୁଣ୍ଡା ରାସ୍ତା ସରବରା ନାଲା ବ୍ରିଜ ଉପରେ ୪ ଫୁଟ୍‌ ବନ୍ୟା ପାଣି ପ୍ରବାହିତ ହେଉଛି। ଫଳରେ ରିଞ୍ଜା ଅଞ୍ଚଳର ଲୋକେ...

୨୪୧ ଶିକ୍ଷକଙ୍କ ସାମୁହିକ ଛୁଟି

କର୍ଲାମୁଣ୍ଡା,୧୩ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରାଥମିକ ସଂଘ ପକ୍ଷରୁ ବିଭିନ୍ନ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଶିକ୍ଷୟିତ୍ରୀ/ଶିକ୍ଷକ ସାମୁହିକ ଛୁଟି ନେବା ଦ୍ୱାରା ବ୍ଲକର ସମସ୍ତ ପ୍ରାଥମିକ ବିଦ୍ୟାଳୟ ବନ୍ଦ ରହିଛି। ଫଳରେ ବୁଧବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri