କଳାହାଣ୍ଡି

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ ନାମରେ ଲକ୍ଷ ଲକ୍ଷ ଟଙ୍କା ଦୁର୍ନୀତି ହୋଇଛି ବୋଲି ବ୍ଲକ ପ୍ରଶାସନ ଅଭିଯୋଗ...

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ ବଡ ଗଛଗୁଡିକ ଉପୁଡିପଡିଛି। ସହରର ଲକ୍ଷ୍ମୀସାଗରପଡାର କୌଶଲା ବେହେରା(୨୬) ନାମକ ଜଣେ ଗର୍ଭବତୀଙ୍କ...

ମାରାଗୁଡ଼ା ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି

ନୂଆପଡ଼ା,୨୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପରମ୍ପରା,ଐତିହ୍ୟ, କଳା, ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ଜିଲାସ୍ତରୀୟ ମାରାଗୁଡା ଲୋକ ମହୋତ୍ସବ ଏପ୍ରିଲ ପ୍ରଥମ ସପ୍ତାହରେ ମିନି ଷ୍ଟାଡିୟମଠାରେ ଆୟୋଜିତ ହେବାକୁ ଯାଉଥିବାବେଳେ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଶୁକ୍ରବାର ପ୍ରଚାର କମିଟି...

କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

କର୍ଲାମୁଣ୍ଡା:୨୨।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘର ସଭାପତି ନବୀନ କିଶୋର ସାହୁଙ୍କ ନେତୃତ୍ୱରେ ଏକ ସାଧାରଣ ସଭା କରାଯାଇଥିଲା। ବର୍ତ୍ତମାନ ରାଜ୍ୟସାରା ଲଘୁ ଖଣିଜ ଦ୍ରବ୍ୟ (ବାଲି, ମେଟାଲ,...

ସରପଞ୍ଚଙ୍କ ଜାଲ ଦସ୍ତଖତ କରି ସରକାରୀ ଅନୁଦାନ ୩କୋଟି ୨୬ ଲକ୍ଷ ଲଗାଇଥିଲେ ବେଟିଂରେ , ଏବେ ପିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ 

ଭବାନୀପାଟଣା,୨୨।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ତଲନାଗି ଓ ପୋଡାପଦର ପଞ୍ଚାୟତର ସରକାରୀ ଅନୁଦାନର ୩ କୋଟି ୨୬ ଲକ୍ଷ ଟଙ୍କା କ୍ରିକେଟ ବେଟିଂରେ ଲଗେଇବା ଅଭିଯୋଗରେ ପିଇଓ ଦେବାନନ୍ଦ ସାଗରଙ୍କୁ ଭିଜିଲାନ୍ସ ବିଭାଗ ଗିରଫ...

କ୍ଷତିପୂରଣ ଦାବିରେ ରାସ୍ତାକାମ ବନ୍ଦ କଲା ପରିବାର, ଫେରିଗଲେ ପ୍ରଶାସନିକ ଅଧିକାରୀ

କୋକସରା,୨୨ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବୋବରିଆ ଛକରୁ ଡେଙ୍ଗାଗୁଡା ମହିମା ପର୍ଯ୍ୟନ୍ତ ୬.୧୭୦ କିମି ରାସ୍ତା ପାଇଁ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ଠିକାସଂସ୍ଥା କାର୍ଯ୍ୟାଦେଶ ପାଇ କାର୍ଯ୍ୟ ସମ୍ପାଦନ କରିଥିଲେ।...

ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ ସଭାପତି ରେବତୀ ମାଝୀ ଓ ପୂର୍ବତନ ସମ୍ପାଦିକା ତେଜସ୍ବିନୀ ମାଝୀଙ୍କ ମିଳିତ...

ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଏଥିରେ ଗାଡ଼ି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ଜଣ...

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ ଦରମା ବନ୍ଦ କରିଛନ୍ତି। ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ବ୍ଲକର ଘୋଡାପୋଖରୀ, ପୁଇଗୁଡା,...

କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଠାରେ ସ୍ବାସ୍ଥ୍ୟ ପରୀକ୍ଷା କଲେ…

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଥିଲା। ଭାରତ ପେଟ୍ରୋଲିୟମ କୋପୋରେଶନ ଲିମିଟେଡର ସହାୟତାରେ କଳିଙ୍ଗ କୁଶୁମ ସହଯୋଗରେ ଆୟୋଜିତ ସ୍ବାସ୍ଥ୍ୟ...

କେସିଙ୍ଗା ତହସିଲଦାରଙ୍କ ନେତୃତ୍ୱରେ ସିରଜାପାଲିରେ ଉଚ୍ଛେଦହେଲା ଜବରଦଖଲ

କେସିଙ୍ଗା,୨୧.୩(ତୁମେଶର ସାହୁ): କଳାହାଣ୍ଡି ଜ଼ିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ସିରଜାପାଲି ଗ୍ରାମରେ ପ୍ରାୟ ୩୦୦ ଏକର ଗୋଚର ଭୂମିକୁ ଲୋକେ ଜବରଦଖଲ କରି ଚାଷ କରୁଥିବା ଏବଂ ରୋଡ ରାସ୍ତାକୁ ଜବରଦଖଲ କରି ଘର ର୍ନିମାଣ କରିଥିବା ଜିଲାପାଳଙ୍କ ନିକଟରେ...

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପ୍ରଶାସନ ଓ କଳାହାଣ୍ଡି ଜିଲା ଦିବ୍ୟାଙ୍ଗ ମଞ୍ଚ ତଥା ସାଇଟ ସେଭର ଇଣ୍ଡିଆର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image