କଳାହାଣ୍ଡି

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି ଲାଗୁ କରିବା ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇ ପକ୍ଷରୁ ବିକ୍ଷୋଭ...

ବିଦ୍ୟୁତ୍‌ ଶର୍ଟସର୍କିଟରୁ ନିଆଁଲାଗି ଜଳିଗଲା ଟ୍ରକ୍‌

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୁପା ଫାଣ୍ଡି ଅନ୍ତର୍ଗତ ଭବାନୀପାଟଣା-ରାୟଗଡା ୬ନଂ. ରାଜ୍ୟ ରାଜପଥ କିଡିଙ୍ଗ ଗ୍ରାମ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ୍‌ରେ ବିଦ୍ୟୁତ୍‌ ଶର୍ଟ ସର୍କିଟ ହୋଇ ନିଆଁ ଲାଗିଯାଇଥିଲା।...

ବାଘ ଆକ୍ରମଣରେ ଗାଈର ମୃତ୍ୟୁ ସନ୍ଦେହ

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ କାନକୁଟରୁଠାରେ ରବିବାର ବାଘ ଆକ୍ରମଣରେ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଗତ କିଛିଦିନ ହେଲା ଅଞ୍ଚଳରେ ଏକ ବାଘ ବୁଲୁଥିବା ଲୋକେ ଆଲୋଚନା କରୁଥିଲେ।...

ଗୋଟିଏ ନମ୍ବର ପ୍ଲେଟରେ ୨ ବସ୍‌ ଜବତ କଲା ପରିବହନ ଓ ପୋଲିସ ବିଭାଗ

ଭବାନୀପାଟଣା,୨୮ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସମାନ ନମ୍ବର ପ୍ଲେଟ ଥାଇ ୨ଟି ଘରୋଇ ବସ୍‌ ଚାଲୁଥିବାବେଳେ ପରିବହନ ଓ ପୋଲିସ ବିଭାଗ ହାତରେ ଧରାପଡିଛି। ଏହାକୁ ନେଇ ଜିଲାରେ ଏବେ ଚର୍ଚ୍ଚା ଚାଲିଛି। ମାଣିକେଶ୍ୱରୀ ଟ୍ରାଭେଲ୍ସର ଏହି...

ରାସ୍ତା ନିର୍ମାଣ ବେଳେ ପେଟି ଠିକାଦାରଙ୍କୁ ଆକ୍ରମଣ

କେସିଙ୍ଗା,୨୮ା୪ (ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମ ପଞ୍ଚାୟତ ମଶାଣିବନ୍ଧ ଗ୍ରାମଠାରେ ଆର୍‌ଡ଼ି ବିଭାଗ ପକ୍ଷରୁ ରାସ୍ତାକାମ ଚାଲୁରହିଛି। ଏପରିସ୍ଥଳେ ଗ୍ରାମର ଜଣେ ବ୍ୟକ୍ତି ସୋମବାର ରାସ୍ତାକାମକୁ ବିରୋଧ କରି ପେଟି ଠିକାଦାର ନେପାଳ ପ୍ରଧାନ...

କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଧର୍ମଗଡ଼, ୨୮ା୪ (ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଚିଲିଚିଲା ଗ୍ରାମର ହେମନ୍ତ ନାଏକ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିବାବେଳେ ରବିବାର ଏକ କାର୍‌ ଧକ୍କାରେ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଚିଲିଚିଲା ଗ୍ରାମର ଅନ୍ୟ...

ମନରେଗା ଯୋଜନାରେ ଅନିୟମିତତା : ଏନଏମଏମଏସରେ ଚଞ୍ଚକତା କରି ଅର୍ଥ ହରିଲୁଟ

ଥୁଆମୂଳ ରାମପୁର,୨୮।୪(ଦୁର୍ଗା କୀର୍ତ୍ତି): ମନରେଗା ଯୋଜନାକୁ ସଫଳ ରୂପାୟନ କରିବା ନିମନ୍ତେ ଗାଁସାଥି ଭାବରେ ଜଣେ ଲୋକଙ୍କୁ ଚୟନ କରାଯାଇଛି। କିନ୍ତୁ ଏହି ଗାଁସାଥିଙ୍କ ଦୌରାତ୍ମ୍ୟ ଯୋଗୁ ମନରେଗା ଯୋଜନା ବାଟବଣା ହେଉଥିବା ଅଭିଯୋଗ ଆସୁଛି। କେଉଁଠି ଗାଁସାଥୀ ନିଜେ...

ଘରେ ପଇସା ରଖନ୍ତି ନାହିଁ ମହିଳା, ଜାଣନ୍ତୁ ଏହା ପଛର ମୁଖ୍ୟ କାରଣ…

ଭବାନୀପାଟଣା,୨୮।୪ (ଉତ୍ତମ କୁମାର ଦାଶ): ପୁରାତନ କାଳରେ ଯେତେବେଳେ ଟଙ୍କାର ପ୍ରଚଳନ ନ ଥିଲା ସେତେବେଳେ ମଣିଷ ନିଜର ଦୈନନ୍ଦିନ ଜୀବନର ଚାହିଦା ମେଣ୍ଟାଇବା ପାଇଁ ଦ୍ରବ୍ୟର ଆଦାନ ପ୍ରଦାନ ମାଧ୍ୟମରେ ବିପଣନ କରୁଥିଲା। ଏହି କ୍ରମରେ ନିଜ ପାଖରେ...

ବିନା ସୂଚନାଫଳକରେ ଚାଲିଛି ଉପ-ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କାର୍ଯ୍ୟ, ନିମ୍ନମାନର ଅଭିଯୋଗ

କେସିଙ୍ଗା,୨୭ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଶିରୋଲସ୍ଥିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ପଛପଟରେ ସ୍ବାସ୍ଥ୍ୟ ବିଭାଗର ଏନ୍‌ଆର୍‌ଏଚ୍‌ଏମ୍‌ ଦ୍ୱାରା ୫୫ଲକ୍ଷ ବ୍ୟୟ ଅଟକଳରେ ଉପସ୍ବାସ୍ଥ୍ୟକେନ୍ଦ୍ର କେସିଙ୍ଗାର ଜନୈକ ଠିକାଦାରଙ୍କ ଦ୍ୱାରା ନିର୍ମାଣ ଚାଲିଛି। ଉକ୍ତ କେନ୍ଦ୍ରର ଫାଉଣ୍ଡେଶନଠାରୁ...

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି। ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର କୋଲାରସଙ୍କ ନେତୃତ୍ୱରେ ଧର୍ମଗଡ ନିକଟସ୍ଥ ଚିଲଚିଲା ଗ୍ରାମର ଏକ ଢ଼ାବାରେ ଚଢାଉ କରାଯାଇ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ଦାୟିତ୍ୱ ତୁଲାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri