କଳାହାଣ୍ଡି

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ତତ୍ପରତା ଦେଖାଇଲା ପ୍ରଶାସନ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଖବର ପ୍ରସାର ପରେ ବ୍ଲକ ପ୍ରଶାସନ ସାଙ୍ଗେ ସାଙ୍ଗେ ତତ୍ପରତା ଦେଖାଇ ଦୁର୍ଗମ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତ ଅଧୀନସ୍ଥ ବାର୍ଷିକୋଣା ଗ୍ରାମକୁ ଯାଇ ପହଞ୍ଚି ସ୍ଥିତି ଅନୁଧ୍ୟାନ...

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ କେସିଙ୍ଗା ମୁସଲମାନ ସମାଜର ବିରୋଧ, ଦୋଷୀଙ୍କୁ କଠୋର ଦଣ୍ଡ ସହ ଫାଶୀ ପାଇଁ ଦାବି

କେସିଙ୍ଗା,୨୫ା୪(ତୁମେଶ୍ୱର ସାହୁ): କଶ୍ମୀରର ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପର୍ଯ୍ୟଟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ପାଇଁ କେସିଙ୍ଗା ମୁସଲମାନ ସମାଜ ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦାବି କରି...

ଗାଁ ଝାଙ୍କର, ପୂଜାରୀଙ୍କୁ ଆଦିବାସୀ ସଂଘର ସମ୍ବର୍ଦ୍ଧନା

କର୍ଲାମୁଣ୍ଡା,୨୫ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଗାଁରେ ଆଦିବାସୀ ସଂଘ ପକ୍ଷରୁ ଜନସମ୍ପର୍କ ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଂଘ ସଭାପତି ପ୍ରକାଶ ମାଝୀଙ୍କ ନେତୃତ୍ୱରେ ଅନୁଷ୍ଠିତ ଯାତ୍ରାରେ ବ୍ଲକ ସଂଘ ସଭାପତି ସୁରେନ୍ଦ୍ର ଭୋଇ,...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି।...

୨୬ ପର୍ଯ୍ୟଟକଙ୍କ ହତ୍ୟା ପ୍ରତିବାଦରେ କ୍ୟାଣ୍ଡେଲ ଶୋଭାଯାତ୍ରା

ରୁପ୍ରାରୋଡ ୨୫।୪ (ସଞ୍ଜିବ ଦାସ): ଦକ୍ଷିଣ ଭାରତର ପ୍ରମୁଖ ପର୍ଯ୍ୟଟନସ୍ଥଳ ଜମ୍ଭୁକଶ୍ମୀରସ୍ଥିତ ପହଲଗାମରେ ଇସଲାମିକ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ରୁ ଉଦ୍ଧର୍‌ବ ପର୍ଯ୍ୟଟକ ପ୍ରାଣ ହରାଇଥିବାବେଳେ ଅନେକ ଗୁରୁତର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ଥାଇ ମୃତ୍ୟୁ ସହ...

ଜନସମ୍ପର୍କ ଶିବିର: ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସୃଷ୍ଟି କରିବାକୁ ପ୍ରୟାସ

ଥୁଆମୂଳ ରାମପୁର,୨୫।୪(ଦୁର୍ଗା କୀର୍ତ୍ତି): ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ପୋଲିସର ଜନସମ୍ପର୍କ ଶିବିରମାନ ଆୟୋଜନ କରି ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ଭାବଜାଗ୍ରତ କରିବା ଉଦ୍ଦେଶ୍ୟରେ ପ୍ରୟାସ...

କଳାହାଣ୍ଡିରେ ପାରଦ ଉପରମୁହାଁ: ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି।...

ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ

ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍‌ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ...

ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ

ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହୋଇ କାଳାତିପାତ କରୁଥିବା ଦେଖିବାକୁ ମିଳିଛି। ବାର୍ଷିକୋଣା ଗ୍ରାମବାସୀ...

ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ

କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସିଡିପିଓ...

କେସିଙ୍ଗାରେ ଜାତୀୟ ପଞ୍ଚାୟତିରାଜ ଦିବସ

କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ବ୍ଲକ ପରିସରରେ ମଧ୍ୟରେ ଗୁରୁବାର ମହାସାମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଇ ଉଦ୍‌ଘାଟନ...

୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି

ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ ବିକାଶ କରାଯିବ କହି ବର୍ଷ ପରେ ବର୍ଷ ଉକ୍ତ ଅଞ୍ଚଳକୁ ଠକିବାରେ ଲାଗିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri