୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି ଫେଇଯାଇଛନ୍ତି। ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦେବା ଦିଗରେ ସରକାରୀ ସ୍କୁଲମାନଙ୍କରେ ଅନେକ...
ଚୈତ୍ର ମହୋତ୍ସବରେ ଦେବୀଙ୍କ ନଗର ପରିକ୍ରମା
ରିଷିଡ଼ା,୧୨ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଚୈତ୍ର ମହୋତ୍ସବ ଆରମ୍ଭ ହୋଇଛି। ଶନିବାର ଦେବଦେବୀଙ୍କ ନିଶାଣ ବିରବାଦ୍ୟ ସହିତ ନଗର ପରିକ୍ରମା ଛତରଯାତ୍ରା ଆୟୋଜିତ ହୋଇଯାଇଛି। ଏହି ଅବସରରେ ଦେବୀ...
ମୋବାଇଲ ଦୋକାନରୁ ଚୋରି ଘଟଣା: ୩୦ ମୋବାଇଲ ସମେତ ୭୧୦୦ ଟଙ୍କା ଜବତ
ଭବାନୀପାଟଣା,୧୨ା୪: କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଶୁକ୍ରବାର ବିଭିନ୍ନ କମ୍ପାନୀର ୩୦ଟି ଚୋରି ମୋବାଇଲ ସମେତ ନଗଦ ୭୧ଶହ ଟଙ୍କା ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗରେ ଜଣକୁ ପୋଲିସ ଅଟକ ରଖି ପଚରାଉଚରା...
ଭିଜିଲାନ୍ସ କୋର୍ଟରେ ପୂର୍ବତନ ସିଡିପିଓ ଦଣ୍ଡିତ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ପୂର୍ବତନ ସିଡିପିଓ ବିଜୟା ଲକ୍ଷ୍ମୀ ମାରାଣ୍ଡି ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ବଦ୍ରିନାରାୟଣ ନନ୍ଦ ଏହି ମାମଲାରେ ପୂର୍ବତନ ସିଡିପିଓ ମାରାଣ୍ଡିଙ୍କୁ ଦୋଷୀ...
ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ବିଶ୍ୱ ବିଦ୍ୟାଳୟ ଛକସ୍ଥିତ ସହରାଞ୍ଚଳ ପ୍ରାଥମିକ...
ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ
ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଭବାନୀପାଟଣା ସଦର ଥାନା ଅନ୍ତର୍ଗତ...
ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ
ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍, ମଧୁପୁର ପିଏଚ୍ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି। ଲାଞ୍ଜିଗଡ ବ୍ଲକ ମେଡିକାଲ...
ଆୟୁଷ୍ମାନ୍ ଭାରତ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ
ଥୁଆମୂଳ ରାମପୁର,୧୧ା୪ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତରଫରୁ ଅଡ୍ରି ଗ୍ରାମସ୍ଥିତ ଆୟୁଷ୍ମାନ୍ ଆରୋଗ୍ୟ ମନ୍ଦିର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଆୟୁଷ୍ମାନ୍ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ ହୋଇଛି।...
ଆୟୁଷ୍ମାନ୍ ଭାରତ ଯୋଜନା ଶୁଭାରମ୍ଭ
କର୍ଲାମୁଣ୍ଡା,୧୧ା୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ବିଭିନ୍ନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଆୟୁଷ୍ମାନ୍ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ ହୋଇଛି। ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ...
ବିଦ୍ୟାଳୟ ପରିଦର୍ଶନ କଲେ ବ୍ଲକ ଅଧ୍ୟକ୍ଷ, ଶ୍ରେଣୀ ଗୃହର ଅଭାବ ହେବ ଦୂର
କେସିଙ୍ଗା,୧୧।୪(ତୁମେଶର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କସୃପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟକୁ ବ୍ଲକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତି ଶୁକ୍ରବାର ପରିଦର୍ଶନ କରି କରିଥିଲେ। ଛାତ୍ରୀଛାତ୍ରଙ୍କ ଅଧ୍ୟୟନରେ ଶ୍ରେଣୀ ଗୃହର ଅଭାବ ରହିଥିଲା। ବିଦ୍ୟାଳୟର ବିଭିନ୍ନ ସମସ୍ୟା...
ଗିରି ଗୋବର୍ଦ୍ଧନ ଜଙ୍ଗଲରେ ନିଆଁ
କୋକସରା,୧୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ଗ୍ରାମକୁ ଲାଗି ରହିଥିବା ଗିରି ଗୋବର୍ଦ୍ଧନ ଜଙ୍ଗଲରେ ଗୁରୁବାର କୌଣସି କାରଣରୁ ହଠାତ୍ ନିଆଁ ଲାଗି ବ୍ୟାପିଯାଇଥିଲା। ଏହାଦେଖି ସ୍ଥାନୀୟ ଯୁବକ ସଂଘ ପକ୍ଷରୁ ଆମପାଣି ଫରେଷ୍ଟ...
୬୦୬ରୁ ଅଛନ୍ତି ମାତ୍ର ୧୯୯ ଡାକ୍ତର
ଭବାନୀପାଟଣା,୧୧ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ବିଭାଗରେ ଏବେ ଅନେକ ପଦବୀ ଖାଲି ପଡିଛି। ଫଳରେ ଜିଲାବାସୀ ଠିକ୍ ସମୟରେ ଆବଶ୍ୟକ ସ୍ବାସ୍ଥ୍ୟସେବା ପାଉ ନ ଥିବା ଅଭିଯୋଗ ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ୬୦୬...
Archives


