ଧାନ ବିକ୍ରି ଟଙ୍କା ଧରି ଘରକୁ ଫେରୁଥିଲେ: ବାଟରୁ ଲୁଟିନେଲେ ଦୁର୍ବୃତ୍ତ
କୋକସରା,୨୦ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)- କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ଲଟାପଡା ଗ୍ରାମର ଚାଷୀ ଉପେନ୍ଦ୍ର ରୋତି ଗୁରୁବାର କୋକସରା ଷ୍ଟେଟ ବ୍ୟାଙ୍କରୁ ଧାନ ଫସଲ ବିକ୍ରି ବାବଦରେ ୨୫ ହଜାର ଟଙ୍କା ଉଠାଇ ବାଇକ୍ରେ ଘରକୁ ଯାଉଥିଲେ।...