କଳାହାଣ୍ଡି

ନିଜ ଖର୍ଚ୍ଚରେ ରାସ୍ତା ମରାମତି କଲେ ଯୁବ ସଙ୍ଗଠକ

କେସିଙ୍ଗା,୧୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହ ବଲାଙ୍ଗୀର ଜିଲା ଟିଟଲାଗଡ ସହରକୁ ସଂଯୋଗ କରୁଥିବା ରାସ୍ତାର କେସିଙ୍ଗା ସହରଠାରୁ ପ୍ରାୟ ୫୦୦ ମିଟର ଦୂର ଏକ କଲଭର୍ଟ ଉପରେ ଗତ ଏକ ବର୍ଷ ହେଲା ସିମେଣ୍ଟ ଫାଟି ଲୁହା ରଡ଼...

ଦୂରହେବ ଦୀର୍ଘ ଦଶନ୍ଧିର ଦୁଃଖ

ଭବାନୀପାଟଣା,୧୯।୫(ସ୍ବ.ପ୍ର.): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବାକୁ ସରକାର ରାସ୍ତା ଓ ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ ଇଲାକାର ଲୋକଙ୍କ ପାଇଁ ପ୍ରହସନ ପାଲଟିଛି ଯୋଜନା। ନଦୀରେ ପୋଲଟିଏ ନ ଥିବା...

ବିଧାୟକଙ୍କ ନିର୍ଦ୍ଦେଶରେ ୩ବର୍ଷ ପରେ ଖୋଲିଲେ ଗେଟ୍‌

କେସିଙ୍ଗା,୧୭।୫(ଡି.ଏନ.ଏ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପ୍ରସୂତିକାଳୀନ ଏବଂ ଶିଶୁ ସାସ୍ଥ୍ୟ କେନ୍ଦ୍ରକୁ ଯାଇଥିବା ମୁଖ୍ୟ ଗେଟ୍‌କୁ ଜିଲାପାଳଙ୍କ ଉପସ୍ଥିତରେ ଖୋଲା ଯାଇଛି। ଜାତୀୟ ରାଜପଥ ୨୬ ଠାରୁ ମାର୍କେଟ ଦେଇ ପ୍ରସୂତିକାଳୀନ ଏବଂ ଶିଶୁ...

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଆସିବେ ୫ଟି ସଚିବ

କେସିଙ୍ଗା,୧୭।୫(ଡିଏନଏ) ଆସନ୍ତା ୧୯ ଓ ୨୦ ତାରିଖ ଶୁକ୍ରବାର ଏବଂ ଶନିବାର ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ଏନେଇ କେସିଙ୍ଗା ବିଡ଼ିଓ ପ୍ରଫୁଲ କୁମାର ଅଦୁ ସୂଚନା ଦେଇଛନ୍ତି। ପ୍ରଥମେ ୧୯ ତାରିଖରେ କେସିଙ୍ଗା ବ୍ଲକର...

ଓଇଏସ ପାଇଲେ କୋକସରା ଜବାହର ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ

କୋକସରା,୧୬।୫(ଡି.ଏନ.ଏ) ଓଡିଶା ଏଜୁକେସନ ସର୍ଭିସରେ କୃତକାର୍ଯ୍ୟ ହୋଇଛନ୍ତି ମଧୁସ୍ମିତା ନାଏକ । ସେ ବର୍ତ୍ତମାନ କୋକସରା ଜବାହର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି। ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ସ୍ବର୍ଗତ ଅନାମ ନାଏକଙ୍କ...

୩ ୱାର୍ଡ ସଭ୍ୟଙ୍କ ସାମୂହିକ ଇସ୍ତଫା

କୋକସରା,୧୫।୫(ଡି.ଏନ.ଏ.): ପଞ୍ଚାୟତର ଜନସାଧାରଣଙ୍କ ସମସ୍ୟାର ସମାଧାନ କରିବାକୁ ୱାର୍ଡ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ପ୍ରଶାସନର ଅଣଦେଖା ପ୍ରତିବାଦ କରି ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ଗ୍ରାମପଞ୍ଚାୟତର ୩ଜଣ ୱାର୍ଡ଼ ସଭ୍ୟ ସଭ୍ୟା ସାମୂହିକ ଭାବେ...

ଭତ୍ତା ପାଇଁ ବୃଦ୍ଧ ଦମ୍ପତି ଚାଲିଲେ ୭ କି.ମି.

କେସିଙ୍ଗା,୧୬।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମପଞ୍ଚାୟତ ପୋଢ଼ଖମ୍ବ ଗ୍ରାମର ନବ ଛତ୍ରିଆ (୭୦), ଫୁଲମତି ଛତ୍ରିଆ (୬୮) ବୃଦ୍ଧ ଦମ୍ପତି ସୋମବାର ଜିଲାପାଳଙ୍କ ଅଭିଯୋଗ ଶିବିରକୁ ଅଭିଯୋଗ କରିବା ପାଇଁ ବ୍ଲକ କାର୍ଯ୍ୟାଳୟ ଆସିଥିଲେ। ବାର୍ଦ୍ଧକ୍ୟ ଭତ୍ତା...

ଓଲଟିଲା ଟ୍ରାକ୍ଟର, ଚାପି ହୋଇ ଚାଳକ ମୃତ

ଜୁନାଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କାନ୍ଦୁଲବନ୍ଦ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ସାମାନକୁ ଆସିଛି। ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିବାରୁ ଚାଳକ ଜଣକ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଗୌଡଛେଣ୍ଡିଆ ଗଁାର...

ଇନ୍ଦ୍ରାବତୀ ବାମ କେନାଲରୁ ବନ୍ଦ ହେଲା ଜଳସେଚନ

ଭବାନୀପାଟଣା,୧୫।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ବାମ କେନାଲରେ ସୋମବାରଠାରୁ ରବି ଚାଷ ପାଇଁ ଜଳସେଚନ ବନ୍ଦ କରାଯାଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ଜାନୁୟାରୀ ୭ ତାରିଖରେ ରବି ଚାଷ ପାଇଁ ବାମ କେନାଲରେ ଜଳ ସେଚନ ଆରମ୍ଭ...

ମାଓବାଦୀଙ୍କ ବନ୍ଦ ଡାକରା: ଡେଟୋନେଟର ଲଗାଇ ରାସ୍ତାରେ ଗଛ ପକାଇ ଅବରୋଧ

ଭବାନୀପାଟଣା,୧୫।୫(ସ୍ବ.ପ୍ର.): ୧୨ ଦଫା ଦାବି ନେଇ କଳାହାଣ୍ଡି ଜିଲା ସମେତ ୬ ଜିଲାକୁ ସୋମବାର ଲାଲବାହିନୀ ବନ୍ଦ ଡ଼ାକରା ଦେଇଛନ୍ତି । ଏ ନେଇ ଗତ କିଛି ଦିନ ତଳେ ସିପିଆଇ ମାଓବାଦୀ ପ୍ରବକ୍ତା ଚକରା ବିଶୋଇଙ୍କ ଏକ ଅଡିଓ...

ଲାଞ୍ଜିଗଡ଼ରେ ପୁଣି ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ୍‌

ଲାଞ୍ଜିଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ପୁଣି ଥରେ ୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ନେଟୱର୍କ ଫେଲ। ଗତ ଏପ୍ରିଲରେ ୯ ଦିନ ନେଟୱର୍କ ନ ଥିଲା। ଏହି ମାସରେ ପୁଣି ଆଜକୁ ୫ ଦିନ ହେଲାଣି ଲାଞ୍ଜିଗଡ ଏବଂ ଏହାର...

କଳାହାଣ୍ଡିରେ ପୁଣି ଉପସ୍ଥିତି ଜାହିର କଲେ ଲାଲବାହିନୀ: ଏମ୍‌ ରାମପୁର ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

ଭବାନୀପାଟଣା,୧୪।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଟାପରାଙ୍ଗ ସଂରକ୍ଷିତ ଜଙ୍ଗଲରେ ଗତ ୯ ତାରିଖ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ପୋଲିସ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଡ଼ିଏସପି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri