କଳାହାଣ୍ଡି

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ଟ୍ରାନ୍ସଫର୍ମର, ଆଉ ତା’ପରେ…

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ବୋବରିଆ ଗ୍ରାମ ନିକଟରେ ଲାଗିଥିବା ଏକ ଟ୍ରାନ୍ସଫର୍ମର ଗୁରୁବାର ସନ୍ଧ୍ୟାରେ ସଟଶର୍କିଟ ହୋଇ ନିଆଁ ଲାଗି ପୋଡି ଯାଇଛି। ଗ୍ରାମବାସୀ ଏହା ଦେଖି ତୁରନ୍ତ ସ୍ଥାନୀୟ ବିଦ୍ୟୁତ୍‌...

ଦୀର୍ଘ ବର୍ଷ ପରେ ଦୂର ହେଲା ପାନୀୟ ଜଳ ସମସ୍ୟା

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ପଞ୍ଚାୟତ ସିର୍ଲିଗୁଡା ଗ୍ରାମର ଗୌନ୍ତିଆ ପଡ଼ାରେ ଦୀର୍ଘ ବର୍ଷ ପରେ ପାନୀୟଜଳର ସମସ୍ୟା ସମାଧାନ ହୋଇଛି। ପାନୀୟ ଜଳ ପାଇଁ ଅନେକ ଥର ପଞ୍ଚାୟତ ଓ ପ୍ରଶାସନ...

ଧାନଫସଲରେ ରୋଗପୋକ, ଚିନ୍ତାରେ ଚାଷୀ

କୋକସରା,୨୪ା୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭରଶୀଳ। ଚଳିତ ବର୍ଷ ବ୍ଲକର ୨୨ ପଞ୍ଚାୟତରେ ଖରିଫ ଧାନ ଚାଷ ପାଖାପାଖି ୧୮ହଜାର ୪୫ ହେକ୍ଟରରେ ହୋଇଥିବା କୃଷି ବିଭାଗ ପକ୍ଷରୁ...

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ଭୁବନେଶ୍ୱର ରାଜ ଭବନ ଅଫିସ କାର୍ଯ୍ୟାଳୟ...

ପାଠପଢ଼ା ଛାଡି ମଦ କୋଠିରେ ମାତାଲ ଶିକ୍ଷକ: ଭିଡିଓ ଭାଇରାଲ ପରେ କାର୍ଯ୍ୟାନୁଷ୍ଠାନ ଦାବି

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଗୋଷ୍ଠୀ ଶିକ୍ଷା ବିଭାଗ ଅଧୀନରେ ଥିବା କାଶିବାହାଲ କ୍ଲଷ୍ଟର ଧନସରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଶିକ୍ଷକ ଦିବ୍ୟଲାଲ ଛତ୍ରିଆ ସ୍କୁଲକୁ ଆସି ପିଲାଙ୍କୁ ପାଠ ପଢ଼ାଇବା ଛାଡି ବିଦ୍ୟାଳୟ ନିକଟରେ...

ବେଦାନ୍ତ ଆଲୁମିନିୟମର ‘ସ୍ବର୍ଣ୍ଣ ପ୍ରାଶନ’ କାର୍ଯ୍ୟକ୍ରମ: ୧୦ଟି ବିଦ୍ୟାଳୟର ୩୭୦୦ରୁ ଅଧିକ ଛାତ୍ରୀଛାତ୍ର ସାମିଲ

ଭବାନୀପାଟଣା/ଲାଞ୍ଜିଗଡ଼, ୨୪।୧୦(ଉତ୍ତମ କୁମାର ଦାଶ/ରମେଶ ନାୟକ)- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଆୟୁଷ ମନ୍ତ୍ରଣାଳୟ ସହଭାଗିଦାରୀରେ ଗତ ମାସ ଠାରୁ ‘ସ୍ବର୍ଣ୍ଣ ପ୍ରାଶନ’ ଟିକାକରଣ ଅଭିଯାନ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା କଳାହାଣ୍ଡି ଜିଲାର ୧୦ଟି...

ହିତାଧିକାରୀଙ୍କ ନାଁରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ: ସରପଞ୍ଚ, ଜିଲାପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଲା ଅଭିଯୋଗ

ଜୁନାଗଡ଼,୨୪।୧୦(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତର କିଛି ହିତାଧିକାରୀଙ୍କ ନାମରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏଥିରେ ପି.ଏମ. କିଶାନ, ସି.ଏମ. କିଶାନ, ଗ୍ୟାସ...

ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ଲାଲ୍‌ବାହିନୀରେ ରହି କରୁଥିଲେ…

ଭବାନୀପାଟଣା,୨୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍‌ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ...

ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ପରଲୋକ

ଭବାନୀପାଟଣା,୨୨।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ୬୪ ବର୍ଷ ବୟସରେ ମଙ୍ଗଳବାର ସକାଳରେ ପରଲୋକ ହୋଇଛି। ସୋମବାର ଦେହ ଅସୁସ୍ଥ ହେବା ପରେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ମେଡିକାଲ...

ମା’ ମାଣିକେଶ୍ବରୀଙ୍କ ଛତରଯାତ୍ରାକୁ ନେଇ ଆପତ୍ତିଜନକ ମନ୍ତବ୍ୟ: ଥାନାରେ ପହଞ୍ଚିଲା ମାମଲା

ଭବାନୀପାଟଣା,୨୧ା୧୦(ଉତ୍ତମ କୁମାର ଦାଶ): ଲୋକଙ୍କ ଆସ୍ଥାର ପ୍ରତୀକ କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ଛତର ଯାତ୍ରା ପ୍ରତି ଟିପିଡବ୍ଲ୍ୟୁଓଡ଼ିଏଲ୍‌ ଆର୍‌ସିଏମ୍‌ ଡିଭିଜନର ଜଣେ କର୍ମଚାରୀଙ୍କ ଆପତ୍ତିଜନକ ମନ୍ତବ୍ୟକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଏହାକୁ ନେଇ କଳାହାଣ୍ଡି ହେଲ୍‌ପିଂ...

୨୬ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜନ ସଂଗ୍ରାମ ସମିତି ପକ୍ଷରୁ ଦାବିପତ୍ର

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସାଧାରଣ ଜନତାଙ୍କ ମୌଳିକ ଅଧିକାର ପାଇଁ ୨୬ ଦଫା ଦାବି ନେଇଁ ଗାନ୍ଧୀ ଜୟନ୍ତୀରୁ ଜନ ସଂଗ୍ରାମ ସମିତିର କର୍ମକର୍ତ୍ତା ମାନେ ଗୋଲାମୁଣ୍ଡାରୁ -ଭୁବନେଶ୍ୱର ଅଭିମୁଖେ ପଦଯାତ୍ରା ଆରମ୍ଭ କରିଥିଲେ। ଏହାର ନେତୃତ୍ୱ...

ଇଣ୍ଡିଆ ବୁକ ଅଫ ରେକର୍ଡସରେ ସ୍ଥାନିତ ହେଲା ବିକାଶ ଆବାସିକ ବିଦ୍ୟାଳୟ: ଜାଣନ୍ତୁ କାହିଁକି

ଭବାନୀପାଟଣା,୨୧।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟ ଏକ ନୂତନ କୀର୍ତ୍ତିମାନ ହାସଲ କରିବାରେ ସଫଳ ହୋଇଛି। ଚଳିତ ବର୍ଷ ଅଗଷ୍ଟ ୧ ତାରିଖ ‘ସମ୍ବଲପୁରୀ ଦିନ’ ପାଳନ ଅବସରରେ ଅନୁଷ୍ଠାନର ତିନିଶହରୁ ଉଦ୍ଧର୍‌ବ ଛାତ୍ରୀଛାତ୍ରଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri