ନିଖୋଜର ଦିନକ ପରେ ମିଳିଲା ମୃତଦେହ: ସ୍ବାମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ସ୍ତ୍ରୀ
କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଭମରମାଲ ଛକ ନିକଟରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ କେସିଙ୍ଗା ଥାନା ଅଧୀନ ପରଲସିଙ୍ଗା ଗ୍ରାମର ରଏନପଡାର ବିରଞ୍ଚି ନାଏକ(୩୨)। ମିଳିଥିବା ସୂଚନା ମୁତାବକ,...