କଳାହାଣ୍ଡି

ଗରିବ ହିତାଧିକାରୀଙ୍କ ପିଡ଼ିଏସ ଚାଉଳ ବାଟମାରଣା ଅଭିଯୋଗ

କୋକସରା,୨୨/୦୫(ଡି.ଏନ.ଏ): ଗରିବ ସୀମାରେଖା ତଳେ ରହୁଥିବା ହିତାଧିକାରୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପିଡିଏସ ଚାଉଳ ଯୋଗାଣ କରୁଥିବା ବେଳେ ଗରିବଙ୍କ ପେଟକୁ ମାରି ଚାଉଳ ବାଟମାରଣା ହେଉଥିବା ଅଭିଯୋଗ ଆସିଛି । କଳାହାଣ୍ଡି ଜିଲା...

ୟୁପିଏସ୍‌ସି ପରୀକ୍ଷା ରେ ଉତ୍ତୀର୍ଣ ହୋଇ କଳାହାଣ୍ଡି ପାଇଁ ଗୌରବ ଆଣିଲେ ପ୍ରଥମା ପ୍ରତୀକ୍ଷା ପ୍ରଧାନ

ଭବାନୀପାଟଣା,୨୩।୫(ସ୍ବ.ପ୍ର.): କଥାରେ ଅଛି ଦୃଢ଼ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ସଫଳତାର ଶୀର୍ଷରେ ପହଞ୍ଚାଇଥାଏ। ଠିକ ଏହି ଉକ୍ତିଟି ପରି କଳାହାଣ୍ଡି ଜିଲା ଭଳି ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଜଣେ ଝିଅ ମଙ୍ଗଳବାର ସଫଳତାର ଶୀର୍ଷରେ ପହଞ୍ଚିପାରିଛନ୍ତି। ଭାରତୀୟ...

ବସୁଧା ଯୋଜନା କାର୍ଯ୍ୟକାରୀ ହେବାରେ ବିଳମ୍ବ, ପିଇବା ପାଣି ପାଇଁ ଲୋକେ ହଇରାଣ

କର୍ଲାମୁଣ୍ଡା,୨୦ା୫(ଡି.ଏନ୍‌.ଏ.): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାର ସାଧାରଣ...

ଡୋକରୀଚଞ୍ଚରାର ହେବ ସୌନ୍ଦର୍ଯ୍ୟକରଣ, ପ୍ରତିଶ୍ରୁତି ଦେଲେ ୫-ଟି ସଚିବ

କୋକସରା,୨୦ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଗସ୍ତରେ ଆସି ଶନିବାର ୫-ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ କୋକସରା ବ୍ଲକ ଆମପାଣି ବୁଢ଼ାରଜା ମନ୍ଦିରରେ ମଧ୍ୟାହ୍ନରେ ପହଞ୍ଚି ପ୍ରଥମେ ଆରାଧ୍ୟ ଦେବ ବୁଢ଼ାରଜାଙ୍କ ଦର୍ଶନ ଲାଭ କରି ମଞ୍ଚକୁ ଯାଇଥିଲେ। ମିଶନ ଶକ୍ତି...

ଶ୍ବଶୁର ଘର ଗାଁରେ ଜ୍ବାଇଁର ମୃତ୍ୟୁ

କେସିଙ୍ଗା,୨୦।୫(ଡିଏନଏ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମ ପଞ୍ଚାୟତର ପୋଢ଼ଖମ୍ବ ଗ୍ରାମର ପିଡବ୍ଲୁଡି ମୁଖ୍ୟ ରାସ୍ତା ପାଶ୍ୱରେ କୈଳାଶ ମାଝି(୩୫) ନାମକ ଜଣେ ଟ୍ରାକ୍ଟର ଡ୍ରାଇଭର ଗଳାରେ ଲୁଙ୍ଗି ବାନ୍ଧି ପଳାଶ ଗଛରେ ଆତ୍ମହତ୍ୟା କରିଛନ୍ତି। କୈଳାଶ ଜଣେ...

୨ ଦିନିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ

ଭବାନୀପାଟଣା/କେସିଙ୍ଗା/ଏମ୍‌.ରାମପୁର,୨୦।୫(ସ୍ବ.ପ୍ର./ଡି.ଏନ.ଏ.): ୫-ଟି ସଚିବ ଭି.କେ. ପାଣ୍ଡିୟାନ ଶୁକ୍ରବାର ଦୁଇ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମ ଦିନରେ ସଚିବ ଜିଲାର ଏମ.ରାମପୁର, କେସିଙ୍ଗା, ନର୍ଲା, ଭବାନୀପାଟଣା ଓ ଜୁନାଗଡ ବ୍ଲକର ବିଭିନ୍ନ...

ପାଣି ପାଇଁ ଲୋକେ ହନ୍ତସନ୍ତ

ବେହେରା,୨୦।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ପର୍ଲା ପଞ୍ଚାୟତ ସେମଲା ଗ୍ରାମରେ ନିର୍ମିତ ବସୁଧା ଯୋଜନା କାମକୁ ଆସୁ ନାହିଁ। ଗାଁରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବସୁଧା ଯୋଜନାରେ ନିର୍ମାଣ ହୋଇଛି ଓଭର ହେଡପାଣି ଟାଙ୍କି।...

ବେଲଖଣ୍ଡିରେ ୫ଟି ସଚିବ

କେସିଙ୍ଗ।,୧୯।୫(ଡିଏନଏ): ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡିକୁ ଦୁଇ ଦିନିଆ ଗସ୍ତରେ ଆସି ଶୁକ୍ରବାର ପୂର୍ବାହ୍ନରେ ୧୧ଟାରେ ଐତିହାସିକ ଶୈବପୀଠ ବେଲଖଣ୍ଡିରେ ପହଞ୍ଚିିଥିଲେ। ଘୁମୁରା ଓ ଗଣ୍ଡା ବାଜା ତାଳେ ତାଳେ ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, କେସିଙ୍ଗା...

ପୋଷ୍ଟର ଲଗାଇ ଦାବି କଲେ ମାଓବାଦୀ

ଲାଞ୍ଜିଗଡ଼,୧୯।୫(ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସିକେରକୂପା ଫାଣ୍ଡି ଅଧିନସ୍ଥ ଡ଼େଙ୍ଗେନ ଛକ ବା କୁଚେଇଜୋର ଅଞ୍ଚଳରେ ମାଓ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି । ଏନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ଏହି ପୋଷ୍ଟରରେ ପାଷ୍ଟିକୁଡିର ଲାଲୁ ନିଆଲ,...

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ତରବରିଆ କାର୍ଯ୍ୟ

ମ. ରାମପୁର,୧୯।୫(ଡି.ଏନ.ଏ.): ୧୯ ଓ ୨୦ ତାରିଖରେ ୨ ଦିନିଆ କଳାହାଣ୍ଡି ଜିଲା ଗସ୍ତରେ ଆସିବେ ୫-ଟି ସଚିବ ଭି.କେ. ପାଣ୍ଡିୟାନ। ଏହି ଅବସରରେ ମ. ରାମପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମୋ ହସ୍ପିଟାଲ ଓ ସନ୍ଦୂଲ୍‌ ନଦିଠାରେ ନିର୍ମାଣାଧୀନ ସେଚ...

ନିଜ ଖର୍ଚ୍ଚରେ ରାସ୍ତା ମରାମତି କଲେ ଯୁବ ସଙ୍ଗଠକ

କେସିଙ୍ଗା,୧୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହ ବଲାଙ୍ଗୀର ଜିଲା ଟିଟଲାଗଡ ସହରକୁ ସଂଯୋଗ କରୁଥିବା ରାସ୍ତାର କେସିଙ୍ଗା ସହରଠାରୁ ପ୍ରାୟ ୫୦୦ ମିଟର ଦୂର ଏକ କଲଭର୍ଟ ଉପରେ ଗତ ଏକ ବର୍ଷ ହେଲା ସିମେଣ୍ଟ ଫାଟି ଲୁହା ରଡ଼...

ଦୂରହେବ ଦୀର୍ଘ ଦଶନ୍ଧିର ଦୁଃଖ

ଭବାନୀପାଟଣା,୧୯।୫(ସ୍ବ.ପ୍ର.): ଗ୍ରାମାଞ୍ଚଳକୁ ସହରାଞ୍ଚଳ ସହ ସଂଯୋଗ କରିବାକୁ ସରକାର ରାସ୍ତା ଓ ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ ଇଲାକାର ଲୋକଙ୍କ ପାଇଁ ପ୍ରହସନ ପାଲଟିଛି ଯୋଜନା। ନଦୀରେ ପୋଲଟିଏ ନ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri