କଳାହାଣ୍ଡି

ମା’ଙ୍କ ମଣ୍ଡେଇ ଯାତ୍ରା

କୋକସରା,୩୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ମାଲପଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ପେଣ୍ଡ୍ରାଣୀଙ୍କ ମଣ୍ଡେଇ ଯାତ୍ରା ଆରମ୍ଭ ହୋଇଛି। ଶନିବାର ଅଧିବାସ ସହ ରବିବାର ଦେବୀଙ୍କ ମଣ୍ଡେଇ ଯାତ୍ରା ଅବସରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହୋଇଥିଲା। ଦେବୀଙ୍କ...

ଆମପାଣି ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରେଲର

କୋକସରା,୩୦।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଆମପାଣି ଘାଟିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଆନ୍ଧ୍ରପ୍ରଦେଶର ବି. ସାନୁବାଲ(୫୪) ଓ ବିହାରର ରସିତ ଇକବାଲ(୨୪)। ମିଳିଥିବା ସୂଚନା...

ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା...

ନକଲି ଆଦିବାସୀ ପ୍ରମାଣପତ୍ର ଦେଇ ଶିକ୍ଷକତା କରୁଥିଲେ, ଅବସର ନେବାର ଦିନକ ପୂର୍ବରୁ ପଡିଲେ ଧରା

କର୍ଲାମୁଣ୍ଡା, ୨୯/୪ (ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ କାର୍ଯ୍ୟରତ ଜନୈକ ନକଲି ଆଦିବାସୀ ପ୍ରଧାନ ଶିକ୍ଷକ ଅବସର ନେବା ଦିନକ ପୂର୍ବରୁ ପଛୁଆ ବର୍ଗର ବୋଲି ଜଣାପଡିବାକୁ ନକଲି ଆଦିବାସୀ ପ୍ରମାଣିତ ହେବା ପରେ ନକଲି ଆଦିବାସୀଙ୍କ ମନରେ...

ମୋତେ ବରବାଦ୍‌ କରିଦେଲା, ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କଲେ ଯୁବକ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ପ୍ରେମରେ ମିଳିଲା ଧୋକା। ପ୍ରତାରଣା ସହି ନ ପାଇ ଯୁବକ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା ଭାଲୁଚୁଆଁ ଗାଁରେ। ମୃତ ଯୁବକଙ୍କ ନାମ...

ଦୁର୍ଗମରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ସରକାର ଆଦିବାସୀଙ୍କ ପାଇଁ ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନାରେ ସାମିଲ କରିବା ସହିତ ବିକାଶ କରୁଥିବା ନେଇ ଡିଣ୍ଡିମ ପିଟୁଥିବା ବେଳେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ବିକାଶ କ’ଣ...

ତେଲଙ୍ଗାନାରେ ନିର୍ଯାତିତ: ଲୁଚିକି ଗାଁକୁ ଫେରିଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ

ଭବାନୀପାଟଣା,୨୭।୪( ସ୍ବ.ପ୍ର.): କଳାହାଣ୍ଡିରେ ଥମୁନି ଦାଦନ ସମସ୍ୟା। ପୁଣି ନିର୍ଯାତିତ ହୋଇଛନ୍ତି ଶ୍ରମିକ। ତେଲଙ୍ଗାନା ରାଜ୍ୟକୁ କାମ କରିବାକୁ ଯାଇ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଶେଷରେ ୩୦ରୁ ଊଦ୍ଧର୍‌ବ ଶ୍ରମିକ ତେଲଙ୍ଗାନାରୁ ଲୁଚିକି ଗାଁକୁ ଫେରିଛନ୍ତି। ଗୁରୁବାର...

ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଜିଆର୍‌ଏସ୍‌ଙ୍କ ବଦଳି ବାତିଲ

କର୍ଲାମୁଣ୍ଡା,୨୭ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କାର୍ଯ୍ୟରତ ଗ୍ରାମ ରୋଜଗାର ସେବକ(ଜିଆରଏସ୍‌)ଙ୍କୁ ବ୍ଲକର ଅନ୍ୟ ପଞ୍ଚାୟତକୁ ବଦଳି ବିଜ୍ଞପ୍ତି ପ୍ରକାଶ ପରେ କେତେକ ପଞ୍ଚାୟତରେ ସରପଞ୍ଚ ଓ ଜନସାଧାରଣ ଅସନ୍ତୋଷ ପ୍ରକାଶ କରି ବଦଳିକୁ ବାତିଲ ଦାବି କରିଥିଲେ। ଜିଆର୍‌ଏସ୍‌ଙ୍କ...

୫ ପୋଷ୍ଟମାଷ୍ଟରଙ୍କ ଇସ୍ତଫା

ଭବାନୀପାଟଣା,୨୬।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଡ଼ାକମଣ୍ଡଳ ଅଧୀନରେ ଥିବା ବିଭିନ୍ନ ପୋଷ୍ଟ ଅଫିସ୍‌ର ୫ଜଣ ପୋଷ୍ଟ ମାଷ୍ଟର କିଛିଦିନ ମଧ୍ୟରେ ଚାକିରିରୁ ଇସ୍ତଫା ଘଟଣା ସାମ୍‌ନାକୁ ଆସିଛି। ସେମାନେ ହେଲେ ଗୋଲାମୁଣ୍ଡା ବ୍ଲକ ବୋରଗୁଡ଼ାରେ କାର୍ଯ୍ୟରତ ଥିବା ଗ୍ରାମୀଣ ଡାକ...

ତରଭୁଜ ଚାଷ ଦେଖିବାକୁ ଯାଇଥିଲେ, ବଜ୍ରପାତ ନେଲା ୨ ଭାଇଙ୍କ ଜୀବନ

ଭବାନୀପାଟଣା,୨୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ସାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ତରଭୁଜ କିଆରୀରେ ଚାଷ ଦେଖୁଥିବାବେଳେ ହଟାତ ବଜ୍ରପାତ ଘଟି ୨ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ମୃତ ୨ ଭାଇ ହେଲେ କଲମପୁର ବ୍ଲକ ମିନଗୁର...

କେନ୍ଦୁପତ୍ର ତୋଳିବାକୁ ଯାଇ ଭାଲୁ ଆକ୍ରମଣରେ ଯୁବକ ଗୁରୁତର

କୋକସରା,୨୪/୦୪(ଡି.ଏନ.ଏ)କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ରବିବାର ସାରେ ତାଙ୍କୁ ଗୁରୁତର ଅବସ୍ଥାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।...

୪ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା

ଭବାନୀପାଟଣା,୨୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି। ତାଙ୍କୁ ଖୋଜିବା ପାଇଁ ପୋଲିସ ତନାଘନା ଚଳାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri