କଳାହାଣ୍ଡି

ପ୍ରଥମଥର ପାଇଁ ୧୦୦ ଛାତ୍ରୀଛାତ୍ର ନାମ ଲେଖାଇବେ

ଭବାନୀପାଟଣା,୩।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟ ଭଙ୍ଗାବାରୀରେ ନିର୍ମାଣାଧୀନ ସରକାରୀ ମେଡିକାଲ କଲେଜରେ ଚଳିତ ବର୍ଷରୁ ନାମଲେଖା ଆରମ୍ଭ ହେବ। ଏହା ଜଣାପଡ଼ିବା ପରେ ସାଧାରଣରେ ଉତ୍ସୁକତା ପ୍ରକାଶ ପାଇଛି। ଗତ ଫେବୃୟାରୀ ୧୪ରେ ଏନଏମସିଟିର ୩ ଜଣିଆ ଟିମ...

ପୂର୍ବତନ ସିଜେଆଇ ଏ.ଏମ୍‌. ଅହମଦୀଙ୍କ ପରଲୋକ

ନୂଆଦିଲ୍ଲୀ, ୨ା୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ଅଜିଜ୍‌ ମୁଶାବର ଅହମଦୀଙ୍କର ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କୁ ୯୦ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଦକ୍ଷିଣ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ...

ବିବାହ ଉତ୍ସବକୁ ଆସିଥିଲେ: ବିଦ୍ୟୁତ୍‌ ତାର ଲାଗି ଚାଲିଗଲା ଜୀବନ

କୋକସରା,୨।୩(ଡି.ଏନ୍‌.ଏ.):କଳାହାଣ୍ଡି ଜିଲା କୋକସରା ଥାନା କାଶିବାହାଲ ପଞ୍ଚାୟତ ସାରଙ୍ଗପଡ଼ା ଗାଁରେ ହେଉଥିବା ଏକ ବିବାହ ଉତ୍ସବରେ ଅଘଟଣ ଘଟିଛି। ବିବାହରେ ଲାଗିଥିବା ଟେଣ୍ଟର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାରଙ୍ଗପଡା ଗାଁର...

୩ ବର୍ଷ ବିତିଲା, ଚାଷୀଙ୍କୁ ମିଳିନି ଧାନ ବିକ୍ରି ଟଙ୍କା

ବେହେରା,୨।୩(ଡି.ଏନ.ଏ.):୩ ବର୍ଷ ପରେ ବି ଧାନ ବିକ୍ରି ଟଙ୍କା ଚାଷୀଙ୍କୁ ମିଳିନି। ଏଭଳି ଘଟଣା ସମ୍‌ାନକୁ ଆସିଛି କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବେହେରା ପାକ୍ସ ଅନ୍ତର୍ଗତ ଭରୁଆମୁଣ୍ଡା ଗ୍ରାମରେ। ଗ୍ରାମର ଚାଷୀ ଯୁଗେଶ୍ୱର ଚନ୍ଦନ ଫାର୍ମର କାର୍ଡ ନ-ଏଫ...

୫ରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତ

ଭବାନୀପାଟଣା,୨।୩(ସ୍ବ.ପ୍ର.): ଆସନ୍ତା ୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଗସ୍ତ କରିବେ। ୧୮୨ କୋଟି ବ୍ୟୟ ଅଟକଳରେ ନିର୍ମିତ ୪ ଲାଇନ ବିଶିଷ୍ଟ ବିଜୁ ଏକ୍ସପ୍ରେସୱେ ଉଦଘାଟନ କରିବେ। ଏହାସହ ପ୍ରାୟ ୩ କୋଟିରୁ ଊଦ୍ଧର୍‌ବ ଟଙ୍କାରେ ନିର୍ମିତ...

ବିପୁଳ ପରିମାଣର ନକଲି ମଦ ପାଉଚ ଜବତ: ଧରାପଡ଼ିଲେ ୨ ଯୁବକ

ଭବାନୀପାଟଣା,୨୮।୨(ସ୍ବ.ପ୍ର): କଳାହାଣ୍ଡି ଜିଲା ଧର୍ମଗଡ଼ ଅବକାରୀ ବିଭାଗ ମଙ୍ଗଳବାର ଭୋରରେ ଚଢାଉ କରି ବିପୁଳ ପରିମାଣର ନକଲି ମଦ ଜବତ କରିଛି। ଅବକାରୀ ବିଭାଗ ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରି ଅଧିକ ପଚରାଉଚରା କରୁଛି। ମିଳିଥିବା ସୂଚନା...

୧୫ଟି ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କୁ କରାଯିବ ସ୍ବାଗତ ସମ୍ବର୍ଦ୍ଧନା

କୋକସରା,୨୮।୨(ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୫ ତାରିଖରେ କଳାହାଣ୍ଡି ଜିଲାର କୋକସରା ବ୍ଲକ ଗସ୍ତରେ ଆସି ବହୁ ପ୍ରତୀକ୍ଷିତ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡ଼ିଶାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ୪ ଥାକିଆ ରାସ୍ତାକୁ ଲୋକାର୍ପଣ କରିବେ।...

ଠିକା କ୍ୟାମ୍ପରେ ନିଆଁ ଲାଗି ଶ୍ରମିକ ଜୀବନ୍ତଦଗ୍ଧ

ଭବାନୀପାଟଣା,୨୭।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ପାଷ୍ଟିକୁଡି ନିକଟରେ ଥିବା ଏକ ଠିକା କ୍ୟାମ୍ପରେ ସୋମବାର ଅପରାହ୍ନରେ ନିଆଁ ଲାଗି ଜଣେ ଶ୍ରମିକ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି। ମୃତ ଶ୍ରମିକଙ୍କ ନାମ...

ମାର୍ଚ୍ଚ ୫ରେ କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କୋକସରା,୨୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ୍‌ ୱେକୁ ଆସନ୍ତା ମାର୍ଚ୍ଚ ୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏପରି କି ପର୍ଯ୍ୟଟନସ୍ଥଳୀ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ସମେତ ବିଭିନ୍ନ...

ପ୍ରିୟଙ୍କାଙ୍କ ହାତ ଧରିଲେ ଦିବ୍ୟଶଙ୍କର

ଭବାନୀପାଟଣା,୨୬ା୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ରବିବାର ଦ୍ବିତୀୟ ବିବାହ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀସ୍ଥିତ ଦେକୋଟ ଗ୍ରାମର ଭବାନୀ ଅଗସ୍ତିଙ୍କ ଝିଅ ପ୍ରିୟଙ୍କାଙ୍କ ହାତ ଧରିଛନ୍ତି ଦିବ୍ୟଶଙ୍କର।...

ସରିଲା ଦିବ୍ୟଶଙ୍କରଙ୍କ ନିର୍ବନ୍ଧ: ପଡ଼ିବ ହାତଗଣ୍ଠି

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର। ବିଧାୟକଙ୍କ ନିର୍ବନ୍ଧ ସରିଥିବା ବେଳେ ରବିବାର ହାତଗଣ୍ଠି ପଡ଼ିବ। ସୋସିଆଲ ମିଡିଆରେ ନିର୍ବନ୍ଧ ସମୟର ଏକାଧିକ ଫଟୋ ଭାଇରାଲ ହେଉଛି। ଏହାକୁ...

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୨୬।୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅଞ୍ଚଳରେ ତ୍ରିକୋଣୀୟ ପ୍ରେମରୁ କଲେଜ ଛାତ୍ର ଦିଲୀପ ବାଗ (୧୭) ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ୩ ଅଭିଯୁକ୍ତ ମୋହନ ମାଝି, ଅବତାର ମାଝି, ଚନ୍ଦ୍ର ମାଝିଙ୍କୁ ପୋଲିସ ଗିରଫ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri