କଳାହାଣ୍ଡି

ବିଲ୍‌ ଉଠିଛି, ଶ୍ରମିକ ପାଇନାହାନ୍ତି

ଲାଞ୍ଜିଗଡ଼,୩।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଳି ପଞ୍ଚାୟତ ଅନ୍ତର୍ଗତ ଘାଟିକୁଣ୍ଡରୁ ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ମହାଦୁର୍ନୀତି ଏବଂ ମାସ ମାସ ଧରି ଶ୍ରମିକଙ୍କୁ ପାରିଶ୍ରମିକ ରାଶି ମିଳୁ ନ ଥିବା ଅଭିଯୋଗ ହୋଇଛି I କେନ୍ଦ୍ର ସରକାର ଗରିବ ଲୋକଙ୍କୁ...

ଜାଲ୍‌ ଚେକ୍‌ ମାଧ୍ୟମରେ ୪୨ଲକ୍ଷ ଟଙ୍କା ଉଠାଇନେବାକୁ ଉଦ୍ୟମ: ଥାନାରେ ଏତଲା ଦେଲେ ଇଓ

ଭବାନୀପାଟଣା,୧।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍‌ଏସିର ଏକ ଜାଲ୍‌ ଚେକ୍‌ ମାଧ୍ୟମରେ ଜଣେ ବ୍ୟକ୍ତି ସ୍ଥାନୀୟ ଆକ୍ସିସ ବ୍ୟାଙ୍କରୁ ୪୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେବାକୁ ଚେଷ୍ଟା କରିଥିଲେ। ଏପରିକି ବ୍ୟକ୍ତି ଜଣକ ନିଜକୁ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ବୋଲି...

ଡିବିରି ଆଲୁଅରେ ଦିନକାଟୁଛନ୍ତି ଗ୍ରାମବାସୀ

ଭବାନୀପାଟଣା,୧ା୫(ସ୍ବ.ପ୍ର): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଲାଣି। ଏହା ଭିତରେ ସରକାରଙ୍କ ମାଳ ମାଳ ଯୋଜନା ହୋଇଛି। ହେଲେ ଏବେ ବି ବିଜୁଳି ଭଳି ମୌଳିକ ସୁବିଧାରୁ ବଞ୍ଚିତ ରହିଛି ଓଡ଼ିଶାର ଅନେକ ଗାଁ। ଡିବିରି ଆଲୁଅରେ ଦିନ...

୭ ଚନ୍ଦନ ଗଛ କାଟିନେଲେ

ଲାଞ୍ଜିଗଡ଼,୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ପଞ୍ଚାୟତ କେନ୍ଦୁଗୁଡ଼ା ଗଁାରେ କେତେକ ଦୁବୃର୍ତ୍ତ ମୁରଲୀଧର ସାହୁଙ୍କ ୭ଟି ଚନ୍ଦନ ଗଛ କାଟି ଚୋରି କରି ନେଇଛନ୍ତି। ନେଇ ଏହାର ମୂଲ୍ୟ ୭ ଲକ୍ଷରୁ ଅଧିକ ହେବ ବୋଲି ମୁରଲୀଧର...

ମା’ଙ୍କ ମଣ୍ଡେଇ ଯାତ୍ରା

କୋକସରା,୩୦ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ମାଲପଡ଼ା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ପେଣ୍ଡ୍ରାଣୀଙ୍କ ମଣ୍ଡେଇ ଯାତ୍ରା ଆରମ୍ଭ ହୋଇଛି। ଶନିବାର ଅଧିବାସ ସହ ରବିବାର ଦେବୀଙ୍କ ମଣ୍ଡେଇ ଯାତ୍ରା ଅବସରରେ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା ହୋଇଥିଲା। ଦେବୀଙ୍କ...

ଆମପାଣି ଘାଟିରେ ଓଲଟିଲା ଲୁହା ପାଇପ୍‌ ବୋଝେଇ ଟ୍ରେଲର

କୋକସରା,୩୦।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଆମପାଣି ଘାଟିରେ ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଭାରସାମ୍ୟ ହରାଇ ଓଲଟି ପଡିବାରୁ ୨ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନେ ହେଲେ ଆନ୍ଧ୍ରପ୍ରଦେଶର ବି. ସାନୁବାଲ(୫୪) ଓ ବିହାରର ରସିତ ଇକବାଲ(୨୪)। ମିଳିଥିବା ସୂଚନା...

ପିଅନ ହତ୍ୟା ମାମଲା: ହତ୍ୟାକାରୀ ୩ ପୁଅ, ମା’ଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ବହୁଚର୍ଚ୍ଚିତ କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଆଟିଗାଁ ରାଜସ୍ବ ଅଧିକାରୀଙ୍କ ପିଅନ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି। ଏହି ମାମଲାରେ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତିକରି ଧର୍ମଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ବନ୍ଦନା...

ନକଲି ଆଦିବାସୀ ପ୍ରମାଣପତ୍ର ଦେଇ ଶିକ୍ଷକତା କରୁଥିଲେ, ଅବସର ନେବାର ଦିନକ ପୂର୍ବରୁ ପଡିଲେ ଧରା

କର୍ଲାମୁଣ୍ଡା, ୨୯/୪ (ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକରେ କାର୍ଯ୍ୟରତ ଜନୈକ ନକଲି ଆଦିବାସୀ ପ୍ରଧାନ ଶିକ୍ଷକ ଅବସର ନେବା ଦିନକ ପୂର୍ବରୁ ପଛୁଆ ବର୍ଗର ବୋଲି ଜଣାପଡିବାକୁ ନକଲି ଆଦିବାସୀ ପ୍ରମାଣିତ ହେବା ପରେ ନକଲି ଆଦିବାସୀଙ୍କ ମନରେ...

ମୋତେ ବରବାଦ୍‌ କରିଦେଲା, ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କଲେ ଯୁବକ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ପ୍ରେମରେ ମିଳିଲା ଧୋକା। ପ୍ରତାରଣା ସହି ନ ପାଇ ଯୁବକ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ ଦେଇ ଆତ୍ମହତ୍ୟା କରିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା କୋକସରା ଥାନା ଭାଲୁଚୁଆଁ ଗାଁରେ। ମୃତ ଯୁବକଙ୍କ ନାମ...

ଦୁର୍ଗମରେ ଆଦିବାସୀଙ୍କ ଅଭିଶପ୍ତ ଜୀବନ

ଭବାନୀପାଟଣା,୨୯ା୪(ସ୍ବ.ପ୍ର.): ସରକାର ଆଦିବାସୀଙ୍କ ପାଇଁ ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନାରେ ସାମିଲ କରିବା ସହିତ ବିକାଶ କରୁଥିବା ନେଇ ଡିଣ୍ଡିମ ପିଟୁଥିବା ବେଳେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଆଦିବାସୀ ବିକାଶ କ’ଣ...

ତେଲଙ୍ଗାନାରେ ନିର୍ଯାତିତ: ଲୁଚିକି ଗାଁକୁ ଫେରିଲେ ୩୦ରୁ ଊର୍ଦ୍ଧ୍ୱ ଦାଦନ ଶ୍ରମିକ

ଭବାନୀପାଟଣା,୨୭।୪( ସ୍ବ.ପ୍ର.): କଳାହାଣ୍ଡିରେ ଥମୁନି ଦାଦନ ସମସ୍ୟା। ପୁଣି ନିର୍ଯାତିତ ହୋଇଛନ୍ତି ଶ୍ରମିକ। ତେଲଙ୍ଗାନା ରାଜ୍ୟକୁ କାମ କରିବାକୁ ଯାଇ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଶେଷରେ ୩୦ରୁ ଊଦ୍ଧର୍‌ବ ଶ୍ରମିକ ତେଲଙ୍ଗାନାରୁ ଲୁଚିକି ଗାଁକୁ ଫେରିଛନ୍ତି। ଗୁରୁବାର...

ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଜିଆର୍‌ଏସ୍‌ଙ୍କ ବଦଳି ବାତିଲ

କର୍ଲାମୁଣ୍ଡା,୨୭ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କାର୍ଯ୍ୟରତ ଗ୍ରାମ ରୋଜଗାର ସେବକ(ଜିଆରଏସ୍‌)ଙ୍କୁ ବ୍ଲକର ଅନ୍ୟ ପଞ୍ଚାୟତକୁ ବଦଳି ବିଜ୍ଞପ୍ତି ପ୍ରକାଶ ପରେ କେତେକ ପଞ୍ଚାୟତରେ ସରପଞ୍ଚ ଓ ଜନସାଧାରଣ ଅସନ୍ତୋଷ ପ୍ରକାଶ କରି ବଦଳିକୁ ବାତିଲ ଦାବି କରିଥିଲେ। ଜିଆର୍‌ଏସ୍‌ଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image