କଳାହାଣ୍ଡି

ମାଓବାଦୀ ଅଞ୍ଚଳ ପିଲାଙ୍କୁ ଶିକ୍ଷିତ ପାଇଁ ଉଦ୍ୟମ

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): ସମାଜରେ ଅନେକ ଶିକ୍ଷକ ଅଛନ୍ତି, ଯାହାଙ୍କୁ ଦୁଗର୍ମ ଅଞ୍ଚଳକୁ ଯଦି ବଦଳି କରାଯାଏ ତାହେଲେ ସ୍କୁଲକୁ ଯାଆନ୍ତି ନାହିଁ। ଦିନେ ଚକ ଖଡ଼ି ଧରି ନ ଥିବା ଶିକ୍ଷକ କେବଳ ଦରମା ପାଇବା ଆଶାରେ ମାସକୁ ଥରେ ଯାଇ...

ତୃତୀୟ ପର୍ଯ୍ୟାୟ ବାୟୁ ସ୍ବାସ୍ଥ୍ୟସେବା ଯୋଜନା

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ତୃତୀୟ ପର୍ଯ୍ୟାୟ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟରେ ୫ଜଣ ବିଶେଷଜ୍ଞ ଡାକ୍ତର ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସିଥିଲେ। ୩...

୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ କିଛି ମାସର ପରେ ଯୋଡିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି...

୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୫।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ବହୁଳ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼...

ମାଲଗାଡ଼ିରେ ବେଆଇନ ଭାବେ ଲୋଡିଂ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ରୋଡ ରେଳ ଷ୍ଟେଶନରେ ମାଲଗାଡିରେ ଲୋଡିଂ ଶେଷ ସମୟ ପରେ ବି ଜଣେ ଠିକାଦାର ଓ ରେଳ କର୍ମଚାରୀ ସଲାସୁତୁରା ହୋଇ ଘଣ୍ଟା ଘଣ୍ଟା ଧରି ବେଆଇନ ଭାବେ ମାଲଗାଡି ରଖି ଲୋଡିଂ କରୁଥିବା...

ପ୍ରତିଶ୍ରୁତି ଦେଇ ଭୁଲିଯାଉଛି କମ୍ପାନୀ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୂଳ ରାମପୁର ବ୍ଲକର ବଫଳାମାଲି ପର୍ବତରେ ବହୁ ରାଷ୍ଟ୍ରୀୟ କମ୍ପାନୀ ଖଣି ଖନନ କରୁଛି। ହେଲେ ଜମି ହରାଇଥିବା ହିତାଧିକାରଙ୍କୁ ଦେଇଥିବା ପ୍ରତିଶ୍ରୁତି ସତେ କେମିତି ଭୁଲି ଯାଇଛନ୍ତି କମ୍ପାନୀ କର୍ତ୍ତୃପକ୍ଷ। ଖଣି...

ନୂଆପଡ଼ାକୁ ମିଳିଲା ‘ରାଜସ୍ବ ଗ୍ରାମ୍ୟ ମାନ୍ୟତା’

କୋକସରା,୧୨।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ତହସିଲ ଅଧୀନରେ ଥିବା ଟେମରା ପଞ୍ଚାୟତର ନୂଆପଡା ଗ୍ରାମକୁ ଦୀର୍ଘ ବର୍ଷ ପରେ ରାଜସ୍ବ ଗ୍ରାମ୍ୟର ମାନ୍ୟତା ମିଳିିଛି। ଗ୍ରାମବାସୀ ଦୀର୍ଘ ବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ପାଇବା ପାଇଁ ଦାବି କରିଆସୁଥିଲେ। ତେବେ...

କାର ଦୁର୍ଘଟଣାରେ ଯୁବକ ମୃତ

କୋକସରା,୧୧।୧୨(ଡି.ଏନ.ଏ): ଜାତୀୟ ରାଜପଥ ୨୬ କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ସିଉନି ଗାଁ ସ୍କୁଲ ବୁଲାଣି ରାସ୍ତାରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାରରେ ଥିବା ୩ ଜଣ ଯୁବକଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଶୋଚନୀୟ ମୃତ୍ୟୁ...

ଦୃଷ୍ଟି ଆଢୁଆଳରେ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା

କୋକସରା,୧୧ା୧୨(ଡି.ଏନ.ଏ.): ଆଉ ଦିନ କେଇଟା ପରେ ନୂଆବର୍ଷ। ଏହାକୁ ଧୁମଧାମରେ ମନାଇବା ପାଇଁ ସମସ୍ତଙ୍କ ମନରେ ଭରି ରହିଛି ଉତ୍କଣ୍ଠା। ବିଶେଷ କରି ବଣଭୋଜି କରିବା ପାଇଁ ଦରକାର ପଡେ ଏମିତି ଏକ ସ୍ଥାନ ଯେଉଁଠି ବଣଭୋଜି ସହିତ ପ୍ରକୃତି...

ମାଓବାଦୀ କ୍ୟାମ୍ପ ଠାବ, ବିପୁଳ ସାମଗ୍ରୀ ଜବତ

ଭବାନୀପାଟଣା,୧୦ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳର ପାହାଡ଼ପଦର ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଗତିବିଧି ଥିବା ଖବର ପାଇ କଳାହାଣ୍ଡି ଏସ୍‌ପି ଅଭିଳାଷ ଜୀ’ଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଓ ଏସ୍‌ଓଜି ଯବାନ ଅଞ୍ଚଳରେ କମ୍ବିଂ ଅପରେଶନ କରିଥିଲେ। ଏହି...

ଆମପାଣି ଘାଟିରେ ପୁଣି ଓଲଟିଲା ଟ୍ରକ

କୋକସରା,୧୦।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଘାଟିରେ ପୁଣି ଏକ ଦୁର୍ଘଟଣା ଘଟିଛି। ଗତ ଗୁରୁବାର ଏକ ପେଟ୍ରୋଲ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଶୁକ୍ରବାର ରାତିରେ ପୁଣି ଏକ ମକା ବୋଝେଇ ଟ୍ରକ (ନଂ. ଓଡି-୦୫ ଏକ୍ୟୁ-...

ଆବାସ ଗୃହ ଅସମ୍ପୂର୍ଣ୍ଣ, ଭଙ୍ଗା ଘରେ ବିତୁଛି ଜୀବନ

କୋକସରା,୧୦।୧୨(ଡି.ଏନ.ଏ.): ରାଜ୍ୟ ସରକାର ଗରିବ ସୀମା ରେଖା ତଳେ ଥିବା ହିତାଧିକାରୀଙ୍କୁ ଆବାସ ଘର ଯୋଗାଇ ଦେଉଛନ୍ତି। ହେଲେ ପଞ୍ଚାୟତସ୍ତରରେ ପଞ୍ଚାୟତ କର୍ମଚାରୀ, ସରପଞ୍ଚ ଓ ସ୍ଥାନୀୟ ଠିକାଦାରଙ୍କ ମଧୁଚନ୍ଦ୍ରିକା ଯୋଗୁ ହିତାଧିକାରୀଙ୍କ ଆବାସ ଘର ଅର୍ଥ ଲୁଟ କରାଯାଇଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri