କଳାହାଣ୍ଡି

ମୁଖ୍ୟମନ୍ତ୍ରୀଙ୍କୁ ଜଳସେଚନ ପାଇଁ ଦାବି ଜଣାଇଲେ କୋକସରା ବ୍ଲକ ଉପାଧ୍ୟକ୍ଷ

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଗସ୍ତରେ ଆସି ରବିବାର ଭବାନୀପାଟଣା ଶ୍ରୀକୃଷ୍ଣ ନଗର ପଡିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ...

ଲାଞ୍ଜିଗଡ DAV ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ

ଲାଞ୍ଜିଗଡ, ୩୧।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ସ୍ଥିତ ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ବାର୍ଷିକୋତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛିI ଡ଼ିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ସଦାନନ୍ଦ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ...

ବାପା ଆଗରେ ଚାଲିଗଲା ପୁଅ ଜୀବନ:ବାଇକ ଇଏମଆଇ ଟଙ୍କା ପଇଠ କରିବାକୁ ଯିବା ସମୟରେ ଦୁର୍ଘଟଣା

ଥୁଆମୂଳ ରାମପୁର,୩୧।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ବେପରୁଆ ଭାବରେ ଗାଡିମଟର ଚଳାଚଳ ଯୋଗୁ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ରହିବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତୁ ହୋଇଥିବାବେଳେ...

ବାଇକ୍‌ ଦୁର୍ଘଟଣାରେ ଜଣେ ଛାତ୍ର ମୃତ, ଅନ୍ୟ ଜଣେ ଗୁରୁତର

ଥୁଆମୂଳ ରାମପୁର,୩୦।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ ବାଗଡିଆଣି-ଲାଠିଆଗୁଡ଼ା ଛକ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ ଥୁଆମୂଳ...

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ କଂଗ୍ରେସର ବିରୋଧ: କଂଗ୍ରେସ କର୍ମକର୍ତ୍ତାଙ୍କୁ ଉଠାଇନେଲା ପୋଲିସ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡିରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିରୋଧ କରୁଥିଲେ କଂଗ୍ରେସ କାର୍ଯ୍ୟକର୍ତ୍ତା। ଏହା ପୂର୍ବରୁ ଜିଲା ସଭାପତି ଭାରତ ଭୂଷଣ ବେମାଲଙ୍କ ସମେତ...

ଖଜୁରୀପଡ଼ାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ

ଖଜୁରୀପଡ଼ା,୩୦ା୩(ବିଦୁର ବେହେରା): ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର କଳାହାଣ୍ଡି ଜିଲାରୁ ଆରମ୍ଭ ହୋଇଛି ଏହି ଯୋଜନା। ୫୦ ହଜାର ଲୋକଙ୍କୁ ଯୋଜନା ସହ ଯୋଡ଼ିବେ ସରକାର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ...

କଳାହାଣ୍ଡିର ମାଟିରେ ତିଆରି ହେଉଛି କ୍ରିକେଟ ପିଚ୍‌: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗସ୍ତ କରିଛନ୍ତି। ପୂର୍ବାହ୍ନ ୧୧ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ କରିଛନ୍ତି।...

ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ କେଶବ ସଭାପତି, ସମ୍ବିତ ପୁଣି ସମ୍ପାଦକ

ବାଲେଶ୍ୱର,୩୦।୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ।  ଶନିବାର ରାତି ୧୨ ଟାରେ ଫଳାଫଳ ପ୍ରକାଶ ପାଇଛି ।  ସଭାପତି ଭାବେ କେଶବ କୁମାର ଆଚାର୍ଯ୍ୟ ତାଙ୍କ ନିକଟତମ ପ୍ରତିଦ୍ବନ୍ଦୀ...

ଆଜି ମୁଖ୍ୟମନ୍ତ୍ରୀ ଯିବେ କଳାହାଣ୍ଡି

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲାକୁ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୦ଟା ୩୦ରେ ସେ ଜିଲାର ଭବାନୀପାଟଣାସ୍ଥିତ କ୍ରିଷ୍ଣାନଗର ପଡ଼ିଆଠାରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେଇ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ର ଶୁଭାରମ୍ଭ...

କୋକସରା: ମନୋଜ ସଭାପତି, ଲଳିତ ସମ୍ପାଦକ

କୋକସରା,୩୦।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବେ ମନୋଜ କୁମାର ନାଏକ, ଉପସଭାପତି ଲକ୍ଷ୍ମୀକାନ୍ତ ଖମାରୀ, ସମ୍ପାଦକ ଲଳିତ କୁମାର ଦାସ, ସହସମ୍ପାଦକ ଜଗା ପଟ୍ଟନାୟକ, କୋଷାଧ୍ୟକ୍ଷ...

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ସୁଧାଂଶୁ ପୁଣି ସଭାପତି ନିର୍ବାଚିତ

ଭବାନୀପାଟଣା,୩୦।୩:(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁଧାଂଶୁ କୁମାର ନନ୍ଦ ଦ୍ୱିତୀୟ ଥର ପାଇଁ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସମ୍ପାଦକ ଭାବେ ଅଶୋକ କୁମାର ପଟ୍ଟନାୟକ, ଉପସଭାପତି ଗଣେଶ୍ୱର ପଟ୍ଟନାୟକ,...

ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ: ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ

ଥୁଆମୂଳ ରାମପୁର,୨୯।୩(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାରେ ନକ୍ସଲ ବିରୋଧୀ ଅଭିଯାନ ପାଇଁ ନିୟୋଜିତ ୧୨ ବାଟାଲିୟନ, କେନ୍ଦ୍ରୀୟ ରିଜର୍ପ ଫୋର୍ସ (ସିଆରପିଏଫ) ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲାର ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ଗୁଣୁପୁରର ବଙ୍ଗଳା ପଡ଼ା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image