କଳାହାଣ୍ଡି

ଲାଞ୍ଜିଗଡ଼ ବ୍ଲକ ଯନ୍ତ୍ରୀଙ୍କୁ ମାଡ଼ ମାରି ଗାଳିଗୁଲଜ କରିଥିଲେ, ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ଲାଞ୍ଜିଗଡ, ୧୮।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡ ମାରିବା ଓ ଗାଳିଗୁଲଜ ଅଭିଯୋଗରେ ୩ ଜଣ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଛି ବିଜେପୁର ପୋଲିସ I ସେମାନେ ହେଲେ ବେନଗାଁ ପଞ୍ଚାୟତ ପଦ୍ମଥୋପା...

ପେଙ୍ଗଢୁସି ଗାଁରେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଥୁଆମୂଳ ରାମପୁର, ୧୭।୧(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପେଙ୍ଗଢୁସି ଗ୍ରାମରେ ଲକ୍ଷ୍ମଣ ମାଝୀ (୩୬ ବର୍ଷ) ନାମକ ଜଣେ ଯୁବକଙ୍କ ଅସ୍ଵାଭାବିକ ମୃତ୍ୟୁ ଘଟିଛି। ଏନେଇ ପରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଥାନାରେ ଲିଖିତ ଅଭିଯୋଗ...

ଗାଁ ଭିତରକୁ ପଶି ଆସୁଛନ୍ତି ଭାଲୁ, ବନ ବିଭାଗ ସବୁ ଜାଣି ଅଜଣା

କୋକସରା,୧୭।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ଅଧୀନ ଶିଉନି ଗାଁରେ ଏକ ଭାଲୁ ପଶି ଜନବସତି ଅଞ୍ଚଳରେ ବୁଲୁଥିବା ଦେଖିବାକୁ ମିଳୁଛି। ଭାଲୁଟି ଗାଁ ନିକଟସ୍ଥ ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ପ୍ରତିଦିନ ଚାଲି ଆସି...

ମୁଁ କଳାହାଣ୍ଡିର ଋଣ ପରିଶୋଧ କରିବି: ସୁରେଶ ପୂଜାରୀ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରାର ଦ୍ୱିତୀୟ ସନ୍ଧ୍ୟା, କଳାହାଣ୍ଡି ଲୋକଙ୍କ ଅବଦାନ ରାଜ୍ୟରେ ଅତୁଳନୀୟ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ୨୭ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି। କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ରାଜସ୍ବ...

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ। ବୁଧବାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ...

ରାଜକୋଟ୍‌ରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ରୋଜଗାରିଆ ପୁଅକୁ ହରାଇ ଭାଙ୍ଗିପଡ଼ିଲା ପରିବାର

କର୍ଲାମୁଣ୍ଡା,୧୪ା୧(ପ୍ରଦୀପ କୁମାର ସାହୁ): ରାଜକୋଟ୍‌ ସହରରେ ରହି ଦାଦନ ଶ୍ରମିକ (ଦିନମଜୁରିଆ) ଭାବେ କାମ କରୁଥିବା କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରେଗଡ଼ା ପଞ୍ଚାୟତ ଯୋଗିପଲା ଗ୍ରାମର ଆକାଶ ଛତ୍ରିଆ (୨୬)ଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ...

ଯୁବଗୋଷ୍ଠୀ ଏକତ୍ରିତ ହେଲେ ଅଞ୍ଚଳର ପରିବର୍ତ୍ତନ ଆସେ

ଜୁନାଗଡ଼,୧୪।୧(ସୁନୀଲ କୁମାର ସିଂହ):କଳାହାଣ୍ଡିର ଲୋକକଳା,ଲୋକସଂସ୍କୃତି, ପରମ୍ପରା ଓ ମନୋରଞ୍ଜନର ଏକ ଅନନ୍ୟ ସଙ୍ଗମ ‘ଚିଙ୍ଗୁଡିସର ଲୋକମହୋତ୍ସବ’ ମହାସମାରୋହରେ ଉଦଘାଟିତ ହୋଇଯାଇଛି। ସ୍ଥାନୀୟ ବିବେକାନନ୍ଦ ୟୁଥ କ୍ଲବର ୧୦ମ ବାର୍ଷିକ ଉତ୍ସବ ତଥା ଜାତୀୟ ଯୁବ ଦିବସ ଉପଲକ୍ଷେ ଏହାକୁ ଆୟୋଜନ...

କଳାହାଣ୍ଡି ଉତ୍ସବ ପାଇଁ ବାହାରିଲା ମଶାଲ ଶୋଭାଯାତ୍ର

ଲାଞ୍ଜିଗଡ଼,୧୩ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଆରାଧ୍ୟ ଭୈରବ ପୀଠରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ସୋମବାର ଏକ ମଶାଲ ଶୋଭାଯାତ୍ରା ଭବାନୀପାଟଣା ଅଭିମୁଖେ ବାହାରିଛି। ଏଥିରେ ବିଡିଓ ଶଶାଙ୍କ ପାତ୍ର, ଲାଞ୍ଜିଗଡ଼ ସରପଞ୍ଚ ସରସ୍ବତୀ ମୁଣ୍ଡା,...

ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ

ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ ହୋଇଛି, ତଥାପି କନ୍ଧ ସମ୍ପ୍ରଦାୟରେ ବଞ୍ଚି ରହିଛି ଅନେକ ମହାନ ପ୍ରଥା ଓ...

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି କରିବାର ଦୀର୍ଘ ଦିନ ପରେ ମଧ୍ୟ ପ୍ରାପ୍ୟ ମିଳୁ ନ ଥିବା ଅଭିଯୋଗ...

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ ହୋଇଛି। ସୋମବାର ଭୋର ସମୟରେ ଟାଙ୍ଗୀ ଅବକାରୀ ବିଭାଗ କୌଣସି ବିଶେଷ ସୂତ୍ରରୁ...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ସହିତ କ୍ରୀଡ଼ା କୌଶଳର ମିଳନସ୍ଥଳୀ ପାଲଟିଥିଲା ଜେଲଛକରୁ ଷ୍ଟେଟବ୍ୟାଙ୍କ ଛକ ସଡ଼କପଥ। କେବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri