କଳାହାଣ୍ଡି

କଳାହାଣ୍ଡିରେ ରାଜ୍ୟପାଳ

ଭବାନୀପାଟଣା,୨୯ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାକୁ ଗୁରୁବାର ଦିନିକିଆ ଗସ୍ତରେ ଆସିଛନ୍ତି ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌। ଆଜି ପୂର୍ବଳହ୍ନରେ ରାଜ୍ୟପାଳ ଭବାନୀପାଟଣାସ୍ଥିତ କଳାହାଣ୍ଡି ବିଶବିଦ୍ୟାଳୟରେ ନୂତନ ଏକାଡେମୀ କୋଠା ଓ ଲାଇବ୍ରେରୀ କୋଠା ଉଦ୍‌ଘାଟନ କରିଥିଲେ। ପରେ ବିଶ୍ୱବିଦ୍ୟାଳୟ ପରିସରରେ...

ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଗାଁକୁ ଫେରିପାରିଲାନି ମୃତଦେହ

କୋକସରା,୨୮ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗ୍ରାମର ଚମାର କୋଚିଆ (୫୨) ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ନିକଟରେ ଥିବା ଏକ ଇଟାଭାଟିରେ କାମ କରୁଥିବା ବେଳେ ଅକସ୍ମାତ ଚେତାଶୂନ୍ୟ ହୋଇ ପଡ଼ିବାରୁ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ...

ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଭବାନୀପାଟଣା,୨୮ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ଼ ଚାରିଛକସ୍ଥିତ ଆଲିଶାନ ହୋଟେଲ ସମ୍ମୁଖରୁ ବୁଧବାର ସ୍ପଷ୍ଟ ଦିବାଲୋକରେ ଡିକି ଭାଙ୍ଗି ୧ ଲକ୍ଷ ୩୬ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତାରାପୁର ଗ୍ରାମର ଗୁଣଧର ଲହଜଳ ଷ୍ଟେଟ୍‌ ବ୍ୟାଙ୍କରୁ ୧ ଲକ୍ଷ...

ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ: ପୂର୍ବରୁ କରିଥିଲେ ସରକାରୀ ଅନୁଦାନ ରାଶି ହଡପ

ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡ଼ପଦର ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ) ଦେବାନନ୍ଦ ସାଗର ବୁଧବାର ତାଙ୍କ ବାସଭବନରେ ରଶିଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତୁରନ୍ତ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ପଞ୍ଚାୟତର...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ: ୪ଟି ସ୍ଥାନରେ ଏକକାଳୀନ ଚଢାଉ

କେସିଙ୍ଗା/ଭବାନୀପାଟଣା,୨୮।୧୨(ସ୍ବ.ପ୍ର.): ଭିଜିଲାନ୍ସ ହାତରେ ଧରା ପଡିଲେ କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁର। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଭବାନୀପାଟଣା ମହାବୀରପଡ଼ାରେ ଥିବା ବାସଭବନ ଓ ପୌରପାଳିକା କାର୍ଯ୍ୟାଳୟ, ଇରିଗେଶନ କଲୋନୀରେ...

ଚଳନ୍ତା ହାଇଓ୍ବାରେ ଲାଗିଲା ନିଆଁ, ଡେଇଁ ପଡ଼ି ଜୀବନ ବଞ୍ଚାଇଲେ ଚାଳକ

ଭବାନୀପାଟଣା,୨୭।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଧର୍ମଗଡ ବିଜୁ ଏକ୍ସପ୍ରେସ ଓ୍ବେର ଗଡିଆଯୋର ନିକଟରେ ଏେ ବାଲି ବୋଝେଇ ହାଇଓ୍ବାରେ ମଙ୍ଗଳବାର ନିଆଁ ଲାଗିଛି । ତେବେ ଗାଡିଟି ହୁତୁହୁତୁ ହୋଇ ଜଳୁଥିବା ବେଳେ ଡ୍ରାଇଭରଜଣଙ୍କ ଡେଇଁ ପଡ଼ିଥିବାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।...

ପରିଦର୍ଶନ କଲେ ଆୟର୍ଲାଣ୍ଡ ପ୍ରଫେସର ଲେଡିଆ ଗୁଜି

ଭବାନୀପାଟଣା,୨୭।୧୨(ସ୍ବ.ପ୍ର.): ଭବାନୀପାଟଣା ପୁରୁଣା ସିନେମା ହଲ ଛକଠାରେ ସମଗ୍ର ଶିକ୍ଷା କଳାହାଣ୍ଡି ପକ୍ଷରୁ ନିର୍ମିତ ଜନଜାତି ସାଧନ କେନ୍ଦ୍ର ସୋମବାର ୟୁନିଭରସିଟି ଅଫ ଆୟର୍ଲାଣ୍ଡର ପ୍ରଫେସର ଲେଡିଆ ଗୁଜି ପରିଦର୍ଶନ କରିଛନ୍ତି। ନୃତତ୍ତ୍ୱ ବିଭାଗରେ କାର୍ଯ୍ୟରତ ପ୍ରଫେସର ଗୁଜି ଜନଜାତି...

ଟ୍ରକ ଧକ୍କାରେ ଚାଲିଗଲା ଜୀବନ: ସ୍ଥାନୀୟ ଲୋକଙ୍କ ଉତ୍ତେଜନା, ରସ୍ତାରୋକୋ

ଭବାନୀପାଟଣା,୨୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ୨୬ନମ୍ବର ଜାତୀୟ ରାଜପଥ ଚାରବାହାଲ ଷ୍ଟେଟ ବ୍ୟାଙ୍କ ସମ୍ମୁଖରେ ସୋମବାର ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପାଟଣା ବ୍ଲକ ଟେମେରି ଗ୍ରାମର ଜଗମୋହନ ବିହାରୀ। ଜଗମୋହନ...

ବାଇକ୍‌ ଚୋରି, ସିସିଟିଭିରେ କଏଦ୍‌ ହେଲା ଦୃଶ୍ୟ

ଜୁନାଗଡ଼,୨୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ପୁରୁଣା ଷ୍ଟେଟବ୍ୟାଙ୍କ ନିକଟରେ ଥିବା ଏକ ଘର ସମ୍ମୁଖରୁ ଜଣେ ଦୁର୍ବୁତ୍ତ ବାଇକ ଚୋରି କରିଥିବା ଅଭିଯୋଗ ହୋଇଛି। ଚୋରି ଦୃଶ୍ୟ ସିସିଟିଭିରେ କଏଦ୍‌ ହୋଇଛି। ଦୁର୍ବୁତ୍ତ ଜଣକ ବାଇକ୍‌ ପାଖକୁ ଆସି କିଛି...

ବର୍ଷ ବର୍ଷ ଧରି ସୋଲାର ପମ୍ପ ଅଚଳ

ଲାଞ୍ଜିଗଡ଼,୨୬।୧୨(ଡି.ଏନ.ଏ.):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶୌରଶକ୍ତି ଦ୍ୱାରା ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି। ହେଲେ ବର୍ଷ ବର୍ଷ ଧରି ବନ୍ଦ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲାଞ୍ଜିଗଡ଼ ପଞ୍ଚାୟତ ଗୌଡ଼ପଡାଠାରେ ଶୌରଶକ୍ତିର ଯାନ୍ତ୍ରିକ ତ୍ରୁଟି...

ବିମାନ ସେବାରେ ବାଟ ଓଗାଳୁଛି ଜମି ଅଧିଗ୍ରହଣ

ଭବାନୀପାଟଣା,୨୬।୧୨(ସ୍ବ.ପ୍ର.):କଳାହାଣ୍ଡି ଜିଲା ଉତ୍କେଲା ଏୟାରଷ୍ଟ୍ରିପ କେନ୍ଦ୍ର ସରକାରଙ୍କ ଉଡ଼ାନ ଯୋଜନା-୪ରେ ସାମିଲ ହୋଇଛି। ଜମି ଅଧିଗ୍ରହଣ ନ ହେବା ଯୋଗୁ କାର୍ଯ୍ୟରେ ବିଳମ୍ବ ଦେଖାଦେଇଛି। ଗତ କିଛି ଦିନ ତଳେ ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଏୟାରଷ୍ଟ୍ରିପ ଗସ୍ତ କରି...

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ଯୁବଚାଷୀ ରୋମାଞ୍ଚଳ

କୋକସରା,୨୫ା୧୨(ଡି.ଏନ.ଏ.): କଥାରେ ଅଛି ଇଚ୍ଛାଶକ୍ତି ଆଗରେ ସବୁ ସମ୍ଭବ। ମନରେ ଦୃଢ ଆତ୍ମବିଶ୍ବାସକୁ ପାଥେୟ କରି ସ୍ବଳ୍ପ ଜମାପୁଞ୍ଜିରେ ବିନା ସରକାରୀ ସହାୟତାରେ ଜଣେ ସଫଳ ଯୁବଚାଷୀ ହୋଇ ସ୍ବାବଲମ୍ବୀ ହୋଇ ପାରିଛନ୍ତି ରୋମାଞ୍ଚଳ ପୂଝାରି (୪୫)। ତାଙ୍କ ଘର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri