କଳାହାଣ୍ଡି

ମହାଲିଙ୍ଗରେ କ୍ରାଇମବ୍ରାଞ୍ଚ ଟିମ୍‌: ଗୋବିନ୍ଦ ସାହୁଙ୍କ ଘର, କଲେଜରେ ଚାଲିଛି ତଦନ୍ତ

ଭବାନୀପାଟଣା,୨୪ା୧୨(ସ୍ବ.ପ୍ର.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିଲେ। ଗୋବିନ୍ଦଙ୍କ ପରିବାର ଲୋକେ ଏହାକୁ ହତ୍ୟା ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାର ତଦନ୍ତ...

ମାଣ୍ଡିଆ ପାଇଁ ସୌରାଗି ସଙ୍ଗମ ମେଳା

ଭବାନୀପାଟଣା,୨୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କୃଷି ମହାବିଦ୍ୟାଳୟରେ ଗୁରୁବାର ସେଲକୋ ଫାଉଣ୍ଡେଶେନ ଏବଂ ଓଡିଶା ସରକାରଙ୍କ ମିଳିତ ଉଦ୍ୟମରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ସୌରାଗି ସଙ୍ଗମ-୨୦୨୨ ଅନୁଷ୍ଠିତ ହୋଇଯାଇଛି। ସେଲକୋ ଫାଉଣ୍ଡେଶନ ମୁଖ୍ୟ ଗୌତମ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ...

ଭିଜିଲାନ୍ସ ଜାଲରେ କୋଟିପତି ରେଞ୍ଜର

ଭବାନୀପାଟଣା,୨୧।୧୨(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କେଗାଁ ରେଞ୍ଜର କେଶବ ମାଝି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ସକାଳେ କେସିଙ୍ଗା ଓମ ନଗରପଡାସ୍ଥିତ ବାସ ଭବନ, କେଗାଁ ସରକାରୀ କାର୍ଯ୍ୟାଳୟ, କ୍ୱାର୍ଟର ଓ ବ୍ରାହ୍ମଣୀର ପୈତୃକ ଘରେ ଏକକାଳିନ...

ଗାଁରେ ପହଞ୍ଚିଲା ଗୋବିନ୍ଦ ସାହୁଙ୍କ ମୃତଦେହ

ଭବାନୀପାଟଣା,୨୧ା୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ ସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ମଙ୍ଗଳବାର କଣ୍ଟାବାଞ୍ଜି ସବଜେଲ ଭିତରେ ସନ୍ଦେହଜନକ ମୃତ୍ୟୁ ଘଟଣା ରାଜ୍ୟରେ ହଇଚଇ ସୃଷ୍ଟି କରିଛି। ବୁଧବାର...

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢାଉ: ସୁନା,ଗାଡି ସହ ନଗଦ ୬୬ ହଜାର ଟଙ୍କା ଜବତ

କେସିଙ୍ଗା,୨୧।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ୱାର୍ଡ ନମ୍ବର ୭ ସ୍ଥିତ ଓମନଗର ପଡାରେ ଥିବା ବନବିଭାଗର ରେଞ୍ଜର କେଶବ ମାଝୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ସ୍ଥାନୀୟ ପୋଲିସ ସହାୟତାରେ ଭିଜିଲାନ୍ସ ଟିମ୍‌ ଘର ଭିତରେ ପଶି...

ଭିଜିଲାନ୍ସ ହାତରେ ଧରାପଡିଲେ ରେଞ୍ଜର

ଭବାନୀପାଟଣା,୨୧।୧୨(ସ୍ବ.ପ୍ର): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା କେଗାଁ ବନବିଭାଗ ରେଞ୍ଜର କେଶବ ମାଝୀ। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର କେସିଙ୍ଗା ସ୍ଥିତ ଘର, କେଗାଁ କାର୍ଯ୍ୟାଳୟ, କ୍ୱାଟରରେ ଓ ବ୍ରାହ୍ମଣୀର ପୈତୃକ ଘରେ ଭିଜିଲାନ୍ସ ବିଭାଗ ଚଢାଉ...

ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

କୋକସରା,୧୭ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ବିଧାୟକ ମୋଷଧି ବାଗଙ୍କୁ ଭେଟି ଧର୍ମଗଡ଼ ଉପଖଣ୍ଡ ୩ ବ୍ଲକର ଅଙ୍ଗନଓ୍ବାଡ଼ି ଓ ପାଚିକା କର୍ମୀ ଦାବିପତ୍ର ପ୍ରଦାନ କରିଛନ୍ତି। ରାଜ୍ୟରେ ଆଜିକୁ ୨୭ ଦିନ ହେବ ଭାରତୀୟ ମଜଦୁର ସଂଘ ସଂଲଗ୍ନ ଅଲ୍‌...

ମାଓବାଦୀ ଅଞ୍ଚଳ ପିଲାଙ୍କୁ ଶିକ୍ଷିତ ପାଇଁ ଉଦ୍ୟମ

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): ସମାଜରେ ଅନେକ ଶିକ୍ଷକ ଅଛନ୍ତି, ଯାହାଙ୍କୁ ଦୁଗର୍ମ ଅଞ୍ଚଳକୁ ଯଦି ବଦଳି କରାଯାଏ ତାହେଲେ ସ୍କୁଲକୁ ଯାଆନ୍ତି ନାହିଁ। ଦିନେ ଚକ ଖଡ଼ି ଧରି ନ ଥିବା ଶିକ୍ଷକ କେବଳ ଦରମା ପାଇବା ଆଶାରେ ମାସକୁ ଥରେ ଯାଇ...

ତୃତୀୟ ପର୍ଯ୍ୟାୟ ବାୟୁ ସ୍ବାସ୍ଥ୍ୟସେବା ଯୋଜନା

ଭବାନୀପାଟଣା,୧୬।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ତୃତୀୟ ପର୍ଯ୍ୟାୟ ମୁଖ୍ୟମନ୍ତ୍ରୀଙ୍କ ବାୟୁ ସ୍ବାସ୍ଥ୍ୟ ସେବା ଯୋଜନା ଆରମ୍ଭ ହୋଇଛି। ତୃତୀୟ ପର୍ଯ୍ୟାୟରେ ୫ଜଣ ବିଶେଷଜ୍ଞ ଡାକ୍ତର ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରୋଗୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସିଥିଲେ। ୩...

୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୬।୧୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ କିଛି ମାସର ପରେ ଯୋଡିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି...

୨ ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା

କୋକସରା,୧୫।୧୨(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆଦିବାସୀ ବହୁଳ ଗୋତୋମୁଣ୍ଡା ପଞ୍ଚାୟତ ଅଞ୍ଚଳବାସୀଙ୍କ ବହୁ ପ୍ରତୀକ୍ଷିତ ଦାବି ପୂରଣ ହେବାକୁ ଯାଉଛି। କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ଯୋଡ଼ିବ ଗୋତୋମୁଣ୍ଡା-ଡାହିମାଲ ରାସ୍ତା। ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ କଳାହାଣ୍ଡି ଜିଲା ଧର୍ମଗଡ଼...

ମାଲଗାଡ଼ିରେ ବେଆଇନ ଭାବେ ଲୋଡିଂ

ଭବାନୀପାଟଣା,୧୪।୧୨(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ ରୋଡ ରେଳ ଷ୍ଟେଶନରେ ମାଲଗାଡିରେ ଲୋଡିଂ ଶେଷ ସମୟ ପରେ ବି ଜଣେ ଠିକାଦାର ଓ ରେଳ କର୍ମଚାରୀ ସଲାସୁତୁରା ହୋଇ ଘଣ୍ଟା ଘଣ୍ଟା ଧରି ବେଆଇନ ଭାବେ ମାଲଗାଡି ରଖି ଲୋଡିଂ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri