କଳାହାଣ୍ଡି

୮ ଦିନ ହେଲାଣି ଶିରୋଲ ଗ୍ରାମରେ ବ୍ୟାପିଛି ଝାଡ଼ାବାନ୍ତି: ସ୍ଥିତି ସମୀକ୍ଷା କଲେ ବିଡିଓ, ଘରକୁ ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା

କେସିଙ୍ଗା ,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଶିରୋଲ ଗ୍ରାମରେ ୮ଦିନ ହେଲା ଝାଡ଼ାବାନ୍ତି ବ୍ୟାପିଛି। ଦୂଷିତ ଜଳ ପିଇବା ଯୋଗୁ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ଏହି ଖବର ‘ଧରିତ୍ରୀ’ରେ ପ୍ରକାଶିତ ହେବା ପରେ ପ୍ରଶାସନର ଚେତା ପଶିଛି।...

ଘରକୁ ଘର ବୁଲି କଲେ ସ୍ବାସ୍ଥ୍ୟ ପରୀକ୍ଷା

କେସିଙ୍ଗା,୨୮।୯(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଶିରୋଲ ଗ୍ରାମରେ ଗତ ୮ଦିନ ଝାଡ଼ାବାନ୍ତି ଲାଗିରହିଛି। ଦୂଷିତଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ଏହି ଖବର ଧରିତ୍ରୀରେ ପ୍ରକାଶ ହେବା ପରେ ବୁଧବାର କେସିଙ୍ଗା ବିଡ଼ିଓ ପ୍ରଫୁଲ କୁମାର ଅଦୁ, ହରେକୃଷ୍ଣ...

ମା’ଙ୍କ ଆଗମନରେ ଝଲସୁଛି ସହର

ଭବାନୀପାଟଣା,୨୭।୯(ସ୍ବ.ପ୍ର.): ଆସିଛି ପାର୍ବଣ। ଧରା ପୃଷ୍ଟରେ ଅବତରଣ କରିବେ ମା’ ଜଗତ ଜନନୀ ଦୁର୍ଗା। ଏବେ ଚାରିଆଡେ ଉତ୍ସବମୁଖର। ଚଳିତବର୍ଷ କଟକଣାମୁକ୍ତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଚଳଚଞ୍ଚଳ ହୋଇ ଉଠିଛି ଭବାନୀପାଟଣା ସହର।...

ଶିରୋଲ ଗାଁରେ ପହଞ୍ଚି ପାନୀୟ ଜଳ ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

କେସିଙ୍ଗା,୨୭।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଶିରୋଲ ଗାଁରେ ଗତ ୭ ଦିନ ହେଲା ଛାଡାବାନ୍ତି ଲାଗିରହିଛି। ଦୂଷିତ ପାନୀୟ ଜଳ ପିଇ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ଏହି ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ...

କଳାହାଣ୍ଡିରେ ଥମୁନି ଝାଡ଼ାବାନ୍ତି, ଶିରୋଲ ଗାଁରେ ୩୬ ଆକ୍ରାନ୍ତ

କେସିଙ୍ଗା,୨୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଶିରୋଲ ଗ୍ରାମରେ ଥମୁନାହିଁ ଝାଡ଼ାବାନ୍ତି। ଗତ ୬ଦିନ ହେଲା ଗ୍ରାମରେ ଝାଡ଼ାବାନ୍ତି ଲାଗିରହିଛି। ବର୍ତ୍ତମାନ ସୁଦ୍ଧା ଗ୍ରାମରେ ୩୬ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନେ...

ଛତୁ ଚାଷ କରି ସ୍ବାବଲମ୍ବୀ ହୋଇଛନ୍ତି ପରମେଶ୍ବର

ଭବାନୀପାଟଣା,୨୬।୯(ସ୍ବ.ପ୍ର.): ବିଏସସି ପାସ କରିବା ପରେ ନିଜ ଅଞ୍ଚଳରେ ଚାକିରିଟିଏ କରିବା ପାଇଁ ବହୁତ ଚେଷ୍ଟା କରିଥିଲେ। ହେଲେ ଚାକିରିଟିଏ ନ ମିଳିବାର ନିରାଶ ହୋଇ ପେଟପାଟଣା ପାଇଁ ଗୁଜରାଟ ଚାଲିଯାଇଥିଲେ। ସେଠାରେ ୧୫ବର୍ଷ ସେଠାକାର ଏକ ଘରୋଇ ଇଂଲିଶ...

ପିକ୍‌ଅପ୍‌ ଗାଡ଼ି ସହ ୩ କୁଇଣ୍ଟାଲ ଗଞ୍ଜେଇ ଜବତ

କୋକସରା,୨୫।୯(ଡି.ଏନ.ଏ.): କଳାହାଣ୍ଡି ଅବକାରୀ ବିଭାଗ ଚଢାଉ କରି ସାହାଜଖୋଲ ଜଙ୍ଗଲରୁ ୩ କୁଇଣ୍ଟାଲ ୨୦ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ସାନପୋଡ଼ା ଗ୍ରାମର ଚନ୍ଦନ ପୂଝାରୀ (୩୩)। ଖବର ପାଇ ଜିଲା...

ଇଚ୍ଛା ଶକ୍ତି ଆଗରେ ହାର ମାନିଛି ଅକ୍ଷମତା: ଗୁରୁଣ୍ଡି ଗୁରୁଣ୍ଡି ରାସ୍ତା ମରାମତି କଲେ ଦିବ୍ୟାଙ୍ଗ, ଭିଡିଓ ଭାଇରାଲ

ଭବାନୀପାଟଣା,୨୩।୯(ସ୍ବ.ପ୍ର): ଦୃଢ଼ ଇଚ୍ଛାଶକ୍ତି ଆଗରେ ହାର ମାନିଛି ଶାରୀରିକ ଅକ୍ଷମତା । ଦୁଇଟି ଯାକ ଗୋଡ଼ ପୋଲିଓରେ ଆକ୍ରାନ୍ତ ହୋଇ ଅଚଳ, ତଥାପି ଗୁରୁଣ୍ଡି ଗୁରୁଣ୍ଡି ହାତରେ ଫାଉଡା ଧରି ରାସ୍ତା ମରାମତି କରୁଛନ୍ତି ଦିବ୍ୟାଙ୍ଗ। ଯେଉଁଠି ସୁସ୍ଥ ସବଳ...

ଘରକୁ ଫେରୁଥିଲେ, ବସ୍‌ଷ୍ଟାଣ୍ଡରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ

କୋକସରା:୨୩।୯(ଡି.ଏନ୍‌.ଏ.): ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ ସ୍ବାମୀ, ସ୍ତ୍ରୀ। ଶୁକ୍ରବାର ଘରକୁ ଫେରିବା ବେଳେ ବସ୍‌ରୁ ଓହ୍ଲାଇବା ପରେ ହଠାତ୍‌ ସ୍ବାମୀଙ୍କ ମୃତ୍ୟୁ ଘଟିଛି। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କୋକସରା ବ୍ଲକ ଆମପାଣି ବସ୍‌ଷ୍ଟାଣ୍ଡରେ। ମିଳିଥିବା...

ଟଙ୍କା ନେବାକୁ ଆସି ଧରାପଡ଼ିଲେ ନକଲି ବ୍ୟାଙ୍କ ଅଧିକାରୀ

କୋକସରା,୨୨।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ଅଞ୍ଚଳରେ ଲୋକଙ୍କୁ ଫାଇନାନ୍ସ କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଜଣେ ନକଲି ବ୍ୟାଙ୍କ ଅଧିକାରୀଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସ ଜିମାଦେଇଛନ୍ତି। ସମ୍ପୃକ୍ତ ଯୁବକ ଜଣଙ୍କ...

ଉଠାଜଳସେଚନ ପ୍ରକଳ୍ପର ୨ ଅଧିକାରୀଙ୍କୁ ଅଟକ ରଖିଲେ ଚାଷୀ

କୋକସରା,୨୧ା୯(ଡି.ଏନ୍‌.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପରୁ କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ଅଞ୍ଚଳର ଚାଷଜମିକୁ ଜଳସେଚନ ପାଇଁ ବାରମ୍ବାର କୋକସରା ବ୍ଲକ କୁସୁମଖୁଣ୍ଟିଠାରେ ଥିବା ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମୂଷାପାଲି ପଞ୍ଚାୟତର ଚାଷୀମାନେ ବିଗତ କିଛିଦିନ ତଳେ ଯାଇ ଜଳସେଚନ ପାଇଁ...

ପଦରପଡ଼ାକୁ ମିଳିଲା ରାଜସ୍ବ ଗ୍ରାମର ମାନ୍ୟତା

କୋକସରା,୨୧ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନ ପୋଡ଼ାଗୁଡ଼ା ପଞ୍ଚାୟତର ନେଗିଗୁଡ଼ାର ପଦରପଡ଼ାକୁ ଦୀର୍ଘବର୍ଷ ପରେ ରାଜସ୍ବ ଗ୍ରାମର ମାନ୍ୟତା ମିଳିଛି। ଗ୍ରାମବାସୀ ଦୀର୍ଘବର୍ଷରୁ ରାଜସ୍ବ ଗ୍ରାମର ମାନ୍ୟତା ଦେବା ପାଇଁ ଦାବି ଜଣାଇ ଆସୁଥିଲେ। ତେବେ ରାଜ୍ୟ ସରକାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri