Advertisement

କନ୍ଧମାଳ

ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ବସା ପୋଡ଼ାଯିବା ସତ୍ତ୍ୱେ ମୁଣ୍ଡବିନ୍ଧାର କାରଣ ପାଲଟିିଛନ୍ତି ମହୁମାଛି, ବନ ବିଭାଗକୁ ଚିଠି ଲେଖିଲେ ବିଡିଓ

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ ଘଟଣା ଚିନ୍ତାର ବିଷୟ ପାଲଟିଥିଲା। ତେବେ ବୁଧବାର ମଧ୍ୟ ମହୁମାଛି…

22 hours ago
ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ରସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ…

1 day ago
ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଡ୍ରେନକୁ ଜାମ କଲା ଅଳିଆ ଆବର୍ଜନା: ନାକ ଟେକିଲେ ପର୍ଯ୍ୟଟକ

ଦାରିଙ୍ଗବାଡି,୧୬/୪ (ଅରୁଣ ସାହୁ)-ଦାରିଙ୍ଗବାଡି ଏବେ ଅଳିଆ ଆବର୍ଜନା ଆଉ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପର୍ଯ୍ୟଟକ ଆଉ ଦାରିଙ୍ଗବାଡିକୁ ନା କହିବା ଆରମ୍ଭ କଲେଣି । ଅଳିଆ…

1 day ago
ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରାନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ନାରୀ ନିର୍ଯାତନା-ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ: ଦାରିିଙ୍ଗବାଡ଼ିରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଦାରିଙ୍ଗବାଡି,୧୫।୪ (ଅରୁଣ ସାହୁ)- ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଓ ରନ୍ଧନ ଗ୍ୟାସର ଦରବୃଦ୍ଧି ପ୍ରତିବାଦରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା…

2 days ago
ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡ଼ିବନ୍ଧରେ ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ତୁମୁଡ଼ିବନ୍ଧ,୧୫।୪(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ସଭାଗୃହରେ ମଙ୍ଗଳବାର ପୂର୍ବାହ୍ନରେ କନ୍ଧମାଳ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ…

2 days ago
ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲାତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା

ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା…

2 days ago
ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତରସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ…

2 days ago
ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତରମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର

ମେରୁ ଯାତ୍ରା ଦେଖି ଫେରୁଥିବାବେଳେ ଦୁର୍ଘଟଣା: ୭ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ପଞ୍ଚାୟତ ମୁଣ୍ଡାନାଜୁ ଗ୍ରାମର ଜାତୀୟ ରାଜପଥ ଉପରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ…

2 days ago
ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ…

3 days ago
ଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ରାଇକିଆ,୧୪।୪(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପା ତରଫରୁ ବନ ଦୁର୍ଗା କଲ୍ୟାଣ ମଣ୍ଡପଠାରେ ସୋମବାର ବାବା ସାହେବ ଭୀମରାଓ ଆମ୍ବେଡକରଙ୍କର ଜୟନ୍ତୀ ପାଳିତ ହୋଇଯାଇଛି। ମଣ୍ଡଳ ସଭାପତି…

3 days ago