Advertisement

କନ୍ଧମାଳ

ବାଲିଗୁଡାରେ ନୂତନ ଏସଡିପିଓଙ୍କ ଯୋଗଦାନବାଲିଗୁଡାରେ ନୂତନ ଏସଡିପିଓଙ୍କ ଯୋଗଦାନ

ବାଲିଗୁଡାରେ ନୂତନ ଏସଡିପିଓଙ୍କ ଯୋଗଦାନ

ବାଲିଗୁଡା, ୨୩।୬ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ନୂଆ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଭାବେ ୟଶ ପ୍ରତାପ ଶ୍ରୀମଲ ଶୁକ୍ରବାର ନିଜ ଦାୟିତ୍ୱ ଗ୍ରହଣ…

2 years ago
୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ବଳଦ ମୃତ, ଉତ୍ତେଜନା୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ବଳଦ ମୃତ, ଉତ୍ତେଜନା

୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ବଳଦ ମୃତ, ଉତ୍ତେଜନା

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ଫିଡରର ଅଲାରି ଗ୍ରାମ ନିକଟରେ ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଗୋଟିଏ ବଳଦର ମୃତ୍ୟୁ ହୋଇଛି। ଏ ନେଇ…

2 years ago
ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଲେ ଗର୍ଭବତୀନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଲେ ଗର୍ଭବତୀ

ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଲେ ଗର୍ଭବତୀ

କୋଟଗଡ,୨୨।୬( ସରୋଜ ବଳିୟାର ସିଂ): ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଇଛନ୍ତି ୯ ମାସର ଗର୍ଭବତୀ । ଏଭଳି ଘଟଣା କନ୍ଧମାଳ ଜିଲା କୋଟଗଡ ଥାନାରେ…

2 years ago
ଦାରିଙ୍ଗବାଡି ଅଞ୍ଚଳରେ ପ୍ରାକ୍‌ ମୌସମୀ ବର୍ଷାଦାରିଙ୍ଗବାଡି ଅଞ୍ଚଳରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି ଅଞ୍ଚଳରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର କିଛି ସ୍ଥାନରେ ପ୍ରାକ୍‌ ମୌସମୀ ବର୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢେ ୧୦ଟାବେଳେ ହାଲକା ବିଜୁଳି…

2 years ago
ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ଚଞ୍ଚକତା ଅଭିଯୋଗଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ଚଞ୍ଚକତା ଅଭିଯୋଗ

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ଚଞ୍ଚକତା ଅଭିଯୋଗ

ଦାରିଙ୍ଗବାଡ଼ି,୨୧।୬(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନ୍‌ବାଡି ଓ ଗ୍ରୀନ୍‌ବାଡିରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟରେ ଚଞ୍ଚକତା କରାଯାଉଥିବା ସିମନ୍‌ବାଡି ପଞ୍ଚାୟତର ଗାଁ ସାଥି ଉମାକାନ୍ତ ଦିଗାଲ ଏବଂ ୱାର୍ଡ ସଭ୍ୟ …

2 years ago
ସ୍ବାମୀ ହତ୍ୟା ଅଭିଯୋଗରେ ସ୍ତ୍ରୀ, ଝିଅଙ୍କୁ ଉଠାଇନେଲା ଗୁଜରାଟ ପୋଲିସସ୍ବାମୀ ହତ୍ୟା ଅଭିଯୋଗରେ ସ୍ତ୍ରୀ, ଝିଅଙ୍କୁ ଉଠାଇନେଲା ଗୁଜରାଟ ପୋଲିସ

ସ୍ବାମୀ ହତ୍ୟା ଅଭିଯୋଗରେ ସ୍ତ୍ରୀ, ଝିଅଙ୍କୁ ଉଠାଇନେଲା ଗୁଜରାଟ ପୋଲିସ

ଜି.ଉଦୟଗିରି,୧୮ା୬(ଶିଶିର ପଟ୍ଟନାୟକ): ଗୁଜରାଟ ସୁରଟ ସହରର ଟିପୋଦ୍ରାଠାରେ ସ୍ବାମୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ ସୁରଟ ପୋଲିସ ରବିବାର ଜି.ଉଦୟଗିରି ପୋଲିସ ସହାୟତାରେ ଡକେଡି ଗ୍ରାମରୁ ଅଭିଯୁକ୍ତ ସ୍ତ୍ରୀ…

2 years ago
ମା’ ପାଟଖଣ୍ଡାଙ୍କ ଦର୍ଶନ କଲେ ୫-ଟି ସଚିବମା’ ପାଟଖଣ୍ଡାଙ୍କ ଦର୍ଶନ କଲେ ୫-ଟି ସଚିବ

ମା’ ପାଟଖଣ୍ଡାଙ୍କ ଦର୍ଶନ କଲେ ୫-ଟି ସଚିବ

ବାଲିଗୁଡ଼ା,୧୭ା୬(ସଞ୍ଜୟ ପାଣିଗ୍ରାହୀ): ୫-ଟି ମୁଖ୍ୟ ସଚିବ ଭି.କେ.ପାଣ୍ଡିଆନ ଦୁଇ ଦିନିଆ କନ୍ଧମାଳ ଗସ୍ତରେ ଆସି ଦ୍ୱିତୀୟ ଦିନ ଶନିବାରରେ ବାଲିଗୁଡ଼ାକୁ ଆସି ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ…

2 years ago
୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ, କହିଲେ ୭ ଦିନ ମଧ୍ୟରେ ୪ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ, କହିଲେ ୭ ଦିନ ମଧ୍ୟରେ ୪ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ

୫-ଟି ସଚିବଙ୍କ ଦାରିଙ୍ଗବାଡ଼ି ଗସ୍ତ, କହିଲେ ୭ ଦିନ ମଧ୍ୟରେ ୪ ଅଭିଯୋଗ ପୂରଣ କରିବେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡ଼ି,୧୭ା୬(ଅରୁଣ ସାହୁ): ଦୁଇଦିନିଆ କନ୍ଧମାଳ ଜିଲା ଗସ୍ତରେ ୫ -ଟି ସଚିବ ଭି.କେ. ପାଣ୍ଡିଆନ ଆସିଥିବା ବେଳେ ଦିତୀୟ ଦିନରେ ମଧ୍ୟାହ୍ନରେ ହେଲିକପ୍ଟର ଯୋଗେ ଦାରିଙ୍ଗବାଡ଼ି ହେଲିପ୍ୟାଡ଼…

2 years ago
ଶନିବାର ଦାରିଙ୍ଗବାଡି ଗସ୍ତ କରିବେ ୫ଟି ସଚିବଶନିବାର ଦାରିଙ୍ଗବାଡି ଗସ୍ତ କରିବେ ୫ଟି ସଚିବ

ଶନିବାର ଦାରିଙ୍ଗବାଡି ଗସ୍ତ କରିବେ ୫ଟି ସଚିବ

ଦାରିଙ୍ଗବାଡି,୧୬।୬(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ପ୍ରଥମଥର ପାଇଁ ୫ଟିି ସଚିବ ଭି.କେ ପାଣ୍ଡିଆନ ଶନିବାର ଗସ୍ତ କରିବେ। ସେଠାରେ ପହଞ୍ଚି ପ୍ରଥମେ ମହିଳା ସ୍ବୟଂ…

2 years ago
ଶାଳ ମଞ୍ଜି ନେଇ ଯାଉଥିବା ବେଳେ ଓଲଟିଲା ଟ୍ରକଶାଳ ମଞ୍ଜି ନେଇ ଯାଉଥିବା ବେଳେ ଓଲଟିଲା ଟ୍ରକ

ଶାଳ ମଞ୍ଜି ନେଇ ଯାଉଥିବା ବେଳେ ଓଲଟିଲା ଟ୍ରକ

ବାଲିଗୁଡ଼ା,୧୪।୬:(ଡି.ଏନ୍‌.ଏ.): ଭାରସାମ୍ୟ ହରାଇ ଓଲଟିଲା ଶାଳମଞ୍ଜି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର। ଏଭଳି ଏକ ଘଟଣା ଘଟିଛି, କନ୍ଧମାଳ ଜିଲା ବାଲିଗୁଡ଼ା ଥାନା…

2 years ago