Advertisement

କନ୍ଧମାଳ

କିଓସ୍କ ବ୍ୟାଙ୍କ ଠକେଇ, ହାତବାନ୍ଧି ବସିଛି ପୋଲିସକିଓସ୍କ ବ୍ୟାଙ୍କ ଠକେଇ, ହାତବାନ୍ଧି ବସିଛି ପୋଲିସ

କିଓସ୍କ ବ୍ୟାଙ୍କ ଠକେଇ, ହାତବାନ୍ଧି ବସିଛି ପୋଲିସ

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲା ଫୁଲବାଣୀ ସହରରେ ଥିବା କିଓସ୍କ ବ୍ୟାଙ୍କି ସଂସ୍ଥା ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କା ଉଠାଇ ନେବା ଘଟଣାକୁ ଆଉ ଦୁଇ ଦିନ ପରେ…

2 years ago
ଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସାଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସା

ଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସା

ତୁମୁଡିବନ୍ଧ,୨୫।୪: (ଡି.ଏନ.ଏ.) ଗ୍ରୀଷ୍ମପ୍ରବାହ ଜାରି ରହିଛି ନଦୀ ନାଳ ପୋଖରୀ ଗୁଡ଼ିକ ଶୁଖି ଯାଇଛି। ଭୂତଳ ଜଳସ୍ତର ହ୍ରାସ ପାଉଛି। ଫଳରେ ତୁମୁଡିବନ୍ଧ ଅଞ୍ଚଳରେ ପିଇବା ପାଣିର…

2 years ago
କଲରାପତରିଆ ବାଘ ଛାଲ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତକଲରାପତରିଆ ବାଘ ଛାଲ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତ

କଲରାପତରିଆ ବାଘ ଛାଲ ଜବତ: ବନ୍ଧାହେଲେ ୨ ଅଭିଯୁକ୍ତ

ଫୁଲବାଣୀ ଅଫିସ, ୨୪।୪: କନ୍ଧମାଳ ଜିଲା ଖଜୁରୀପଡ଼ା ଷ୍ଟେଟ ବ୍ୟାଙ୍କ ଛକରେ ଏସ୍‌ଟିଏଫ୍‌ ଟିମ୍‌ ଚଢ଼ାଉ କରି ଏକ କଲରାପତରିଆ ବାଘ ଛାଲ ଜବତ କରିଛି। ଏହି…

2 years ago
ଡାୟାଲିସିସ ରୋଗୀଙ୍କୁ ଶୋଷଣ: ସେବା ନାଁରେ ବ୍ୟବସାୟଡାୟାଲିସିସ ରୋଗୀଙ୍କୁ ଶୋଷଣ: ସେବା ନାଁରେ ବ୍ୟବସାୟ

ଡାୟାଲିସିସ ରୋଗୀଙ୍କୁ ଶୋଷଣ: ସେବା ନାଁରେ ବ୍ୟବସାୟ

ଫୁଲବାଣୀ ଅଫିସ,୨୪ା୪: କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାୟାଲିସିସ ରୋଗୀଙ୍କୁ ଶୋଷଣ ଘଟଣାରେ ମେଡିକାଲ ପ୍ରଶାସନର ତଦନ୍ତକୁ ନେଇ ପ୍ରଶ୍ନ ଉଠିଛି। ଡାୟାଲିସିସି ସେବା ଯୋଗାଉଥିବା ସଂସ୍ଥାର…

2 years ago
ପରିବେଶର ସୁରକ୍ଷା ନେଇ ଶପଥ ନେଲେ ଛାତ୍ରୀଛାତ୍ରପରିବେଶର ସୁରକ୍ଷା ନେଇ ଶପଥ ନେଲେ ଛାତ୍ରୀଛାତ୍ର

ପରିବେଶର ସୁରକ୍ଷା ନେଇ ଶପଥ ନେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୨୨।୪(ଡି.ଏନ୍‌.ଏ.): ଆଜି ଧରିତ୍ରୀ ଦିବସ। ଏହି ଦିବସକୁ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ର ଏକାଠି ହୋଇ ନିଆରା ଢଙ୍ଗରେ ପାଳନ କରିଛନ୍ତି। ଓଡ଼ିଶାର କାଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା…

2 years ago
ଫୁଟ୍‌ପାଥରେ ଚଢ଼ିଗଲା ହାଇଓ୍ବା, ଜଣେ ଗୁରୁତରଫୁଟ୍‌ପାଥରେ ଚଢ଼ିଗଲା ହାଇଓ୍ବା, ଜଣେ ଗୁରୁତର

ଫୁଟ୍‌ପାଥରେ ଚଢ଼ିଗଲା ହାଇଓ୍ବା, ଜଣେ ଗୁରୁତର

ବାଲିଗୁଡ଼ା,୨୨ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ୫୯ ନଂ. ଜାତୀୟ ରାଜପଥର ବସ୍‌ଷ୍ଟାଣ୍ଡ ଓ ଆଦର୍ଶ ପୁଷ୍କରିଣୀ ନିକଟରେ ଥିବା ଡ୍ରେନ୍‌ ଉପରକୁ ଏକ ହାଇଓ୍ବା ନଂ.ଓଡି-୦୨-ଏଟି -୨୮୭୭…

2 years ago
ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ

ନ୍ୟାୟ ନ ମିଳିଲେ ଆତ୍ମାହୁତି ଦେବୁ

ଫୁଲବାଣୀ ଅଫିସ,୨୨।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ସଖିପଡା ଗାଁର ଲିପକ ପ୍ରଧାନ(୨୧)ଙ୍କ ମୃତ୍ୟୁ ଘଟଣା ପଛରେ ରହିଛି ପ୍ରେମ ଏବଂ ସନ୍ଦେହ। ଲିପକ କେବେ ଆତ୍ମହତ୍ୟା…

2 years ago
ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫ

ପୁଅବୋହୂଙ୍କ ଆକ୍ରମଣରେ ମା’ଙ୍କ ଜୀବନ ଯିବା ଘଟଣା: ପୁଅ ଗିରଫ

ଦାରିଙ୍ଗବାଡ଼ି,୨୦ା୪(ଡି.ଏନ୍‌.ଏ.): ପୁଅବୋହୂଙ୍କ ଆକ୍ରମଣରେ ବୃଦ୍ଧା ମା’ଙ୍କ ମୃତ୍ୟୁ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଗୁରୁବାର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି…

2 years ago
ପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀ

ପାଣି ପାଇଁ ଡହଳବିକଳ ଲଣ୍ଡାଗାଁ ପଞ୍ଚାୟତବାସୀ

ବାଲିଗୁଡା, ୨୦।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ପ୍ରତିଦିନର…

2 years ago
ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ

ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ

ବାଲିଗୁଡ଼ା,୧୯ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ…

2 years ago