କନ୍ଧମାଳ

କୋଭିଡ୍‌ ଫଣ୍ଡକୁ ୯୦ ହଜାର ଦେଲେ ଠିକାଦାର

ଜି.ଉଦୟଗିରି,୨୦ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ପଞ୍ଚାୟତ ସମିତିର ଠିକାଦାରମାନେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ)କୁ ୯୦ ହଜାର ଟଙ୍କାର ଏକ ଚେକ ଜି.ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକଙ୍କ ମାଧ୍ୟମରେ…

4 years ago

ଦାରିଙ୍ଗବାଡ଼ିରେ ଝଡବର୍ଷା, କୁଆ ପଥର ବୃଷ୍ଟି

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକର ଦାରିଙ୍ଗବାଡ଼ି ସମେତ ଶ୍ରାନିକେତା, ଦଣ୍ଡିମା, ସିମନବାଡ଼ି, ତେରାବାଡ଼ି, ଡବୁଲମାହା, କିରିକୁଟି ଆଦି ଅଞ୍ଚଳରେ ସୋମବାର ଅପରାହ୍ନରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଛି।…

4 years ago

ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ

ରାଇକିଆ,୨୦।୪(ଡି.ଏନ୍‌.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି ।…

5 years ago

କୋଭିଡ୍‌ ଫଣ୍ଡକୁ ସହାୟତା ସହ ମାସ୍କ, ସାବୁନ ବାଣ୍ଟୁଛନ୍ତି ସୁଦର୍ଶନ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ ଗମାଣ୍ଡି ଅଞ୍ଚଳର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସୁଦର୍ଶନ ମଲ୍ଲିକ କୋଭିଡ୍‌ ଫଣ୍ଡକୁ ସହାୟତା ସହ ସାବୁନ ଓ ମାସ୍କ ବାଣ୍ଟି…

5 years ago

ଶ୍ରମିକ କାର୍ଡ଼ ହିତାଧିକାରୀଙ୍କୁ ସହାୟତା ବଣ୍ଟନ

ଖଜୁରିପଡା,୧୯ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକର ୧୪ ପଞ୍ଚାୟତରେ ବିଡ଼ିଓ ରବୀନ୍ଦ୍ରନାଥ କହଁରଙ୍କ ତତ୍ତ୍ବାବଧାନରେ ଘରଘର ବୁଲି ଶ୍ରମିକ କାର୍ଡ ହିତାଧିକାରୀଙ୍କୁ ୧୫ ଶହ ଟଙ୍କା ଲେଖାଏ ବଣ୍ଟନ କରାଯାଉଛି।…

5 years ago

ଅସହାୟଙ୍କୁ ରନ୍ଧାଖାଦ୍ୟ ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡା,୧୯ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବିଭିନ୍ନ ପଞ୍ଚାୟତର ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତା ରକ୍ଷା, କାମ ନ ଥିଲେ ଘରୁ…

5 years ago

ଲକ୍‌ଡାଉନ୍‌ରେ ରକ୍ତଦାନ ଶିବିର: ୧୪୧ ୟୁନିଟ ରକ୍ତ ସଂଗ୍ରହ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତାଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଇକିଆ ପୋଲିସ ଏବଂ ବଣିକ ସଂଘ ମିଳିତ…

5 years ago

ଲକ୍‌ଡାଉନ୍‌ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୧୯।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍‌ ଡାଉନ୍‌ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ…

5 years ago

ନିର୍ମାଣ ଶ୍ରମିକଙ୍କୁ ମିଳିନି ସହାୟତା

ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍‌ଡାଉନ୍‌ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର…

5 years ago

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ଫୁଲବାଣୀ ଅଫିସ, ୧୮ା୪- ରାଜ୍ୟର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଫୁଲବାଣୀ ଗସ୍ତରେ ଆସି କୋଭିଡ୍‌ ହସ୍ପିଟାଲ…

5 years ago